Advertisment

ପରିବାରବାଦ ରାଜନୀତିର ଆଉ ଫର୍ଦ୍ଦେ ଯୋଡିଲେ ମାୟାବତୀ

ଲକ୍ଷ୍ନୌ: ଦଳିତଙ୍କ ଅଧିକାରକୁ ନେଇ ରାଜନୀତି କରୁଥିବା ବିଏସ୍‌ପି ମୁଖ୍ୟ ମାୟାବତୀ ଆଜି ତାଙ୍କ ଭାଇ ଏବଂ ପୁତୁରାଙ୍କୁ ଦଳରେ ବଡ଼ ଦାୟିତ୍ୱ ସମର୍ପିଛନ୍ତି। ସେ ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଦାୟିତ୍ୱ ଦେଇଛନ୍ତି। ଅନ୍ୟପକ୍ଷରେ ପୁତୁରା ଆକାଶ ଆନନ୍ଦଙ୍କୁ ଜାତୀୟ ସଂଯୋଜକ ପଦ ଦେଇଛନ୍ତି। ତା’ ଛଡ଼ା ସେ ଅନ୍ୟ କିଛି ଦଳୀୟ ପଦବୀରେ ପରିବର୍ତ୍ତନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅମ୍ରୋହା ସାଂସଦ ଦାନିଶ ଅଲ୍ଲୀଙ୍କୁ ଲୋକସଭାରେ ଦଳର ନେତା ଏବଂ […]

author-image
Mihir Pattnayak
ପରିବାରବାଦ ରାଜନୀତିର ଆଉ ଫର୍ଦ୍ଦେ ଯୋଡିଲେ ମାୟାବତୀ

mayabati

ଲକ୍ଷ୍ନୌ: ଦଳିତଙ୍କ ଅଧିକାରକୁ ନେଇ ରାଜନୀତି କରୁଥିବା ବିଏସ୍‌ପି ମୁଖ୍ୟ ମାୟାବତୀ ଆଜି ତାଙ୍କ ଭାଇ ଏବଂ ପୁତୁରାଙ୍କୁ ଦଳରେ ବଡ଼ ଦାୟିତ୍ୱ ସମର୍ପିଛନ୍ତି। ସେ ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଦାୟିତ୍ୱ ଦେଇଛନ୍ତି। ଅନ୍ୟପକ୍ଷରେ ପୁତୁରା ଆକାଶ ଆନନ୍ଦଙ୍କୁ ଜାତୀୟ ସଂଯୋଜକ ପଦ ଦେଇଛନ୍ତି।

Advertisment

ତା’ ଛଡ଼ା ସେ ଅନ୍ୟ କିଛି ଦଳୀୟ ପଦବୀରେ ପରିବର୍ତ୍ତନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅମ୍ରୋହା ସାଂସଦ ଦାନିଶ ଅଲ୍ଲୀଙ୍କୁ ଲୋକସଭାରେ ଦଳର ନେତା ଏବଂ ନାଗିନା ଏମ୍‌ପି ଗିରିଶ ଚନ୍ଦ୍ରଙ୍କୁ ଦଳର ମୁଖ୍ୟ ସଚେତକ ନିଯୁକ୍ତି ଦିଆଯାଇଛି।

ଆଜି ଦଳର ବହୁ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକରେ ସେ ଏହି ଘୋଷଣା କରିଛନ୍ତି।

Advertisment
Left Top
Advertisment
Advertisment