Advertisment

ଚୀନ୍‌ରୁ ଆମଦାନୀ ହେଉଥିବା ୫‌ ସାମଗ୍ରୀ ବ୍ୟାନ୍‌ କଲା ଆମେରିକା

ୱାଶିଂଟନ୍‌: ଚୀନ୍ ବିରୋଧରେ ଆମେରିକା ପୁଣି କଠୋର ହୋଇଛି। ଚୀନରୁ ଆମଦାନୀ ହେଉଥିବା ୫ ପ୍ରକାରର ସାମଗ୍ରୀ ଉପରେ ବ୍ୟାନ୍ ଲଗାଇଛି ଆମେରିକା। ଚୀନର ଜିନଜାଙ୍ଗ୍ ପ୍ରୋଭିନ୍ସରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀକୁ ବ୍ୟାନ୍ କରାଯାଇଛି। ଏହି ୫ ସାମଗ୍ରୀ ହେଲା- କଟନ, ହେୟାର ପ୍ରଡକ୍ଟସ୍‌, କମ୍ୟୁଟର ଉପକରଣ ଓ କିଛି ଟେକ୍ସଟାଇଲ୍। ଏ ସବୁ କ୍ଷେତ୍ରରେ ଚୀନ୍‌ରେ ବେଆଇନ୍‌ ଭାବେ ଶ୍ରମିକଙ୍କୁ ବନ୍ଧକ ରଖି କାମ କରାଯାଉଥିବାରୁ ଟ୍ରମ୍ପ ପ୍ରଶାସନ ଏଭଳି କଡ଼ା ନିଷ୍ପତ୍ତି ନେଇଥିବା […]

ଅଦ୍ୟତନ ହୋଇଛି
Advertisment

ୱାଶିଂଟନ୍‌: ଚୀନ୍ ବିରୋଧରେ ଆମେରିକା ପୁଣି କଠୋର ହୋଇଛି। ଚୀନରୁ ଆମଦାନୀ ହେଉଥିବା ୫ ପ୍ରକାରର ସାମଗ୍ରୀ ଉପରେ ବ୍ୟାନ୍ ଲଗାଇଛି ଆମେରିକା।

Advertisment

ଚୀନର ଜିନଜାଙ୍ଗ୍ ପ୍ରୋଭିନ୍ସରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀକୁ ବ୍ୟାନ୍ କରାଯାଇଛି। ଏହି ୫ ସାମଗ୍ରୀ ହେଲା- କଟନ, ହେୟାର ପ୍ରଡକ୍ଟସ୍‌, କମ୍ୟୁଟର ଉପକରଣ ଓ କିଛି ଟେକ୍ସଟାଇଲ୍।

ଏ ସବୁ କ୍ଷେତ୍ରରେ ଚୀନ୍‌ରେ ବେଆଇନ୍‌ ଭାବେ ଶ୍ରମିକଙ୍କୁ ବନ୍ଧକ ରଖି କାମ କରାଯାଉଥିବାରୁ ଟ୍ରମ୍ପ ପ୍ରଶାସନ ଏଭଳି କଡ଼ା ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

Advertisment

ସୂଚନାଥାଉ କି, ଏହାପୂର୍ବରୁ ଆମେରିକା ଚୀନ୍‌ର ୨୪ଟି କମ୍ପାନୀକୁ ବ୍ୟାନ୍‌ କରିଥିଲା।

ପଢ଼ନ୍ତୁ: ୨୪ ଚାଇନିଜ୍‌ କମ୍ପାନୀକୁ ବ୍ୟାନ୍‌ କଲା ଆମେରିକା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: