Advertisment

ନୌସେନାରେ ପ୍ରଥମ ମହିଳା ପାଇଲଟ୍

କୋଚି  : ଭାରତୀୟ ନୌସେନାରେ ସାମିଲ ହୋଇଛନ୍ତି ପ୍ରଥମ ମହିଳା ପାଇଲଟ୍ ସବ୍ ଲେଫ୍ଟନାଣ୍ଟ ଶିବାଙ୍ଗୀ । ଆଜି ବିଧିବଦ୍ଧ ଭାବେ କୋଚି ନେଭାଲ୍ ବେସ୍‌ରେ ସେ କାର୍ଯ୍ୟରେ ଯୋଗଦେଇଛନ୍ତି । ତାଙ୍କୁ ଭାରତୀୟ ନାଭିର ଡୋନିୟର୍ ସର୍ଭିଲାନ୍ସ ଏୟାରକ୍ରାଫ୍ଟ ଉଡ଼ାଇବାର ସୁଯୋଗ ମିଳିଛି। ନେଭିର କୌଣସି ମହିଳା ପାଇଲଟ୍ ଭାବେ ପ୍ରଥମର ଥର ପାଇଁ କକ୍‌ପିଟ୍‌ରେ ବସିବାର ସୌଭାଗ୍ୟ ଅର୍ଜନ କରିଛନ୍ତି ଶିବାଙ୍ଗୀ। ଭାରତୀୟ ନାଭାଲ ଏକାଡେମୀରେ ସମସ୍ତ ଟ୍ରେନିଂ ସାରିଛନ୍ତି ଶିବାଙ୍ଗୀ । ସେ […]

author-image
Pradesh Pratyush
ନୌସେନାରେ ପ୍ରଥମ ମହିଳା ପାଇଲଟ୍

woman

କୋଚି  : ଭାରତୀୟ ନୌସେନାରେ ସାମିଲ ହୋଇଛନ୍ତି ପ୍ରଥମ ମହିଳା ପାଇଲଟ୍ ସବ୍ ଲେଫ୍ଟନାଣ୍ଟ ଶିବାଙ୍ଗୀ । ଆଜି ବିଧିବଦ୍ଧ ଭାବେ କୋଚି ନେଭାଲ୍ ବେସ୍‌ରେ ସେ କାର୍ଯ୍ୟରେ ଯୋଗଦେଇଛନ୍ତି । ତାଙ୍କୁ ଭାରତୀୟ ନାଭିର ଡୋନିୟର୍ ସର୍ଭିଲାନ୍ସ ଏୟାରକ୍ରାଫ୍ଟ ଉଡ଼ାଇବାର ସୁଯୋଗ ମିଳିଛି।

Advertisment

publive-imageନେଭିର କୌଣସି ମହିଳା ପାଇଲଟ୍ ଭାବେ ପ୍ରଥମର ଥର ପାଇଁ କକ୍‌ପିଟ୍‌ରେ ବସିବାର ସୌଭାଗ୍ୟ ଅର୍ଜନ କରିଛନ୍ତି ଶିବାଙ୍ଗୀ। ଭାରତୀୟ ନାଭାଲ ଏକାଡେମୀରେ ସମସ୍ତ ଟ୍ରେନିଂ ସାରିଛନ୍ତି ଶିବାଙ୍ଗୀ । ସେ ଏଝିମେଲା ଏକାଡେମୀର ୨୭ ଏନ୍ଓସି କୋର୍ସରେ କମିଶନ୍ ହୋଇଛନ୍ତି। ଶିବାଙ୍ଗୀଙ୍କ ଘର ବିହାର ମୁଜାଫରପୁର୍ ଅଞ୍ଚଳର ।publive-image

Advertisment
Advertisment