Advertisment

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମହାମାରୀ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ପ୍ରଣବ ମୁଖାର୍ଜୀ ନିଜେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଗତ ସପ୍ତାହରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ସେଲ୍ଫ୍‌ ଆଇସୋଲେସନ୍‌‌ରେ ରହିବା ସହ କରୋନା ଟେଷ୍ଟ୍‌ କରାଇବାକୁ ‌ସେ ପରାମର୍ଶ ଦେଇଛନ୍ତି। On a visit to the hospital for a separate procedure, I have tested positive […]

ଅଦ୍ୟତନ ହୋଇଛି
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

pranab mukherjee

Advertisment

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମହାମାରୀ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ପ୍ରଣବ ମୁଖାର୍ଜୀ ନିଜେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି।

Advertisment

ଗତ ସପ୍ତାହରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ସେଲ୍ଫ୍‌ ଆଇସୋଲେସନ୍‌‌ରେ ରହିବା ସହ କରୋନା ଟେଷ୍ଟ୍‌ କରାଇବାକୁ ‌ସେ ପରାମର୍ଶ ଦେଇଛନ୍ତି।

Advertisment
Pranab Mukharjee
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ