Advertisment

ଭୋଟ୍‌ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମଦାବାଦ: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦ ସ୍ଥିତ ଏକ ମତଦାନ କେନ୍ଦ୍ରରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସକାଳେ ମୋଦି ନିଜ ଘରକୁ ଯାଇ ମା’ ହୀରାବେନ୍‌ଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ। ଏହାପରେ ମତଦାନ କେନ୍ଦ୍ରକୁ ଆସି ଭୋଟ୍ ଦେଇଥିଲେ। ଭୋଟ୍ ଦେବା ପରେ […]

ଭୋଟ୍‌ ଦେଲେ ପ୍ରଧାନମନ୍ତ୍ରୀ ମୋଦି

pm-modi-11

Advertisment

ଅହମଦାବାଦ: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।

Advertisment

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦ ସ୍ଥିତ ଏକ ମତଦାନ କେନ୍ଦ୍ରରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସକାଳେ ମୋଦି ନିଜ ଘରକୁ ଯାଇ ମା’ ହୀରାବେନ୍‌ଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ। ଏହାପରେ ମତଦାନ କେନ୍ଦ୍ରକୁ ଆସି ଭୋଟ୍ ଦେଇଥିଲେ।

publive-image

ଭୋଟ୍ ଦେବା ପରେ ମତଦାନ ବାହାରେ ଭୋଟରମାନଙ୍କୁ ପ୍ରଧାନମନ୍ତ୍ରୀ ଉତ୍ସାହିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, କୁମ୍ଭ ମେଳାରେ ସାହି ସ୍ନାନ କରିବା ଭଳି ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ଭୋଟ୍‌ ଦେବା ଏକ ପୂଣ୍ୟ କାମ। ଏଥିସହ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଭୋଟ୍‌ ଦେବାକୁ ଅନୁରୋଧ କରିଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ