Advertisment

ନିର୍ଭୟା ଦୋଷୀଙ୍କୁ ମିଳିବ ଫାଶି !

ନୂଆଦିଲ୍ଲୀ : ନିର୍ଭୟା ଦୋଷୀଙ୍କୁ ମିଳିବ ଫାଶି। ନିର୍ଭୟା କାଣ୍ଡରେ ଦୋଷୀଙ୍କୁ ଫାଶି ମିଳିବା ସ୍ପଷ୍ଟ ହୋଇଛି। ଦୋଷୀଙ୍କ କ୍ଷମା ଆବେଦନକୁ ଖାରଜ କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ଆବେଦନ ଖାରଜ ସହ ରାଷ୍ଟ୍ରପତିଙ୍କ ପାଖକୁ ଫେରାଇଲା ଫାଇଲ। ସୁପ୍ରିମକୋର୍ଟରେ ଦଣ୍ଡ କାଏମ ପରେ ରାଜକ୍ଷମା ଆବେଦନ କରାଯାଇଥିଲା। ରାଷ୍ଟ୍ରପତିଙ୍କ ପାଖରେ ରାଜକ୍ଷମା ଆବେଦନ କରିଥିଲେ ଦୋଷୀ। ରାଜକ୍ଷମା ଆବେଦନକୁ ଗୃହ ମନ୍ତ୍ରାଳୟକୁ ପଠାଇଥିଲେ ରାଷ୍ଟ୍ରପତି।

author-image
Pradesh Pratyush
ନିର୍ଭୟା ଦୋଷୀଙ୍କୁ ମିଳିବ ଫାଶି !

nirbhaya--

ନୂଆଦିଲ୍ଲୀ : ନିର୍ଭୟା ଦୋଷୀଙ୍କୁ ମିଳିବ ଫାଶି। ନିର୍ଭୟା କାଣ୍ଡରେ ଦୋଷୀଙ୍କୁ ଫାଶି ମିଳିବା ସ୍ପଷ୍ଟ ହୋଇଛି। ଦୋଷୀଙ୍କ କ୍ଷମା ଆବେଦନକୁ ଖାରଜ କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ଆବେଦନ ଖାରଜ ସହ ରାଷ୍ଟ୍ରପତିଙ୍କ ପାଖକୁ ଫେରାଇଲା ଫାଇଲ।

Advertisment

ସୁପ୍ରିମକୋର୍ଟରେ ଦଣ୍ଡ କାଏମ ପରେ ରାଜକ୍ଷମା ଆବେଦନ କରାଯାଇଥିଲା। ରାଷ୍ଟ୍ରପତିଙ୍କ ପାଖରେ ରାଜକ୍ଷମା ଆବେଦନ କରିଥିଲେ ଦୋଷୀ। ରାଜକ୍ଷମା ଆବେଦନକୁ ଗୃହ ମନ୍ତ୍ରାଳୟକୁ ପଠାଇଥିଲେ ରାଷ୍ଟ୍ରପତି।

Advertisment
Advertisment