ss
Advertisment
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଗତ ୫ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ଥମିବାର ନାଁ ନେଉନି। ଆନ୍ଦୋଳନରତ ଡାକ୍ତରମାନେ ନିଜ ଜିଦ୍ରେ ଅଟଳ ଥିବା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସେମାନଙ୍କ ଦାବି ସମ୍ପର୍କରେ ଆଲୋଚନା କରୁନାହାନ୍ତି ।ଏହା ଭିତରେ ଆଜି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମମତା ସରକାରଙ୍କୁ ଜବାବ ତଲବ କରି ଜାରି କରିଛି ଆଡଭାଇଜରି । ସେପଟେ ଡାକ୍ତରଙ୍କୁ ଆକ୍ରମଣ ହେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/ss_1626692960.jpg)