Advertisment

ଆଜି ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ୍‌

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ୍‌ ପାଇଁ ଆଜି ମତଦାନ ହେଉଛି। ଏହି ପର୍ଯ୍ୟାୟରେ ୭ଟି ରାଜ୍ୟର ୫୯ଟି ଲୋକସଭା ଆସନ ପାଇଁ ଭୋଟ୍‌ ହେଉଛି। ଏହି ସବୁ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୯୭୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧୦ କୋଟି ୧୭ ଲକ୍ଷ ୮୨ହଜାର ୪୭୨ ଭୋଟର। ଏଥିପାଇଁ ୧ ଲକ୍ଷ ୧୩ ହଜାର ୧୬୭ଟି ବୁଥ୍ କରାଯାଇଛି।  ଉତ୍ତର ପ୍ରଦେଶର ୧୪, ହରିୟାଣାର ୧୦, ବିହାର, ମଧ୍ୟପ୍ରଦେଶ ଓ ପଶ୍ଚିମବଙ୍ଗର […]

author-image
Rosalin Rath
ଆଜି ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ୍‌

1

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ୍‌ ପାଇଁ ଆଜି ମତଦାନ ହେଉଛି। ଏହି ପର୍ଯ୍ୟାୟରେ ୭ଟି ରାଜ୍ୟର ୫୯ଟି ଲୋକସଭା ଆସନ ପାଇଁ ଭୋଟ୍‌ ହେଉଛି।

Advertisment

ଏହି ସବୁ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୯୭୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧୦ କୋଟି ୧୭ ଲକ୍ଷ ୮୨ହଜାର ୪୭୨ ଭୋଟର। ଏଥିପାଇଁ ୧ ଲକ୍ଷ ୧୩ ହଜାର ୧୬୭ଟି ବୁଥ୍ କରାଯାଇଛି।  ଉତ୍ତର ପ୍ରଦେଶର ୧୪, ହରିୟାଣାର ୧୦, ବିହାର, ମଧ୍ୟପ୍ରଦେଶ ଓ ପଶ୍ଚିମବଙ୍ଗର ୮ଟି ଲେଖାଏ, ଦିଲ୍ଲୀର ୭, ଝାଡ଼ଖଣ୍ଡର ୪ଟି ଲୋକସଭା ଆସନ ଲାଗି  ମତଦାନ ହେଉଛି।

Advertisment
Advertisment