Advertisment

ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୮ ମୃତ

ନୂଆଦିଲ୍ଲୀ: ଦିଲ୍ଲୀ ନିକଟ ଗ୍ରେଟର ନୋଏଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ ଟ୍ରକ୍‌କୁ ଧକ୍କା ଦେବାରୁ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଆହତମାନଙ୍କୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତାହତମାନଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

author-image
Jyotsnamayee Pradhan
ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୮ ମୃତ

acdnt