/odishatv-khabar/media/post_attachments/uploadimage/library/16_9/16_9_0/thermal_1625342522.jpg)
thermal
ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୂଲା। ଭୁବନେଶ୍ୱରରେ ସଂକ୍ରମଣ ରୋକିବାକୁ ବ୍ୟାପକ ହେଲଥ ସ୍କ୍ରିନିଂ କରାଯିବ। ଏଥିପାଇଁ ୫୬୫ ଟି ରାପିଡ୍ ରେସପନ୍ସ ଟିମ୍ ଗଠନ କରାଯାଇଛି। ଏମାନେ ବସ୍ତି ଓ ଅନ୍ୟ ଅଞ୍ଚଳରେ ହେଲଥ ସ୍କ୍ରିନିଂ କରିବେ।
Advertisment
ସେହିପରି ହୋମ ଆଇସୋଲେସନରେ ଥିବା ସଂକ୍ରମିତଙ୍କ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ବିଏମସି। ହୋମ ଆଇସୋଲେସନରେ ଥିବା ଲୋକଙ୍କ ସହ ଭିଡିଓ ଜରିଆରେ ରୋଗୀଙ୍କୁ ପରାମର୍ଶ ଦିଆଯିବ।
କରୋନା ଲକ୍ଷଣ ଥିବା ସନ୍ଦେହ କରୁଥିଲେ ୧୯୨୯ରେ କଲ୍ କରି ସମ୍ପୂର୍ଣ୍ଣ ତଥ୍ୟ ପାଇପାରିବେ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର କୋଭିଡ୍ ଦାୟିତ୍ୱରେ ଥିବା ପାରୁଲ ପଟୁୱାରୀ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)