Advertisment

ଜାତିସଂଘରେ ଭାରତର ବିଜୟ: ନାର୍କୋଟିକ୍ସ ବୋର୍ଡକୁ ନିର୍ବାଚିତ ହେଲେ ଭାରତର ଜଗଜିତ୍‌ ପଭଡିଆ

ଜାତିସଂଘ: ଚାଇନାର ପ୍ରାର୍ଥୀଙ୍କୁ ବହୁ ବ୍ୟବଧାନରେ ହରାଇ ପୁଣି ଥର ପାଞ୍ଚ ବର୍ଷ ପାଇଁ ଅନ୍ତର୍ଜାତୀୟ ନାର୍କୋଟିକ୍ସ କଣ୍ଟ୍ରୋଲ ବୋର୍ଡକୁ ନିର୍ବାଚିତ ହୋଇଛନ୍ତି ଭାରତର ଜଗଜିତ ପଭଡିଆ। ଜାତିସଂଘର ଅର୍ଥନୀତି ଏବଂ ସାମାଜିକ ପରିଷଦ ଦ୍ୱାରା ଏହି ନିର୍ବାଚନ ହୋଇଥିଲା। ମୋଟ ୫୪ ସଦସ୍ୟଙ୍କ ମଧ୍ୟରୁ ୧୫ ଜଣ ନାରକୋଟିକ୍ସ କଣ୍ଟ୍ରୋଲ ବୋର୍ଡର ସଦସ୍ୟ ପାଇଁ ପ୍ରାର୍ଥୀ ହୋଇଥିଲେ। ତେବେ ପ୍ରଥମ ପର୍ଯ୍ୟାୟରେ ଜଗଜିତଙ୍କ ସପକ୍ଷରେ ସର୍ବଧିକ ୪୪ଟି ଭୋଟ ପଡ଼ିଥିଲା। ସେହିପରି ଚାଇନାର ହାଓ ଓ୍ୱେଇଙ୍କ […]

ଜାତିସଂଘରେ ଭାରତର ବିଜୟ: ନାର୍କୋଟିକ୍ସ ବୋର୍ଡକୁ ନିର୍ବାଚିତ ହେଲେ ଭାରତର ଜଗଜିତ୍‌ ପଭଡିଆ

jagjit

Advertisment

ଜାତିସଂଘ: ଚାଇନାର ପ୍ରାର୍ଥୀଙ୍କୁ ବହୁ ବ୍ୟବଧାନରେ ହରାଇ ପୁଣି ଥର ପାଞ୍ଚ ବର୍ଷ ପାଇଁ ଅନ୍ତର୍ଜାତୀୟ ନାର୍କୋଟିକ୍ସ କଣ୍ଟ୍ରୋଲ ବୋର୍ଡକୁ ନିର୍ବାଚିତ ହୋଇଛନ୍ତି ଭାରତର ଜଗଜିତ ପଭଡିଆ। ଜାତିସଂଘର ଅର୍ଥନୀତି ଏବଂ ସାମାଜିକ ପରିଷଦ ଦ୍ୱାରା ଏହି ନିର୍ବାଚନ ହୋଇଥିଲା।

Advertisment

ମୋଟ ୫୪ ସଦସ୍ୟଙ୍କ ମଧ୍ୟରୁ ୧୫ ଜଣ ନାରକୋଟିକ୍ସ କଣ୍ଟ୍ରୋଲ ବୋର୍ଡର ସଦସ୍ୟ ପାଇଁ ପ୍ରାର୍ଥୀ ହୋଇଥିଲେ। ତେବେ ପ୍ରଥମ ପର୍ଯ୍ୟାୟରେ ଜଗଜିତଙ୍କ ସପକ୍ଷରେ ସର୍ବଧିକ ୪୪ଟି ଭୋଟ ପଡ଼ିଥିଲା। ସେହିପରି ଚାଇନାର ହାଓ ଓ୍ୱେଇଙ୍କ ସପକ୍ଷରେ ପ୍ରଥମ ପର୍ଯ୍ୟାୟରେ ୨୨ଟି ଭୋଟ ପଡ଼ିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୧୯ଟି ଭୋଟ ପଡିଥିଲା। ତେବେ ଜିତିବା ପାଇଁ ଆବଶ୍ୟକ ୨୮ଟି ଭୋଟ  ଭାରତର ପ୍ରାର୍ଥୀ ପ୍ରଥମ ପର୍ଯ୍ୟାୟରେ ପାଇ ସାରିଥିଲେ। ଫଳରେ ଜଗଜିତ ପଭଡିଆ ନାର୍କୋଟିକ୍ସ କଣ୍ଟ୍ରୋଲ ବୋର୍ଡର ୫ ଜଣିଆ ସଦସ୍ୟଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି।

Land Rights
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ