Advertisment

ରାଜ୍ୟପାଳଙ୍କୁ ବିଧାନସଭା ମନା!

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗରେ ରାଜ୍ୟପାଳ ଜଗଦୀପ ଧନଖର ଓ ମମତା ବାନାର୍ଜୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି।  ଆଜି ବିଧାନସଭା ପରିସରକୁ ପ୍ରବେଶ କରୁଥିବାବେଳେ ତାଙ୍କ ପାଇଁ ଫାଟକ ବନ୍ଦ କରାଯାଇଥିଲା । ରାଜ୍ୟପାଳ ଓ ଅନ୍ୟ ଭିଭିଆଇପିମାନଙ୍କ ପାଇଁ ଉଦ୍ଦିଷ୍ଟ ଗେଟ୍ ବନ୍ଦ ରହିଥିବାରୁ ସେ ଅନ୍ୟ ଗେଟରେ ବିଧାନସଭା ଭିତରକୁ ପ୍ରବେଶ କରିଥିଲେ। ଫାଟକ ବନ୍ଦ ରହିଥିବାରୁ ରାଜ୍ୟପାଳ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏପରିକି ଫାଟକ ବନ୍ଦକୁ ନେଇ ସେ ପ୍ରଶ୍ନ […]

ରାଜ୍ୟପାଳଙ୍କୁ ବିଧାନସଭା ମନା!

president

Advertisment

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗରେ ରାଜ୍ୟପାଳ ଜଗଦୀପ ଧନଖର ଓ ମମତା ବାନାର୍ଜୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି।  ଆଜି ବିଧାନସଭା ପରିସରକୁ ପ୍ରବେଶ କରୁଥିବାବେଳେ ତାଙ୍କ ପାଇଁ ଫାଟକ ବନ୍ଦ କରାଯାଇଥିଲା । ରାଜ୍ୟପାଳ ଓ ଅନ୍ୟ ଭିଭିଆଇପିମାନଙ୍କ ପାଇଁ ଉଦ୍ଦିଷ୍ଟ ଗେଟ୍ ବନ୍ଦ ରହିଥିବାରୁ ସେ ଅନ୍ୟ ଗେଟରେ ବିଧାନସଭା ଭିତରକୁ ପ୍ରବେଶ କରିଥିଲେ।

Advertisment

ଫାଟକ ବନ୍ଦ ରହିଥିବାରୁ ରାଜ୍ୟପାଳ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏପରିକି ଫାଟକ ବନ୍ଦକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ବିଧାନସଭାର ସଚିବାଳୟ ବର୍ଷ ସାରା ଖୋଲା ରହିବା କଥା ବୋଲି ସେ କହିଛନ୍ତି।   ବିଧାନସଭା ଅଧିବେଶନ ବନ୍ଦ ବେଳେ ଏହା ବନ୍ଦ ହେବା କଥା ନୁହେଁ ବୋଲି ରାଜ୍ୟପାଳ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ