Advertisment

କେଦାରନାଥଙ୍କ ଶରଣରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାର ନାଥ ମନ୍ଦିର ଦର୍ଶନ କରିଛନ୍ତି।  ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଧାନମନ୍ତ୍ରୀ କେଦାରନାଥରେ ପହଞ୍ଚିବା ପରେ ମନ୍ଦିର ଚାରିପାଖରେ ପରିକ୍ରମା କରିଥିଲେ । ଏହାପରେ ମନ୍ଦିର ଭିତରକୁ ଯାଇ ପୂଜା କରିଥିଲେ । କେଦାରନାଥ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ବଦ୍ରିନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ […]

କେଦାରନାଥଙ୍କ ଶରଣରେ ପ୍ରଧାନମନ୍ତ୍ରୀ

mo

Advertisment

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାର ନାଥ ମନ୍ଦିର ଦର୍ଶନ କରିଛନ୍ତି।  ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଧାନମନ୍ତ୍ରୀ କେଦାରନାଥରେ ପହଞ୍ଚିବା ପରେ ମନ୍ଦିର ଚାରିପାଖରେ ପରିକ୍ରମା କରିଥିଲେ । ଏହାପରେ ମନ୍ଦିର ଭିତରକୁ ଯାଇ ପୂଜା କରିଥିଲେ । କେଦାରନାଥ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ବଦ୍ରିନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ମନୁମତି ମିଳିଛି।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ