Advertisment

ଏଥର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍ !

ନୂଆଦିଲ୍ଲୀ: ୨୦୨୧ ସାଧାରଣତନ୍ତ୍ର ଦିବସ ପାଇଁ ଉତ୍ସବ ପାଇଁ ଏଥର ଭାରତର ଅତିଥି ହେବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌। ସାଧାରଣତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଜନସନ୍‌ଙ୍କୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୭ ତାରିଖରେ ଉଭୟ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଟେଲିଫୋନିକ୍ ବର୍ତ୍ତାଳାପରେ ଜନ୍‌ସନ୍‌ଙ୍କୁ ନିମନ୍ତ୍ରଣ କରିଥିଲେ ମୋଦି।  ଜନ୍‌ସନ୍‌ ମଧ୍ୟ ଭାରତ ଆସିବାକୁ ଉତ୍ସୁକ ଥିବା ବ୍ରିଟେନ୍ ତରଫରୁ କୁହାଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ଏନେଇ କୌଣସି ସ୍ପଷ୍ଟତା […]

ଅଦ୍ୟତନ ହୋଇଛି
ଏଥର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍ !

borish-jonshon

Advertisment

ନୂଆଦିଲ୍ଲୀ: ୨୦୨୧ ସାଧାରଣତନ୍ତ୍ର ଦିବସ ପାଇଁ ଉତ୍ସବ ପାଇଁ ଏଥର ଭାରତର ଅତିଥି ହେବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌। ସାଧାରଣତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଜନସନ୍‌ଙ୍କୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Advertisment

ନଭେମ୍ବର ୨୭ ତାରିଖରେ ଉଭୟ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଟେଲିଫୋନିକ୍ ବର୍ତ୍ତାଳାପରେ ଜନ୍‌ସନ୍‌ଙ୍କୁ ନିମନ୍ତ୍ରଣ କରିଥିଲେ ମୋଦି।  ଜନ୍‌ସନ୍‌ ମଧ୍ୟ ଭାରତ ଆସିବାକୁ ଉତ୍ସୁକ ଥିବା ବ୍ରିଟେନ୍ ତରଫରୁ କୁହାଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ଏନେଇ କୌଣସି ସ୍ପଷ୍ଟତା ଦିଆଯାଇ ନାହିଁ।

ଏହି ସମ୍ପର୍କରେ ବ୍ରିଟିସ ଉଚ୍ଚାୟୁକ୍ତ ପ୍ରବକ୍ତା ନ୍ୟୁଜ୍‌ ଏଜେନ୍ସି ଏଏନ୍‌ଆଇକୁ ସୂଚନା ଦେଇ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ଏନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। କିନ୍ତୁ ଏହା ବ୍ରିଟିଶ୍ ପ୍ରଧାନମନ୍ତ୍ରୀ ବୋରିଶ୍ ଜନ୍‌ସନ୍‌ କିନ୍ତୁ ଭାରତ ଆସିବା ପାଇଁ ଇଚ୍ଛୁକ ଅଛନ୍ତି ବୋଲି ସେ ଜଣାଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ