Advertisment

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟାଙ୍କୁ କରୋନା

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ କ୍ୱାରେଣ୍ଟିନ୍‌ରେ ରହିବାକୁ ପରାମର୍ଶ ଦେଇଛନ୍ତି ସିଦ୍ଦରମୈୟା। ସେ ଟ୍ୱିଟ୍ କରି ଲେଖିଛନ୍ତି “ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ କରୋନା ସତର୍କତା ପାଇଁ ଡାକ୍ତରଖାନାରେ ମଧ୍ୟ ଆଡ୍‌ମିସନ ହୋଇଛି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ଶରୀରରେ […]

ଅଦ୍ୟତନ ହୋଇଛି
କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟାଙ୍କୁ କରୋନା

karnataka-cm

Advertisment

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ କ୍ୱାରେଣ୍ଟିନ୍‌ରେ ରହିବାକୁ ପରାମର୍ଶ ଦେଇଛନ୍ତି ସିଦ୍ଦରମୈୟା।

Advertisment

ସେ ଟ୍ୱିଟ୍ କରି ଲେଖିଛନ୍ତି “ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ କରୋନା ସତର୍କତା ପାଇଁ ଡାକ୍ତରଖାନାରେ ମଧ୍ୟ ଆଡ୍‌ମିସନ ହୋଇଛି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ଶରୀରରେ ଦେଖା ଦେଉଥିବା ଲକ୍ଷଣକୁ ଅନୁଧ୍ୟାନ କରିବା ସହିତ ନିଜେ କ୍ୱାରେଣ୍ଟିନ୍‌ରେ ରହୁନ୍ତୁ।”

ସୂଚନାଥାଉ କି, ଗତ ୨ ତାରିଖ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କରୋନା ଆକ୍ରାନ୍ତ ହୋଇଥିଲେ। ଏ ନେଇ ନିଜେ ଗୃହମନ୍ତ୍ରୀ ଟ୍ୱିଟ୍‌ କରି ସୂଚନା ଦେଇଥିଲେ । ପ୍ରାରମ୍ଭିକ ଲକ୍ଷଣ ଦେଖା ଯିବା ପରେ ଶାହ ନିଜର ଟେଷ୍ଟ କରାଇଥିଲେ। ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଟ୍ୱିଟ୍‌ରେ ସୂଚନା ଦେଇଥିଲେ ।

Advertisment

ତାଙ୍କୁ ଚିକିତ୍ସା ପାଇଁ ଗୁରୁଗ୍ରାମର ମେଦାନ୍ତ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ