• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

shaktikant-das
କରୋନା ପାଇଁ ଆର୍‌ବିଆଇର ବଡ଼ ଘୋଷଣା

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ଦେଶର ଆର୍ଥିକ ସ୍ଥିତି ନିମ୍ନାଗାମୀ ହେଉଥିବାରୁ ଶୁକ୍ରବାର ସବୁଠାରୁ ବଡ଼ ଘୋଷଣା କରିଛି ଆର୍‌ବିଆଇ। ଆର୍‌ବିଆଇର ମନିଟାରୀ ପଲିସି କମିଟି ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ମୁଖ୍ୟ ଶକ୍ତିକାନ୍ତ ଦାସ। ଏହି ଘୋଷଣା କ୍ରମେ ରେପୋ ରେଟ୍ ୭୫ ବେସିସ୍ ପଏଣ୍ଟ ହ୍ରାସ କରାଯାଇଛି। ଏବେ ନୂଆ ରେପୋ ରେଟ୍ ହେଲା ୪.୪% ହୋଇଛି। ସେହିପରି ରିଭର୍ସ ରେପୋ ରେଟ୍ ୯୦ ବେସିସ୍ ପଏଣ୍ଟ ଖସି ୪% […]

  • Monday, 26 July 2021
dadi
ଦାଦି ଜାନକୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଅମଦାବାଦ: ପ୍ରଜାପିତା ବ୍ରହ୍ମାକୁମାରୀ ବିଶ୍ୱବିଦ୍ୟାଳୟର ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ଦାଦି ଜାନକୀଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ବର୍ଷ ବୟସ ହୋଇଥିଲା। ସେ ଗତ ଦୁଇ ମାସ ଧରି ଅସୁସ୍ଥ ଥିଲେ।  ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଅହମଦାବାଦରେ ଚିକିତ୍ସା କରାଯାଉଥିଲା। ପରେ ତାଙ୍କୁ ରାଜସ୍ଥାନର ଆବୁରୋଡ ସ୍ଥିତ ଗ୍ଲୋବାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ରାଜି ୨ଟାରେ ଦାଦି ଜାନକୀ ତାଙ୍କର ପାର୍ଥିବ ଶରୀର ତ୍ୟାଗ କରିଛନ୍ତି। ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ […]

  • Monday, 26 July 2021
nirala
କରୋନା ପାଇଁ ପ୍ୟାକେଜ୍ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କରୋନା ପାଇଁ ଆଜି ପ୍ୟାକେଜ୍ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଖଟିଖିଆଙ୍କୁ ମିଳିବ ମାଗଣା ଚାଉଳ, ଡାଲି ଓ ଗହମ। ଗରିବ ଓ ଖଟିଖିଆଙ୍କ ପାଇଁ ଏହି ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କରୋନା ଲଢ଼େଏଇ ପାଇଁ ପ୍ରାୟ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ। ଏହି ପ୍ୟାକେଜ୍‌ରେ ଗରିବଙ୍କୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଖାଦ୍ୟ ମିଳିବ। ମୋଟ ୮୦ କୋଟି […]

  • Monday, 26 July 2021
ssi
କରୋନାରେ ପୁଣି ଜଣଙ୍କ ମୃତ୍ୟୁ: ମୃତ୍ୟୁ ସଂଖ୍ୟା-୧୦

ଅହମଦାବାଦ: ମହାମାରୀ କରୋନା ଭାରତରେ ଆଉ ଏକ ମୁଣ୍ଡ ନେଇଛି। ବୁଧବାର ବିଳମ୍ବିତ ରାତିରେ ଗୁଜରାଟର ଅହମଦାବାଦରେ ଜଣେ ୮୫ ବର୍ଷୀୟ ବୃଦ୍ଧା କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ବୃଦ୍ଧାଙ୍କ ମୃତ୍ୟୁ ପରେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧0 ଛୁଇଁଥିବା ଗୁଜରାଟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ବିଭାଗର ସୂଚନା ଅନୁଯାୟୀ, ମହିଳା ଜଣଙ୍କ ନିକଟରେ ବିଦେଶ ଗସ୍ତ କରିଥିଲେ। ସେଠାରୁ ଫେରିବା ପରେ ତାଙ୍କ ଶରୀରରେ କରୋନା ଭୂତାଣୁ ଲକ୍ଷଣ ଦେଖାଦେଇଥିଲା। […]

  • Monday, 26 July 2021
godei
ଲକ୍‌ଡାଉନ୍‌ ଉଲ୍ଲଙ୍ଘନକାରୀଙ୍କୁ ଉଠ୍‌ବସ୍‌ କରାଇବା ସହିତ ରାସ୍ତାରେ ଶୁଆଇ ପିଟିଲା ପୁଲିସ୍‌

ନୂଆଦିଲ୍ଲୀ: କରୋନାର ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ହିଁ ଏକମାତ୍ର ମାଧ୍ୟମ ହୋଇଥିବାରୁ ଆଜିଠାରୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକେ ଅନେକ ସ୍ଥାନରେ ଏହି ନିୟମକୁ ମାନୁ ନଥିବାରୁ ପୁଲିସ୍ ରାସ୍ତା ଉପରେ ଉଲ୍ଳଙ୍ଘାନକାରୀଙ୍କ ବିଚାର କରୁଛି। ପ୍ରଥମେ ହାତ ଯୋଡ଼ି ଲୋକଙ୍କୁ ଘରୁ ନ ବାହାରିବାକୁ ନିବେଦନ କରିଥିବା ପୁଲିସ୍‌ ଏବେ ଲାଠି ଚଳାଇ ଲକ୍‌ଡାଉନକୁ କାର୍ଯ୍ୟକାରୀ କରିଛି। Here we see people being forced […]

  • Monday, 26 July 2021
test
ଇଂଲଣ୍ଡ ରାଜକୁମାର ପ୍ରିନ୍ସ ଚାର୍ଲସଙ୍କୁ କରୋନା

ଲଣ୍ଡନ: ଇଂଲଣ୍ଡର ରାଜ କୁମାର ପ୍ରିନ୍ସ ଚାର୍ଲସ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ୭୧ ବର୍ଷୀୟ ପ୍ରିନ୍ସ ଚାର୍ଲସ ନିକଟରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏବେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ସମସ୍ତଙ୍କ ମନରେ ସଂକ୍ରମଣ ନେଇ ଆଶଙ୍କା ପ୍ରକାଶ ପାଇଛି। ପ୍ରିନ୍ସ ଚାର୍ଲସଙ୍କୁ କରୋନା ହୋଇଥିବାରୁ ତାଙ୍କ ପତ୍ନୀ କାମିଲାଙ୍କୁ ଆଇସୋଲେସନରେ ରଖାଯାଇଛି। ଉଭୟ ସ୍କଟଲ୍ୟାଣ୍ଡରରେ ଥିବା ସେମାନଙ୍କ ବ୍ରିକହଲ ବାସଭନରେ ରହିଛନ୍ତି। ସେହିପରି ସେମାନଙ୍କ ସହ କାର୍ଯ୍ୟ କରୁଥିବା […]

  • Monday, 26 July 2021
loot
ଅସ୍ତ୍ରଶସ୍ତ୍ର ଲୁଟିଲେ, ମୃତସାଥିଙ୍କ ଶବ ନେଇଗଲେ

ମାଲକାନଗିରି: ଛତିଶଗଡ଼ ସୁକମା ଜିଲ୍ଲାର ମେନପା ଜଙ୍ଗଲରେ ଗତ ଶନିବାର ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳିବିନିମୟ ପରେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ନେଇଗଲେ ମାଓବାଦୀ। ଏକ ପ୍ରେସବିବୃତି ଜାରି କରି ଏଭଳି ଦାବି କରିଛି ଦଣ୍ଡକାରଣ୍ୟ ମାଓ ଡିଭିଜନ। ଏହାକୁ ନେଇ ଏକ ଅଡିଓ ଟେପ୍ ମଧ୍ୟ ଜାରି ହୋଇଛି। ୩ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ମାଓ ସଂଗଠନ। ଲୁଟ୍ ଗୁଳିଗୋଳାର ସୂଚନା ଏକ ପ୍ରେସବିବୃତିରେ ଦିଆଯାଇଛି। ୧୧ଟି AK-47, ୧ହଜାରରୁ […]

  • Monday, 26 July 2021