/odishatv-khabar/media/post_attachments/uploadimage/library/16_9/16_9_0/rahul-up_1626760170.jpg)
rahul-up
ନୂଆଦିଲ୍ଲୀ : ବିଜେପି ନେତୃତ୍ୱାଧିନ ସରକାରଙ୍କୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଟାର୍ଗେଟ୍। ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧି। ବିମୁଦ୍ରାକରଣ, ରାଫେଲ ଡିଲ୍ ପ୍ରସଙ୍ଗରେ ସରକାରଙ୍କ ଉପରେ ତୀବ୍ରଭାବେ ବର୍ଷିଛନ୍ତି ରାହୁଲ ଗାନ୍ଧୀ।
Advertisment
ବିମୁଦ୍ରାକରଣରେ ସାଧାରଣ ଜନତା କ୍ଷତି ସହିଛନ୍ତି। କିଛି ନିର୍ଦ୍ଦିଷ୍ଟ ଉଦ୍ୟୋଗୀଙ୍କୁ ସୁହାଇବା ପାଇଁ ବିମୁଦ୍ରାକରଣକୁ ଲାଗି କରାଯାଇଥିଲା। ରାଫେଲ ଜେଟ୍କୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ମୂଲ୍ୟରେ କାହିଁ କିଣାଗଲା, ତାର ଯବାବ ରଖିବେକି ପ୍ରଧାନମନ୍ତ୍ରୀ ବୋଲି କହିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)