Advertisment

ଥମୁନି ମରାଠା ଆନ୍ଦୋଳନ

ମୁମ୍ବାଇ: ତେଜୁଛି ମରାଠା ସଂରକ୍ଷଣର ଆନ୍ଦୋଳନ। ମରାଠା କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଜେଲ୍ ଭରୋ ଆନ୍ଦୋଳନ ଡାକରା ଦିଆଯାଇଛି। ଏଥିପାଇଁ ମୁମ୍ବାଇର ଆଜାଦ୍‌ ମଇଦାନରେ ପ୍ରତିବାଦ ସଭାର ଡାକରା ଦିଆଯାଇଛି। ମରାଠାମାନଙ୍କୁ ସଂରକ୍ଷଣ ସହ ବିକ୍ଷୋଭକାରୀଙ୍କ ବିରୋଧରେ ହୋଇଥିବା ମାମଲାର ପ୍ରତ୍ୟାହାର ପାଇଁ ସେମାନେ ଦାବି କରୁଛନ୍ତି। ଏଥିସହ ଜୁଲାଇ ୨୫ରେ ହୋଇଥିବା ପ୍ରତିବାଦ ବେଳେ ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ଚାଳନାର ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ପାଇଁ ସେମାନେ ଅଡ଼ି ବସିଛନ୍ତି। ସେପଟେ ଦାବି ପୂରଣ […]

ଥମୁନି ମରାଠା ଆନ୍ଦୋଳନ

maratha

Advertisment

ମୁମ୍ବାଇ: ତେଜୁଛି ମରାଠା ସଂରକ୍ଷଣର ଆନ୍ଦୋଳନ। ମରାଠା କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଜେଲ୍ ଭରୋ ଆନ୍ଦୋଳନ ଡାକରା ଦିଆଯାଇଛି। ଏଥିପାଇଁ ମୁମ୍ବାଇର ଆଜାଦ୍‌ ମଇଦାନରେ ପ୍ରତିବାଦ ସଭାର ଡାକରା ଦିଆଯାଇଛି।

Advertisment

ମରାଠାମାନଙ୍କୁ ସଂରକ୍ଷଣ ସହ ବିକ୍ଷୋଭକାରୀଙ୍କ ବିରୋଧରେ ହୋଇଥିବା ମାମଲାର ପ୍ରତ୍ୟାହାର ପାଇଁ ସେମାନେ ଦାବି କରୁଛନ୍ତି। ଏଥିସହ ଜୁଲାଇ ୨୫ରେ ହୋଇଥିବା ପ୍ରତିବାଦ ବେଳେ ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ଚାଳନାର ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ପାଇଁ ସେମାନେ ଅଡ଼ି ବସିଛନ୍ତି। ସେପଟେ ଦାବି ପୂରଣ ପାଇଁ ଜଣଙ୍କ ପରେ ଜଣେ ଆତ୍ମହତ୍ୟା କରୁଥିବା ନଜରକୁ ଆସିଛି। ଗତକାଲି ଆଉଜଣେ ଆତ୍ମହତ୍ୟା କରିଥିଲେ। ବର୍ତ୍ତମାନ ସୁଦ୍ଧା ଦାବି ପୂରଣ ପାଇଁ ବିଭିନ୍ନ ସ୍ଥାନରେ ୫ଜଣ ଜୀବନ ହାରିଲେଣି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ