Advertisment

କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ: ଗତକାଲି ମଧ୍ୟରାତ୍ରରେ ୨୦୧୯ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଦଳ ୨୭ଜଣ ପ୍ରାର୍ଥୀଙ୍କ ନା ଘୋଷଣା କରିଛି। ଅରୁଣାଚଳ ପ୍ରଦେଶର ୨, ଛତିଶଗଡ଼ର ୫, ଉତ୍ତରପ୍ରଦେଶ ୭, କେରଳର ୧୨ଟି ଆସନ ସମେତ ଆଣ୍ଡାମାନ ନିକୋବର ଦ୍ୱୀପରୁ ଜଣେ ପ୍ରାର୍ଥୀଙ୍କ ନା ଦଳ ଘୋଷଣା କରିଛି। ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କେରଳର ତ୍ରିବେନ୍ଦ୍ରମ ଲୋକସଭା ଆସନରୁ ନିର୍ବାଚନ ଲଢ଼ିବାକୁ ଥିବା ବେଳେ […]

କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

rahul gandhi

Advertisment

ନୂଆଦିଲ୍ଲୀ: ଗତକାଲି ମଧ୍ୟରାତ୍ରରେ ୨୦୧୯ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଦଳ ୨୭ଜଣ ପ୍ରାର୍ଥୀଙ୍କ ନା ଘୋଷଣା କରିଛି। ଅରୁଣାଚଳ ପ୍ରଦେଶର ୨, ଛତିଶଗଡ଼ର ୫, ଉତ୍ତରପ୍ରଦେଶ ୭, କେରଳର ୧୨ଟି ଆସନ ସମେତ ଆଣ୍ଡାମାନ ନିକୋବର ଦ୍ୱୀପରୁ ଜଣେ ପ୍ରାର୍ଥୀଙ୍କ ନା ଦଳ ଘୋଷଣା କରିଛି।

Advertisment

ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କେରଳର ତ୍ରିବେନ୍ଦ୍ରମ ଲୋକସଭା ଆସନରୁ ନିର୍ବାଚନ ଲଢ଼ିବାକୁ ଥିବା ବେଳେ ଅରୁଣାଚଳ ପ୍ରଦେଶର ଅରୁଣାଚଳ ୱେଷ୍ଟରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବାମ ତୁକି  ନିର୍ବାଚନ ଲଢ଼ିବେ।

ସେହିପରି ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଖୁବ୍ ଶୀଘ୍ର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯିବ। ପ୍ରାର୍ଥୀ ଚୟନ ନେଇ ଦିଲ୍ଲୀରେ ଗତକାଲି କଂଗ୍ରେସର CEC ବୈଠକ ବସିଥିଲା। ପୂର୍ବରୁ AICC ସ୍କ୍ରିନିଂ କମିଟିରେ ଯେଉଁ ପ୍ରାର୍ଥୀ ତାଲିକା ପ୍ରସ୍ତୁତ ହୋଇଥିଲା ସେ ନେଇ ତର୍ଜମା କରାଯାଇଥିବା ଜଣାପଡ଼ିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ