Advertisment

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ

ନୂଆଦିଲ୍ଲୀ :  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ। ସାରା ଦେଶରେ ମୋଦିଙ୍କ ଜନ୍ମଦିନ ପାଳନ କରାଯାଉଛି। ବିଜେପି ପକ୍ଷରୁ ଏହି ସପ୍ତାହରୁ ସେବା ସପ୍ତାହ ଭାବେ ପାଳନ କରାଯାଉଛି। ଅନ୍ୟପଟେ ଆଜି ପ୍ରଧାନମନ୍ତ୍ରୀ ନିଜ ଘର ଗୁଜରାଟ ଅହମ୍ମଦାବାଦ ଯିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ମାଆ ହୀରାବେନଙ୍କ ଠାରୁ ଆଶୀର୍ବାଦ ନେବେ। ତାପରେ ନର୍ମଦା ଜିଲ୍ଲାର କାଭାଡିଆ ଯାଇ ସେଠାରେ ଏକ ରାଲିରେ ସମ୍ବୋଧନ କରିବେ। ଏଥିସହ ସର୍ଦ୍ଦାର ସରୋବର […]

author-image
Pradesh Pratyush
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ

modi3

ନୂଆଦିଲ୍ଲୀ :  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ। ସାରା ଦେଶରେ ମୋଦିଙ୍କ ଜନ୍ମଦିନ ପାଳନ କରାଯାଉଛି। ବିଜେପି ପକ୍ଷରୁ ଏହି ସପ୍ତାହରୁ ସେବା ସପ୍ତାହ ଭାବେ ପାଳନ କରାଯାଉଛି।

Advertisment

publive-imageଅନ୍ୟପଟେ ଆଜି ପ୍ରଧାନମନ୍ତ୍ରୀ ନିଜ ଘର ଗୁଜରାଟ ଅହମ୍ମଦାବାଦ ଯିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ମାଆ ହୀରାବେନଙ୍କ ଠାରୁ ଆଶୀର୍ବାଦ ନେବେ। ତାପରେ ନର୍ମଦା ଜିଲ୍ଲାର କାଭାଡିଆ ଯାଇ ସେଠାରେ ଏକ ରାଲିରେ ସମ୍ବୋଧନ କରିବେ। ଏଥିସହ ସର୍ଦ୍ଦାର ସରୋବର ଡ୍ୟାମର ଏକ ପ୍ରକଳ୍ପର ବି ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ଏପଟେ ସୁରତରେ ବି ମଧ୍ୟ ଗତକାଲି ବଡଧରଣର ଆୟୋଜନ କରାଯାଇଥିଲା। କେକ୍ କଟାଯିବା ସହ ଆତସବାଜିର ଆୟୋଜନ ହୋଇଥିଲା। ପ୍ରାୟ ୭୦କେଜି ଓଜନର କେକ୍‌କୁ ଗରିବ ପିଲାମାନେ କାଟି ମୋଦିଙ୍କ ଜନ୍ମଦିନ ପାଳନ କରିଥିଲେ। ୧୯୫୦ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ନରେନ୍ଦ୍ର ମୋଦି।

Advertisment

Advertisment
Advertisment