biden
Advertisment
ୱାଶିଂଟନ:ଆନୁଷ୍ଠାନିକ ଭାବେ ଜୋ ବାଇଡେନଙ୍କୁ ଆମେରିକାର ନୂଆ ରାଷ୍ଟ୍ରପତି ଘୋଷଣା କରିଛି ଇଲେକ୍ଟୋରାଲ କଲେଜ । ଗତମାସରେ ହୋଇଥିବା ନିର୍ବାଚନରେ ବାଇଡେନ୍ ୩୦୬ ଇଲେକ୍ଟୋରାଲ ଭୋଟ ପାଇ ବିଜୟୀ ହୋଇଥିଲେ । ରାଷ୍ଟ୍ରପତି ଟ୍ରମ୍ପଙ୍କୁ ମିଳିଥିଲା ମାତ୍ର ୨୩୨ ଇଲେକ୍ଟୋରାଲ ଭୋଟ୍।
Advertisment
ଟ୍ରମ୍ପ ପୂର୍ବରୁ ନିର୍ବାଚନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ବାଇଡେନଙ୍କ ବିଜୟକୁ ଗ୍ରହଣ କରୁନଥିଲେ। ଏବେ ଇଲେକ୍ଟୋରାଲ କଲେଜ ଆନୁଷ୍ଠାନିକ ଭାବେ ବାଇଡେନଙ୍କୁ ପରବର୍ତ୍ତୀ ରାଷ୍ଟ୍ରପତି ଘୋଷଣା କରିବା ପରେ ଆମେରିକା ରାଜନୀତିରେ ସବୁ କିଛି ସ୍ପଷ୍ଟ ହୋଇଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/biden-1_1626161294.jpg)