• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

corona-virus
ବୃଦ୍ଧି ପାଇଲା ଦେଶର କରୋନା ଆରୋଗ୍ୟ ହାର: ହାଇଡ୍ରୋକ୍ସି କ୍ଲୋରୋକୁଇନ୍ ଟାବଲେଟ୍ ଉତ୍ପାଦନ ବଢ଼ିଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୯୯୩ କରୋନ ପଜିଟିଭ୍ ସାମ୍ନାକୁ ଆସିଛି। ଏଥିସହିତ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୪୩ରେ ପହଞ୍ଚିଛି। ସେହିପରି ୧୧ ଶହ ୫୨ଣ ଜଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୫୬୪ ଜଣ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ମୋଟ ୮ହଜାର ୮୮୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆରୋଗ୍ୟ ହାର ୨୫.୩୭%କୁ ବୃଦ୍ଧି ପାଇଥିବା ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ସୂଚନା ଦେଇଛନ୍ତି। ସେହିପରି […]

  • Monday, 26 July 2021
maharasa
ଉଦ୍ଧବଙ୍କୁ ଆଶ୍ୱସ୍ତି; ମେ ୨୧ରେ ହେବ ନିର୍ବାଚନ

ମୁମ୍ବାଇ: ମହାରାଷ୍ଟ୍ରରେ ଖାଲିଥିବା ବିଧାନ ପରିଷଦର ୯ଟି ସିଟ୍‌ରେ ନିର୍ବାଚନ କରିବା ନେଇ ଗ୍ରୀନ୍‌ ସିଗ୍‌ନାଲ୍‌ ଦେଇଛି ଇଲେକ୍ସନ କମିସନ। ମେ ୨୧ ତାରିଖରେ ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଛି ଇସି। ମୁଖ୍ୟମନ୍ତ୍ରୀଙ୍କ ପଦ ବଞ୍ଚେଇବାକୁ ହେଲେ ଉଦ୍ଧବଙ୍କୁ ଏହି ଇଲେକ୍ସନ ପ୍ରାର୍ଥୀ ହୋଇ ଜିତିବାକୁ ପଡ଼ିବ। ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ହେବା ନେଇ ଆଜି ଇସି ବୈଠକ ଡାକିଥିଲେ। ଏହି ବୈଠକରେ ମେ ୨୧ ତାରିଖରେ ୯ଟି ବିଧାନ ପରିଷଦ ସିଟ୍ ପାଇଁ ନିର୍ବାଚନ […]

  • Monday, 26 July 2021
presedent555
ଶ୍ରମିକମାନଙ୍କୁ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: କରୋନା ଭାଇରସ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌ରେ ସମସ୍ତେ ଘରେ ରହି ବନ୍ଦୀ ଜୀବନ ବିତାଉଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଘରୁ ବାହାରକୁ ବାହାରୁଛନ୍ତି। ସବୁକିଛି ଠପ୍‌ ହୋଇଯାଇଛି। ଜନଜୀବନ ଅସ୍ତବ୍ୟସ୍ତ । ଲକ୍ଷ ଲକ୍ଷ ଶ୍ରମିକ ଘରେ ଅଟକି ରହିଛନ୍ତି। ଏହି ସମୟରେ ଶ୍ରମିକମାନଙ୍କ କଠିନ ପରିଶ୍ରମ ଓ ବଳିଦାନକୁ ଅଭିବାଦନ ଜଣାଇ ଦେଶ ଶ୍ରମିକ ଦିବସ ପାଳନ କରୁଛି। श्रम दिवस के अवसर पर, अथक परिश्रम करने […]

  • Monday, 26 July 2021
pm modi
ଅର୍ଥନୀତି ସୁଧାରିବାକୁ ପ୍ରୟାସ: ଚୀନ୍‌କୁ ପଛରେ ପକାଇବାକୁ ଭାରତ ପାଖରେ ସୁଯୋଗ

ନୂଆଦିଲ୍ଲୀ: କୋଭିଡ୍ ସ୍ଥିତିରେ ଦେଶର ଅର୍ଥନୀତି ସୁଧାରିବାକୁ ପ୍ରୟାସ କରିଚାଲିଛନ୍ତି ଭାରତ ସରକାର।  ଦେଶକୁ ବିଦେଶୀ ପୁଞ୍ଜିନିବେଶ ପାଇଁ ଆକୃଷ୍ଟ କରିବାକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବିଦେଶୀ ପୁଞ୍ଜିନିବେଶ ଆକୃଷ୍ଟ କରିବା ସହ ଦେଶରେ ସ୍ଥାନୀୟ ପୁଞ୍ଜିନିବେଶକୁ ମଧ୍ୟ ପ୍ରୋତ୍ସାହନ ଦେବା ଦିଗରେ ବିଭିନ୍ନ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଛି। ଦେଶରେ ଶିଳ୍ପ ପାଇଁ ଉଦ୍ଦିଷ୍ଟ ଜମି ଓ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ରେ ଭିତ୍ତିଭୂମି ବିକାଶ ଓ ପୁଞ୍ଜିନିବେଶକାରୀଙ୍କୁ […]

  • Monday, 26 July 2021
new marraige
ସଉଦା ବଦଳରେ ପୁଅ ଆଣିଲା ଏମିତି ଜିନିଷ, ମା’ ଦେଖି ବେହୋସ

ଗାଜିଆବାଦ: କରୋନା ଭାଇରସକୁ ନେଇ ସମଗ୍ର ଦେଶରେ ଲକଡାଉନ୍ ଜାରି କରାଯାଇଛି। କେହି ଘରୁ ବାହାରୁ ନାହାନ୍ତି।   ଲୋକମାନେ କେବଳ ଆବଶ୍ୟକ ଜିନିଷ ପାଇଁ ବାହାରକୁ ବାହାରୁଛନ୍ତି। ଉତ୍ତରପ୍ରଦେଶର ଗାଜିଆବାଦ ଜିଲ୍ଲାର ଜଣେ ବ୍ୟକ୍ତି ଖାଦ୍ୟ ସାମଗ୍ରୀ କିଣିବାକୁ ବାହାରକୁ ଯାଇଥିଲେ । କିଛି ସମୟ ପରେ ସେ ଘରକୁ ଆସିଲେ। କିନ୍ତୁ ଖାଦ୍ୟ ସାମଗ୍ରୀ ବଦଳରେ ସେ ଏମିତି କିଛି ଆଣିଥିଲେ ଯାହାକୁ ଦେଖି ମା’ଙ୍କ ହୋସ ଉଡ଼ିଗଲା। ପୁଅ ଆସିବା ଜାଣି ମା‘ ଯେତେବେଳେ […]

  • Monday, 26 July 2021
srikant
ଦୂରଦର୍ଶନରେ ପୁଣିଥରେ ପ୍ରସାରଣ ହେବ ଇର୍‌ଫାନଙ୍କ ଅଭିନୀତ ଟିଭି ଧାରାବାହିକ ‘ଶ୍ରୀକାନ୍ତ’

ନୂଆଦିଲ୍ଲୀ: ବଲିଉଡ୍‌ର ପ୍ରିୟ କଳାକାର ଇର୍‌ଫାନ୍‌ ଆଜି ଆମ ସମସ୍ତଙ୍କୁ ଛାଡ଼ି ସବୁଦିନ ପାଇଁ ଚାଲିଯାଇଛନ୍ତି। ଇର୍‌ଫାନଙ୍କ ମରଶରୀରକୁ ମୁମ୍ବାଇର ବରସୋଭା କବ୍ରିସ୍ତାନରେ ଇସଲାମ ରୀତିନୀତି ଅନୁଯାୟୀ ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ତେବେ ଇର୍‌ଫାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ତାଙ୍କ ଅଭିନିତ ଟିଭି ଧାରାବାହିକ ‘ଶ୍ରୀକାନ୍ତ’କୁ ପୁଣିଥରେ ଆରମ୍ଭ କରିବାକୁ ଯାଉଛି। ଏ ନେଇ ଡିଡି ନ୍ୟାସ୍‌ନ୍ୟାଲ୍‌ ଚ୍ୟାନେଲ୍‌ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଦିନ ସାଢ଼େ ତିନିଟା ବେଳେ ଏହି ଧାରାବାହିକ ଡିଡିନ୍ୟାସ୍‌ନ୍ୟାଲ୍‌ ଚ୍ୟାନେଲ୍‌ […]

  • Monday, 26 July 2021