• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

weibo-aap-modi
ଚାଇନିଜ ଆପ୍ ୱିବୋକୁ ବାଏ ବାଏ କଲେ ମୋଦି

ନୂଆଦିଲ୍ଲୀ: ଚୀନର ୫୯ଟି ଆପ୍‌କୁ କେନ୍ଦ୍ର ସରକାର ନିଷିଦ୍ଧ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ୟ ଏକ ଚାଇନିଜ ଆପ୍ ୱିବୋକୁ ବାଏ ବାଏ କରିଛନ୍ତି। ୱିବୋରେ ଥିବା ତାଙ୍କ ଆକାଉଣ୍ଟରୁ ମୋଦି ତାଙ୍କ ଫଟୋ ଓ ସମସ୍ତ ପୋଷ୍ଟ ଡିଲିଟ କରିଦେଇଛନ୍ତି। ୱିବୋ ହେଉଛି ଟୁଇଟର ଭଳି ଏକ ମାଇକ୍ରୋ-ବ୍ଲଗିଂ ଆପ। ଯାହା ଚୀନରେ ଉପଲବ୍ଧ ହୋଇଥାଏ। ମୋଦି ଏଥିର ଚାଇନିଜ ଭାଷାରେ ତାଙ୍କ ମେସେଜ ପୋଷ୍ଟ କରୁଥିଲେ। ୨୦୧୫ରେ ଚୀନ ଗସ୍ତ ପୂର୍ବରୁ […]

  • Monday, 26 July 2021
huawei
ଟିକ୍‌ଟକ ପରେ ହୁୱେଇ ଉପରେ ଲାଗିପାରେ କଟକଣା

ନୂଆଦିଲ୍ଲୀ: ଟିକ୍‌ଟକ ପରେ ଚୀନର 5G ଟେକ୍ନୋଲୋଜି ସଂସ୍ଥା ହୁୱେଇ ଉପରେ ଲାଗିପାରେ କଟକଣା। ଏ ନେଇ ବିଚାର ବିମର୍ଷ ଚାଲିଥିବା ସୂଚନା ମିଳିଛି। ଗତକାଲି କେନ୍ଦ୍ର ସରକାରଙ୍କ ବରିଷ୍ଠ ମନ୍ତ୍ରୀମାନେ ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ଚୀନ ନିର୍ମିତ 5G ସାମଗ୍ରୀର ବ୍ୟବହାର ବନ୍ଦ କରିବା ଉପରେ ଏଥିରେ ଆଲୋଚନା ହୋଇଥିଲା। ଏଥିସହ ନିଷିଦ୍ଧ କରାଯାଇଥିବା ୫୯ଟି ଚୀନ ନିର୍ମିତ ଆପ୍ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ପୂର୍ବରୁ ଟ୍ରମ୍ପ ପ୍ରଶାସନ ପକ୍ଷରୁ ହୁୱେଇକୁ ବର୍ଷକ […]

  • Monday, 26 July 2021
tiktok
ଗୁଗଲ୍‌ ଓ ଆପଲ୍‌ ଆପ୍‌ ଷ୍ଟୋର୍‌ରୁ ହଟିଲା ଟିକ୍‌ଟକ୍‌

ନୂଆଦିଲ୍ଲୀ: ଆପ୍‌ ଷ୍ଟୋର୍‌ରୁ ହଟିଲା ଚାଇନିଜ୍‌ ଆପ୍‌ ଟିକ୍‌ଟକ୍‌। ଟିକ୍ ଟକ୍ ଆପ୍‌କୁ ଉଭୟ ଆପଲ୍ ଆପ୍ ଷ୍ଟୋର ଓ ଗୁଗଲ୍ ପ୍ଲେ ଷ୍ଟୋରରୁ ହଟାଇ ଦିଆଯାଇଛି। ଗତକାଲି ଟିକ୍‌ଟକ୍ ସମେତ ୫୯ଟି ଚୀନ୍ ଆପ୍‌କୁ ଭାରତ ସରକାରଙ୍କ ପକ୍ଷରୁ ନିଷିଦ୍ଧ ଘୋଷଣା କରାଯାଇଥିଲା।  ଏହି ଆପ୍ ଦ୍ୱାରା ଦେଶର ସୁରକ୍ଷା ଓ ସର୍ବଭୌମତ୍ୱ ପ୍ରତି ବିପଦ ସୃଷ୍ଟି ହେଉଥିବା ଜଣାପଡ଼ିଥିଲା। ଆଣ୍ଡ୍ରଏଡ୍ ଓ ଆଇଓଏସ୍‌ରେ ବ୍ୟବହୃତ ଏହି ଆପ୍‌ଗଗୁଡ଼ିକ ଦ୍ୱାରା ଦେଶ ବାହାରକୁ ତଥ୍ୟ ଯାଉଥିବା […]

  • Monday, 26 July 2021
bishakhan=-patnam
କାରଖାନାରୁ ଗ୍ୟାସ୍ ଲିକ୍ ହୋଇ ଦୁଇ ମୃତ; ୪ ମେଡିକାଲରେ ଭର୍ତ୍ତି

ବିଶାଖାପାଟନମ୍: ଆନ୍ଧ୍ରପ୍ରଦେଶ ବିଶାଖାପଟନମ୍ ସହରର ଏକ କାରଖାନାରେ ଗ୍ୟାସ୍ ଲିକ୍ ହୋଇ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ କିଛି ଲୋକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ବିଶାଖାପଟନମ୍ ସହରରେ ଥିବା ସାଇନର ଲାଇଫ୍ ସାଇନସ ପ୍ରାଇଭେଟ ଲିମିଟେଡରେ ବେଞ୍ଜିମିଡାଜୋଲ୍ ଗ୍ୟାସ ଲିକ ହୋଇଥିଲା। ଗ୍ୟାସକୁ ନିୟନ୍ତ୍ରଣ କରିବାକୁ କମ୍ପାନୀ ପକ୍ଷରୁ ଉଦ୍ୟମ କରାଯାଇଥିଲେ ମଧ୍ୟ ଘଟଣାସ୍ଥଳରେ ଥିବା ଦୁଇ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଆହତ ହୋଇଥିବା ୪ଜଣଙ୍କୁ […]

  • Monday, 26 July 2021