carsh
Advertisment
ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଅତ୍ୟାଧୁନିକ ଲଢୁଆ ବିମାନ ମିଗ୍ ୨୭ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ରାଜସ୍ଥାନର ଯୋଧପୁରରୁ ନିୟମିତ ଉଡ଼ାଣ ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
Advertisment
ସିରୋହି ଜିଲ୍ଲାରେ ବିମାନର ଧ୍ୱଂସାବଶେଷ ଠାବ କରାଯାଇଛି। ଦୁର୍ଘଟଣାର କାରଣ ସମ୍ପର୍କରେ ଜଣାପଡ଼ିନାହିଁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/aeroplane-12_1626759573.jpg)