Advertisment

ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଇମ୍ଫାଲ: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ୍‌ ସିଂହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏ ନେଇ ସେ ଲେଖିଛନ୍ତି “ ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଆଇସୋଲେସନରେ ରୁହନ୍ତୁ।” I have tested positive for COVID-19. I request all those who came in close contact with […]

author-image
Abinash Pati
ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ କରୋନା

birn-sing

ଇମ୍ଫାଲ: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ୍‌ ସିଂହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

Advertisment

ଏ ନେଇ ସେ ଲେଖିଛନ୍ତି “ ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଆଇସୋଲେସନରେ ରୁହନ୍ତୁ।”

Advertisment

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟକ ସୂଚନା ଅନୁସାରେ, ଏପର୍ଯ୍ୟନ୍ତ ରାଜ୍ୟରେ ୨୧,୬୩୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୮,୩୩୪ ସୁସ୍ଥ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨୧୮ ରହିଛି।

Advertisment
Advertisment