Advertisment

ଚେନ୍ନାଇରେ ଆରମ୍ଭ ହେଲା 'କୋଭାକ୍ସିନ'ର ହ୍ୟୁମାନ୍ ଟ୍ରାଏଲ୍

ଚେନ୍ନାଇ: ଚେନ୍ନାଇରେ ଭାରତର କରୋନା ଟିକା ‘କୋଭାକ୍ସିନ’ର ପ୍ରଥମ ପର୍ଯ୍ୟାୟ ମାନବ ପରୀକ୍ଷଣ ହୋଇଛି। ଚେନ୍ନାଇ ସ୍ଥିତ ଏସଆରଏମ୍ ମେଡିକାଲ କଲେଜ ହସ୍ପିଟାଲରେ ଏହାର ପରୀକ୍ଷଣ କରାଯାଇଛି। ପୂର୍ବରୁ ଦିଲ୍ଲୀ ଏମ୍ସରେ ଏହାର ମାନବ ପରୀକ୍ଷଣ କରାଯାଇଛି। ଭାରତ ବାୟୋଟେକ୍ ଓ ICMR ମିଳିତ ପ୍ରୟାସରେ ପ୍ରସ୍ତୁତ କ୍ୟାଣ୍ଡିଡେଟ୍ ଭ୍ୟାକ୍ସିନ ‘କୋଭାକ୍ସିନ’କୁ ଦେଶର ପ୍ରଥମ ଟିକା ଭାବେ ମାନବ ପରୀକ୍ଷଣ ପାଇଁ ଅନୁମତି ମିଳିଛି। ଏହାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଦେଶର ୧୨ଟି […]

author-image
Ranjeet Kumar Jena
ଅଦ୍ୟତନ ହୋଇଛି
ରାଜ୍ୟରେ ଅଭାବ ରହିବନି ଟିକା, ମହଜୁଦ୍‌ ବାଦ୍ ପୁଣି ଆସିଲା କୋଭାକ୍ସିନ

covaxin

ଚେନ୍ନାଇ: ଚେନ୍ନାଇରେ ଭାରତର କରୋନା ଟିକା 'କୋଭାକ୍ସିନ'ର ପ୍ରଥମ ପର୍ଯ୍ୟାୟ ମାନବ ପରୀକ୍ଷଣ ହୋଇଛି। ଚେନ୍ନାଇ ସ୍ଥିତ ଏସଆରଏମ୍ ମେଡିକାଲ କଲେଜ ହସ୍ପିଟାଲରେ ଏହାର ପରୀକ୍ଷଣ କରାଯାଇଛି।

Advertisment

ପୂର୍ବରୁ ଦିଲ୍ଲୀ ଏମ୍ସରେ ଏହାର ମାନବ ପରୀକ୍ଷଣ କରାଯାଇଛି। ଭାରତ ବାୟୋଟେକ୍ ଓ ICMR ମିଳିତ ପ୍ରୟାସରେ ପ୍ରସ୍ତୁତ କ୍ୟାଣ୍ଡିଡେଟ୍ ଭ୍ୟାକ୍ସିନ 'କୋଭାକ୍ସିନ'କୁ ଦେଶର ପ୍ରଥମ ଟିକା ଭାବେ ମାନବ ପରୀକ୍ଷଣ ପାଇଁ ଅନୁମତି ମିଳିଛି।

ଏହାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଦେଶର ୧୨ଟି ସଂସ୍ଥାକୁ ଆଇସିଏମଆର ପକ୍ଷରୁ ଚୟନ କରାଯାଇଛି।

Advertisment
Advertisment
Advertisment