Advertisment

ଅକ୍ଷୟଙ୍କ ସହ ମୋଦିଙ୍କ ମନ ଖୋଲା କଥା

ନୂଆଦିଲ୍ଲୀ: ବଲିଉଡ୍‌ର ଖିଲାଡି ଅକ୍ଷୟ କୁମାରଙ୍କ ସହ ମନ ଖୋଲା କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଅକ୍ଷୟଙ୍କ ସହ ଏକ ଅଣରାଜନୈତିକ ଆଲୋଚନା କରି ନିଜ ବ୍ୟକ୍ତିଗତ ଜୀବନର ଅନେକ ଅନୁଭୂତି ଏବଂ ତଥ୍ୟ ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ ହୋଇ ନ ଥିଲେ କ’ଣ ହୋଇଥାନ୍ତେ, କାହା ସହ ତାଙ୍କର ବନ୍ଧୁତା ରହିଛି ଭଳି ନିଜ ବ୍ୟକ୍ତିଗତ ଜୀବନଶୈଳୀର ଅନେକ ରୋଚକପୂର୍ଣ୍ଣ କଥା କହିଛନ୍ତି ମୋଦି।

author-image
Rajalaxmi Sahoo
ଅକ୍ଷୟଙ୍କ ସହ ମୋଦିଙ୍କ ମନ ଖୋଲା କଥା

modi

ନୂଆଦିଲ୍ଲୀ: ବଲିଉଡ୍‌ର ଖିଲାଡି ଅକ୍ଷୟ କୁମାରଙ୍କ ସହ ମନ ଖୋଲା କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଅକ୍ଷୟଙ୍କ ସହ ଏକ ଅଣରାଜନୈତିକ ଆଲୋଚନା କରି ନିଜ ବ୍ୟକ୍ତିଗତ ଜୀବନର ଅନେକ ଅନୁଭୂତି ଏବଂ ତଥ୍ୟ ବାଣ୍ଟିଛନ୍ତି।

Advertisment

ପ୍ରଧାନମନ୍ତ୍ରୀ ହୋଇ ନ ଥିଲେ କ’ଣ ହୋଇଥାନ୍ତେ, କାହା ସହ ତାଙ୍କର ବନ୍ଧୁତା ରହିଛି ଭଳି ନିଜ ବ୍ୟକ୍ତିଗତ ଜୀବନଶୈଳୀର ଅନେକ ରୋଚକପୂର୍ଣ୍ଣ କଥା କହିଛନ୍ତି ମୋଦି।

Advertisment
Advertisment