Advertisment

ଦିଲ୍ଲୀରେ ସମ୍ବିଧାନ ସମ୍ମାନ ସମାରୋହ ଅନୁଷ୍ଠିତ

ନୂଆଦିଲ୍ଲୀ : ଦିଲ୍ଲୀ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି ସମ୍ବିଧାନ ସମ୍ମାନ ସମାରୋହ। ଜାତୀୟ କଂଗ୍ରେସ ପକ୍ଷରୁ ଏହି ସମାରୋହର ଅାୟୋଜନ ହୋଇଥିଲା। ଏଥିରେ ଜାତୀୟ କଂଗ୍ରେସର ପ୍ରମୁଖ ନେତା ଓ କର୍ମୀ ଯୋଗ ଦେଇଥିଲେ। ଉତ୍ସବରେ ଜେଡିୟୁ ନେତା ଶରଦ ଯାଦବ, ସିପିଅାଇ ନେତା ସୀତାରାମ ୟେଚୁରୀ ପ୍ରମୁଖ ଯୋଗ ଦେଇଥିଲେ। ରାଜ୍ୟ କଂଗ୍ରେସରୁ ବରିଷ୍ଠ ନେତା ଭକ୍ତ ଦାସ ଓ ଜୟଦେବ ଜେନା ଯୋଗ ଦେଇଥିଲେ।

ଦିଲ୍ଲୀରେ ସମ୍ବିଧାନ ସମ୍ମାନ ସମାରୋହ ଅନୁଷ୍ଠିତ

sambidhan

Advertisment

ନୂଆଦିଲ୍ଲୀ : ଦିଲ୍ଲୀ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି ସମ୍ବିଧାନ ସମ୍ମାନ ସମାରୋହ। ଜାତୀୟ କଂଗ୍ରେସ ପକ୍ଷରୁ ଏହି ସମାରୋହର ଅାୟୋଜନ ହୋଇଥିଲା। ଏଥିରେ ଜାତୀୟ କଂଗ୍ରେସର ପ୍ରମୁଖ ନେତା ଓ କର୍ମୀ ଯୋଗ ଦେଇଥିଲେ।

Advertisment

ଉତ୍ସବରେ ଜେଡିୟୁ ନେତା ଶରଦ ଯାଦବ, ସିପିଅାଇ ନେତା ସୀତାରାମ ୟେଚୁରୀ ପ୍ରମୁଖ ଯୋଗ ଦେଇଥିଲେ। ରାଜ୍ୟ କଂଗ୍ରେସରୁ ବରିଷ୍ଠ ନେତା ଭକ୍ତ ଦାସ ଓ ଜୟଦେବ ଜେନା ଯୋଗ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ