ଅଦ୍ୟତନ ହୋଇଛି
corona updates in odisha
Advertisment
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୯୪, ୩୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୧୧୪ ଜଣଙ୍କ ମୃତ୍ୟୁ ଘଟିଛି।
Advertisment
ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮,୫୮୬ରେ ପହଞ୍ଚିଛି। ସେହିପରି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬କୁ ଛୁଇଁଛି।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍ କେସ୍-୯,୭୩,୧୭୫ ଥିବାବେଳେ ୩୭,୦୨,୫୯୫ଜଣ ସୁସ୍ଥ ହୋଇଛନ୍ତି। ୭୮,୫୮୬ଜଣଙ୍କ ମୃତ୍ୟୁ ଘଟିଛି।
Advertisment
/odishatv-khabar/media/post_attachments/wp-content/uploads/2020/09/Capture-୧୩-1.jpg)
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/coronavirus-6_1625335203.jpg)