vote
Advertisment
ନୂଆଦିଲ୍ଲୀ: ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ମତଦାନ ହେଉଛି। ୭ଟି ରାଜ୍ୟର ୫୯ଟି ଲୋକସଭା ଆସନ ପାଇଁ ଭୋଟ୍ ଚାଲିଛି।
Advertisment
ସକାଳ ୯ଟା ସୁଦ୍ଧା ବିହାରରେ ୯.୦୩ ପ୍ରତିଶତ ମତଦାନ ହୋଇଥିବା ବେଳେ ହରିୟାଣାରେ ୩.୭୪ ପ୍ରତିଶତ, ମଧ୍ୟ ପ୍ରଦେଶରେ ୪.୦୧, ଉତ୍ତର ପ୍ରଦେଶ ୬.୮୬, ପଶ୍ଚିମବଙ୍ଗରେ ୬.୫୮, ଝାଡ଼ଖଣ୍ଡରେ ୧୨.୪୫ ଓ ଦିଲ୍ଲୀରେ ୩.୭୪ ପ୍ରତିଶତ ଭୋଟିଂ ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/vote-1_1626429785.jpg)