Advertisment

ପ୍ରଥମ ଲୋକପାଳ ଭାବେ ଶପଥ ନେଲେ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷ

ନୂଆଦିଲ୍ଲୀ: ଦେଶର ପ୍ରଥମ ଲୋକପାଳ ଭାବେ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଜଷ୍ଟିସ୍‌ ଘୋଷଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମେତ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଉପସ୍ଥିତ ଥିଲେ। ଗତ ୧୯ ତାରିଖରେ ତାଙ୍କୁ ନିଯୁକ୍ତି ମିଳିଥିଲା। ସେ ପୂର୍ବରୁ […]

ପ୍ରଥମ ଲୋକପାଳ ଭାବେ ଶପଥ ନେଲେ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷ

oath

Advertisment

ନୂଆଦିଲ୍ଲୀ: ଦେଶର ପ୍ରଥମ ଲୋକପାଳ ଭାବେ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଜଷ୍ଟିସ୍‌ ଘୋଷଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Advertisment

ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମେତ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଉପସ୍ଥିତ ଥିଲେ।

ଗତ ୧୯ ତାରିଖରେ ତାଙ୍କୁ ନିଯୁକ୍ତି ମିଳିଥିଲା। ସେ ପୂର୍ବରୁ ସୁପ୍ରିମକୋର୍ଟର ବିଚାରପତି ଓ ଜାତୀୟ ମାନବାଧିକାର କମିଶନର ଅଧ୍ୟକ୍ଷ ଦାୟିତ୍ୱ ତୁଲାଇ ସାରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ