Advertisment

ରବର ଗୋଦାମରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ସିରସାପୁର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ରବର ଗୋଦାମରେ ନିଆଁ ଲାଗି ଯାଇଥିଲା। ୨୬ଟି ଦମକଳ ବାହିନୀ ଘଟଣାସ୍ଥଳରେ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଚାହୁଁ ଚାହୁଁ ନିଆଁ ପୂରା ଗୋଦାମରେ ବ୍ୟାପି ଯାଇଥିଲା। ହେଲେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ନିଆଁ ଲାଗି କେତେ କ୍ଷୟକ୍ଷତି ହୋଇଛି ସେ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

author-image
Sangita Sahu
ରବର ଗୋଦାମରେ ଅଗ୍ନିକାଣ୍ଡ

factory

ନୂଆଦିଲ୍ଲୀ: ଦିଲ୍ଲୀର ସିରସାପୁର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ରବର ଗୋଦାମରେ ନିଆଁ ଲାଗି ଯାଇଥିଲା। ୨୬ଟି ଦମକଳ ବାହିନୀ ଘଟଣାସ୍ଥଳରେ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିଥିଲେ।

Advertisment

ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଚାହୁଁ ଚାହୁଁ ନିଆଁ ପୂରା ଗୋଦାମରେ ବ୍ୟାପି ଯାଇଥିଲା। ହେଲେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ନିଆଁ ଲାଗି କେତେ କ୍ଷୟକ୍ଷତି ହୋଇଛି ସେ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Advertisment
Advertisment