ଅଦ୍ୟତନ ହୋଇଛି
covaxin
Advertisment
ଚେନ୍ନାଇ: ଚେନ୍ନାଇରେ ଭାରତର କରୋନା ଟିକା 'କୋଭାକ୍ସିନ'ର ପ୍ରଥମ ପର୍ଯ୍ୟାୟ ମାନବ ପରୀକ୍ଷଣ ହୋଇଛି। ଚେନ୍ନାଇ ସ୍ଥିତ ଏସଆରଏମ୍ ମେଡିକାଲ କଲେଜ ହସ୍ପିଟାଲରେ ଏହାର ପରୀକ୍ଷଣ କରାଯାଇଛି।
Advertisment
ପୂର୍ବରୁ ଦିଲ୍ଲୀ ଏମ୍ସରେ ଏହାର ମାନବ ପରୀକ୍ଷଣ କରାଯାଇଛି। ଭାରତ ବାୟୋଟେକ୍ ଓ ICMR ମିଳିତ ପ୍ରୟାସରେ ପ୍ରସ୍ତୁତ କ୍ୟାଣ୍ଡିଡେଟ୍ ଭ୍ୟାକ୍ସିନ 'କୋଭାକ୍ସିନ'କୁ ଦେଶର ପ୍ରଥମ ଟିକା ଭାବେ ମାନବ ପରୀକ୍ଷଣ ପାଇଁ ଅନୁମତି ମିଳିଛି।
ଏହାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଦେଶର ୧୨ଟି ସଂସ୍ଥାକୁ ଆଇସିଏମଆର ପକ୍ଷରୁ ଚୟନ କରାଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/covaxin-2_1625527983.jpg)