ୱାଶିଂଟନ୍: ଚୀନ୍ ବିରୋଧରେ ଆମେରିକା ପୁଣି କଠୋର ହୋଇଛି। ଚୀନରୁ ଆମଦାନୀ ହେଉଥିବା ୫ ପ୍ରକାରର ସାମଗ୍ରୀ ଉପରେ ବ୍ୟାନ୍ ଲଗାଇଛି ଆମେରିକା।
Advertisment
ଚୀନର ଜିନଜାଙ୍ଗ୍ ପ୍ରୋଭିନ୍ସରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀକୁ ବ୍ୟାନ୍ କରାଯାଇଛି। ଏହି ୫ ସାମଗ୍ରୀ ହେଲା- କଟନ, ହେୟାର ପ୍ରଡକ୍ଟସ୍, କମ୍ୟୁଟର ଉପକରଣ ଓ କିଛି ଟେକ୍ସଟାଇଲ୍।
ଏ ସବୁ କ୍ଷେତ୍ରରେ ଚୀନ୍ରେ ବେଆଇନ୍ ଭାବେ ଶ୍ରମିକଙ୍କୁ ବନ୍ଧକ ରଖି କାମ କରାଯାଉଥିବାରୁ ଟ୍ରମ୍ପ ପ୍ରଶାସନ ଏଭଳି କଡ଼ା ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
Advertisment
ସୂଚନାଥାଉ କି, ଏହାପୂର୍ବରୁ ଆମେରିକା ଚୀନ୍ର ୨୪ଟି କମ୍ପାନୀକୁ ବ୍ୟାନ୍ କରିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)