ନୂଆଦିଲ୍ଲୀ: ଲଦାଖ ଗଲୱାନ ଭ୍ୟାଲିରେ ଏଲ୍ଏସିରେ ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣାରେ ଭାରତ ପକ୍ଷରୁ ସହିଦ ହୋଇଥିବା ୨୦ ଯବାନଙ୍କ ପରିଚୟ ତାଲିକା ପ୍ରକାଶ କରିଛି ସେନା। ସହିଦ ଯବାନମାନେ ହେଲେ- ୧-ନାଏବ ସୁବେଦାର ସତନାମ ସିଂ ୨- ନାଏବ ସୁବେଦାର ମନଦୀପ ସିଂ ୩- ସିପାହୀ କୁନ୍ଦନ କୁମାର ୪- ସିପାହୀ ଅମନ କୁମାର ୫- ନାଏକ ଦୀପକ ସିଂ ୬- ସିପାହୀ ଚନ୍ଦନ କୁମାର ଏପଟେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଦେଖା […]
ନୂଆଦିଲ୍ଲୀ: ଭାରତ-ଚୀନ ସଂଘର୍ଷରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସହିଦ ଯବାନଙ୍କ ପାଇଁ ୨ ମିନିଟର ନିରବ ପ୍ରାର୍ଥନା କରିବା ସହିତ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏଥିସହିତ ଚାଇନାକୁ ଚେତାବନୀ ଦେଇ ମୋଦି କହିଛନ୍ତି, ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନି। ଆମ ଯବାନ ମାରି ମାରି ମରିଛନ୍ତି। ଏଥତ୍ପାଇଁ ଦେଶ ଗର୍ବ କରୁଛି। ଦେଶର ଅଖଣ୍ଡତା ସହ କୌଣସି ପ୍ରକାର ସାଲିସ୍ କରାଯିବନି। […]
ନୂଆଦିଲ୍ଲୀ: ଭାରତ ଚୀନ ସୀମା ସଂଘର୍ଷରେ ସହିଦ ହୋଇଥିବା ୩ ଭାରତୀୟ ଯବାନଙ୍କ ପରିଚୟ ମିଳିଛି। ବିହାର ରେଜିମେଣ୍ଟର କର୍ଣ୍ଣେଲ ବି. ସନ୍ତୋଷ ବାବୁ ସହିଦ ହୋଇଛନ୍ତି। ଏହାକୁ ନେଇ ତେଲେଙ୍ଗାନା ସୂର୍ଯ୍ୟାପେଟାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସେପଟେ ତାମିଲନାଡୁର ହାବିଲଦାର ପାଲାନି ଓ ଝାଡ଼ଖଣ୍ଡର ସିପାହୀ କୁନ୍ଦନ ଓଝା ମଧ୍ୟ ସହିଦ ହୋଇଛନ୍ତି। ସେନା ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଜୁନ୍ ୧୫ ତାରିଖରେ ଏଲ୍ଏସିଇରେ ଚାଇନା ଓ ଭାରତ ସେନା ମଧ୍ୟରେ ସଂଘର୍ଷ […]
ନୂଆଦିଲ୍ଲୀ: ଚୀନ୍ ସହ ରକ୍ତାକ୍ତ ସଂଘର୍ଷକୁ ନେଇ ଭାରତୀୟ ସେନାର ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେନା ପକ୍ଷରୁ ଦିଆଯାଇଥିବା ସୂଚନାନୁସାରେ, ଗତକାଲି ଲଦାଖର ଗଲଓ୍ୱାନ ଅଞ୍ଚଳରେ ସଂଘର୍ଷ ଘଟିଥିଲା। ସୀମାରେ କାର୍ଯ୍ୟରତ ୧୭ ଯବାନ ଗୁରୁତର ଆହତ ହୋଇଥିଲେ। ମାଇନସ୍ ତାପମାତ୍ରାରେ ଗୁରୁତର ଅବସ୍ଥାରେ ରହି ସେମାନଙ୍କ ମୃତ୍ୟୁ ହୋଇଥିବା ଏନ୍ଆଇ ରିପୋର୍ଟ ପ୍ରକାଶ କରିଛି। ଏଥିସହିତ ସୀମା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ପ୍ରତିଶ୍ରୁତିବଦ୍ଧ ବୋଲି ସେନା କହିଛି। ସେନା ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, […]
ନୂଆଦିଲ୍ଲୀ: ଲଦାଖ ଗଲୱାନ ଭ୍ୟାଲିରେ ଏଲ୍ଏସିରେ ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣାରେ ଚାଇନାକୁ ବଡ଼ କ୍ଷତି ସହିବାକୁ ପଡ଼ିଛି। ଚାଇନାର ପ୍ରାୟ ୪୩ ଜଣ ଯବାନଙ୍କର ମୃତ୍ୟୁ ହୋଇଛି। ଏହି ସୂଚନା ଦେଇଛି ଖବର ସରବରାହ ସଂସ୍ଥା ଏନ୍ଆଇ। ଭାରତ ପକ୍ଷରୁ ଏହି ସୂଚନା ଜଣାପଡ଼ିଥିବା ଏଏନ୍ଆଇ କୋଟ୍ କରିଛି। ନିଜର ମୃତ ସୈନ୍ୟମାନଙ୍କୁ ନେବା ପାଇଁ ସୀମାରେ ଚୀନ୍ ହେଲିକପ୍ଟର ପହଞ୍ଚିଛି ଥିବା ଖବର ମିଳିଛି। ୨୦ ଭାରତୀୟ ଯବାନ ସହିଦର ଖବର ଆସିବାର ତୁରନ୍ତ […]
ନୂଆଦିଲ୍ଲୀ: ଲଦାଖ ଗଲୱାନ ଭ୍ୟାଲିରେ ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣାକୁ ନେଇ ଏବେ ବଡ଼ ଖବର ସାମ୍ନାକୁ ଆସିଛି। ଅତିକମ୍ରେ ୨୦ ଭାରତୀୟ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ଭାରତୀୟ ଯବାନଙ୍କ ସହିଦ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ୨୦ ଯବାନ ସହିଦ ନେଇ ଭାରତୀୟ ସୂତ୍ରରୁ ସୂଚନା ମିଳିଛି। ଚୀନ୍ ପକ୍ଷରୁ ୪୩ ଜଣ ମୃତାହତ ହୋଇଥିବା ସୂଚନା ରହିଛି। ନିଜର ମୃତ ସୈନ୍ୟମାନଙ୍କୁ ନେବା ପାଇଁ ସୀମାରେ ଚୀନ୍ ହେଲିକପ୍ଟର ପହଞ୍ଚିଛି। […]
ନୂଆଦିଲ୍ଲୀ: ଗଲଓ୍ୱାନ ଉପତ୍ୟକାରେ ଭାରତୀୟ-ଚୀନ ସେନା ମଧ୍ୟରେ ହିଂସାତ୍ମକ ସଂଘର୍ଷକୁ ନେଇ ପ୍ରତିକ୍ରିୟା ରଖିଛି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ। ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ପୂର୍ବ ଲଦାଖ ସୀମା ଅଞ୍ଚଳରେ ଦେଖାଦେଇଥିବା ଉତ୍ତେଜନା ହ୍ରାସ ଲାଗି ଭାରତ ଓ ଚୀନ୍ ଉଭୟ ସାମରିକ ଏବଂ କୂଟନୈତିକ ସ୍ତରରେ ଆଲୋଚନା ଜାରି ରଖିଛନ୍ତି। ଗତକାଲି ରାତିରେ ଚୀନ୍ ସେନା ଏକପାଖିଆ ଭାବେ ପ୍ରକୃତ ନିୟନ୍ତ୍ରଣ ରେଖା-LACର ଯଥା ସ୍ଥିତିକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରିଥିଲା। ଏହାକୁ […]
ନୂଆଦିଲ୍ଲୀ: ମାସେରୁ ଅଧିକ ସମୟ ଧରି ଚୀନ୍ ସୀମାରେ ଲାଗି ରହିଥିବା ଉତ୍ତେଜନା ଶେଷରେ ସଂଘର୍ଷର ରୂପ ନେଇଛି। ଗତକାଲି ଉଭୟ ଦେଶର ସୈନ୍ୟ ଲଦାଖର୍ ଗଲଓ୍ୱାନ୍ରେ ମୁହାଁମୁହିଁ ହୋଇଥିଲେ। ଟେକାପଥର ମାଡ଼ ସଙ୍ଗକୁ ପରସ୍ପରକୁ ଲୁହା ରଡ୍ରେ ଆକ୍ରମଣ କରିଥିଲେ। ଏଥିରେ ୩ ଭାରତୀୟ ଯବାନ ସହିଦ ହୋଇଥିବାବେଳେ ୫ ଚୀନ୍ ସୈନ୍ୟଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପାଇଁ ଚୀନ୍ ଓଲଟା ଭାରତ ଉପରେ ଦୋଷ ଲଦିଛି। ଅନ୍ୟପକ୍ଷରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ […]
ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍ଙ୍କୁ କରୋନା ହୋଇନାହିଁ। ତାଙ୍କର କରୋନା ଟେଷ୍ଟ ନେଗେଟିଭ୍ ଆସିଛି। ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଅସୁସ୍ଥ ଅନୁଭବ କରିଥିଲେ ଜୈନ। ତାଙ୍କୁ ଜ୍ୱର ହେବା ସହିତ ପ୍ରଶ୍ୱାସ ନେବାର ଅସୁବିଧା ହେବାରୁ ତାଙ୍କୁ ଗତକାଲି ସୋମବାର ରାତିରେ ରାଜୀବ ଗାନ୍ଧି ସୁପର ସ୍ପେଶାଲିଟି ହସ୍ପିଟାଲ୍ରେରେ ଭର୍ତ୍ତି କରାଯାଇଥିଲା। ଏନେଇ ଆଜି ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି […]
ନୂଆଦିଲ୍ଲୀ: ସାମାନ୍ୟ ଅସାବଧାନରେ ସବୁ ପାଣିରେ ପଡ଼ିବ। କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ମୋଦିଙ୍କ ଆଲୋଚନା। ଏହି ଆଲୋଚନା କାଳରେ ଲୋକଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସେ କହିଛନ୍ତି, ବର୍ତ୍ତମାନ ସ୍ଥିତିରେ ଘରୁ ବାହାରକୁ ବାହାରିବା କଥା ଚିନ୍ତା ବି କରନ୍ତୁନି। ସାମାନ୍ୟ ଅସାବଧାନ ହେଲେ ଆମର ସବୁ ଚେଷ୍ଟା ପାଣିରେ ପଡ଼ିବ। ୨ ଗଜ ଦୂରତ୍ୱ ରଖି ସତର୍କତାର ସହ ଆମେ କାମ କରିବା ବୋଲି ମୋଦି ଲୋକମାନଙ୍କୁ […]
ନୂଆଦିଲ୍ଲୀ: ଚୀନ ସୀମାରେ ଚରମ ସୀମାରେ ପହଞ୍ଚିଛି ଉତ୍ତେଜନା ଲଦାଖରେ ଥିବା ପ୍ରକୃତ ନିୟନ୍ତ୍ରଣ ରେଖାର ଗଲଓ୍ୱାନ୍ ଉପତ୍ୟକାରେ ଦୁଇ ଦେଶର ସେନାଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଭାରତର କର୍ଣ୍ଣେଲ ରାଙ୍କର ଜଣେ ଅଫିସରଙ୍କ ସହ ୨ ଜଣ ଯବାନ ସହିଦ୍ ହୋଇଛନ୍ତି। ସେହିପରି ଚୀନ୍ର ୩ରୁ ୪ ଜଣ ଯବାନ ମଧ୍ୟ ପ୍ରାଣ ହରାଇଥିବା ସେନା କହିଛି। ସେପଟେ ଏହି ଘଟଣା ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଚାଲିଛି। […]
ଗାନ୍ଦିନଗର: ଗୁଜରାଟରେ ଭୂମିକମ୍ପ। ଆଜି ସନ୍ଧ୍ୟା ୮.୧୩ ମିନିଟ ସମୟରେ ଗୁଜରାଟରେ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାସ୍ନ୍ୟାଲ୍ ସେଣ୍ଟର ଫର୍ ସେସ୍ମୋଲୋଜୀ (ଏନ୍ସିଏସ୍)ର ପ୍ରାଥମିକ ରିପୋର୍ଟ ନୁସାରେ, ଏହାର ତୀବ୍ରତା ୫.୮ ରହିଥିବା ଜଣାପଡ଼ିଛି। ଗୁଜରାଟର କଚ୍ଛ ଜିଲ୍ଲାରୁ ୧୦ କିମି ଓ ରାଜକୋଟ ଠାରୁ ପ୍ରାୟ ୧୨୦ କିମି ଏହା କେନ୍ଦ୍ରୀଭୂତ ହୋଇଛି। ଏହା ରାଜକୋଟର ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୧୨୨ କିମି ଦୂରରେ କେନ୍ଦ୍ରିଭୂତ ହୋଇଛି। ସୂଚନା ଥାଉକି, ଅତୀତରେ ତିନୋଟି ବଡ଼ ଭୂମିକମ୍ପର ସାମ୍ନା […]