• Astrospeak
  • Live TV
  • Read In English

୪୭ ଲକ୍ଷ ଟପିଲା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୯୪ ହଜାରରୁ ଅଧିକ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୯୪, ୩୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୧୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮,୫୮୬ରେ ପହଞ୍ଚିଛି। ସେହିପରି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬କୁ ଛୁଇଁଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍‌ କେସ୍‌-୯,୭୩,୧୭୫ ଥିବାବେଳେ ୩୭,୦୨,୫୯୫ଜଣ ସୁସ୍ଥ ହୋଇଛନ୍ତି। ୭୮,୫୮୬ଜଣଙ୍କ ମୃତ୍ୟୁ ଘଟିଛି।

corona updates in odisha
corona updates in odisha

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୯୪, ୩୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୧୧୪ ଜଣଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮,୫୮୬ରେ ପହଞ୍ଚିଛି। ସେହିପରି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬କୁ ଛୁଇଁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍‌ କେସ୍‌-୯,୭୩,୧୭୫ ଥିବାବେଳେ ୩୭,୦୨,୫୯୫ଜଣ ସୁସ୍ଥ ହୋଇଛନ୍ତି। ୭୮,୫୮୬ଜଣଙ୍କ ମୃତ୍ୟୁ ଘଟିଛି।