Advertisment

୧୧ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ: ଆସନ୍ତା ୧୧ ତାରିଖରେ ମଣିପୁରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମତଦାନକୁ ସୁରୁଖୁରୁରେ କରିବା ପାଇଁ ପୋଲିଂ ପାର୍ଟିକୁ ବିଭିନ୍ନ ଅଞ୍ଚଳକୁ ପଠାଯାଇଛି। ଦୁର୍ଗମ ଅଞ୍ଚଳକୁ ପୋଲିଂ ପାର୍ଟିକୁ ପଠାଇବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ନିର୍ବାଚନ ବେଳେ କୌଣସି ପ୍ରକାର ପ୍ରଲୋଭନ ଦ୍ୱାରା ପ୍ରଭାବିତ ନହୋଇ ନିର୍ବାଚନ ପରିଚାଳନା କରିବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମତଦାନକୁ ଶୃଙ୍ଖଳିତ କରିବାପାଇଁ କଡ଼ା […]

୧୧ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

manipur

Advertisment

ନୂଆଦିଲ୍ଲୀ: ଆସନ୍ତା ୧୧ ତାରିଖରେ ମଣିପୁରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Advertisment

ମତଦାନକୁ ସୁରୁଖୁରୁରେ କରିବା ପାଇଁ ପୋଲିଂ ପାର୍ଟିକୁ ବିଭିନ୍ନ ଅଞ୍ଚଳକୁ ପଠାଯାଇଛି। ଦୁର୍ଗମ ଅଞ୍ଚଳକୁ ପୋଲିଂ ପାର୍ଟିକୁ ପଠାଇବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ନିର୍ବାଚନ ବେଳେ କୌଣସି ପ୍ରକାର ପ୍ରଲୋଭନ ଦ୍ୱାରା ପ୍ରଭାବିତ ନହୋଇ ନିର୍ବାଚନ ପରିଚାଳନା କରିବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ମତଦାନକୁ ଶୃଙ୍ଖଳିତ କରିବାପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ବାୟୁସେନା ପକ୍ଷରୁ ଏକ ହେଲିକପ୍ଟର ମଧ୍ୟ ପ୍ରସ୍ତୁତ ରଖାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ