/odishatv-khabar/media/post_attachments/uploadimage/library/16_9/16_9_0/mo_1626852054.jpg)
mo
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାର ନାଥ ମନ୍ଦିର ଦର୍ଶନ କରିଛନ୍ତି। ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଧାନମନ୍ତ୍ରୀ କେଦାରନାଥରେ ପହଞ୍ଚିବା ପରେ ମନ୍ଦିର ଚାରିପାଖରେ ପରିକ୍ରମା କରିଥିଲେ । ଏହାପରେ ମନ୍ଦିର ଭିତରକୁ ଯାଇ ପୂଜା କରିଥିଲେ । କେଦାରନାଥ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ବଦ୍ରିନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ମନୁମତି ମିଳିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)