Advertisment

୨ ଆତଙ୍କବାଦୀ ନିହତ

କଶ୍ମୀର: ଜମ୍ମୁ ଓ କଶ୍ମୀରର ସୋପିଆନ୍ ଜିଲ୍ଲାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଅଞ୍ଚଳରେ ଆହୁରି କେତେକ ଆତଙ୍କବାଦୀ ଲୁଚିଥିବା ଆଶଙ୍କାରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ସୁରକ୍ଷାକର୍ମୀ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସେହି ଅଞ୍ଚଳରେ ସୁରକ୍ଷାକର୍ମୀ ତଲାସୀ କରୁଥିବାବେଳେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା। ଯେଉଁଥିଲେ ୨ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏବେ ବି ଆତଙ୍କବାଦୀ ଲୁଚିଥିବା ସ୍ଥାନକୁ ଚାରିଆଡ଼ୁ ଘେରି ରଖିଛନ୍ତି ସୁରକ୍ଷାକର୍ମୀ। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ […]

author-image
Sangita Sahu
୨ ଆତଙ୍କବାଦୀ ନିହତ

jammu

କଶ୍ମୀର: ଜମ୍ମୁ ଓ କଶ୍ମୀରର ସୋପିଆନ୍ ଜିଲ୍ଲାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଅଞ୍ଚଳରେ ଆହୁରି କେତେକ ଆତଙ୍କବାଦୀ ଲୁଚିଥିବା ଆଶଙ୍କାରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ସୁରକ୍ଷାକର୍ମୀ।

Advertisment

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସେହି ଅଞ୍ଚଳରେ ସୁରକ୍ଷାକର୍ମୀ ତଲାସୀ କରୁଥିବାବେଳେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା। ଯେଉଁଥିଲେ ୨ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏବେ ବି ଆତଙ୍କବାଦୀ ଲୁଚିଥିବା ସ୍ଥାନକୁ ଚାରିଆଡ଼ୁ ଘେରି ରଖିଛନ୍ତି ସୁରକ୍ଷାକର୍ମୀ।

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସେନା ପକ୍ଷରୁ କଶ୍ମୀରର ସମସ୍ତ ଅଞ୍ଚଳରେ ସୁରକ୍ଷାକୁ ଅଧିକ କଡ଼ାକଡ଼ି କରାଯାଇଛି।

Advertisment
Advertisment
Advertisment