• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

school-reopen
ଖୋଲିଲା ସ୍କୁଲ: ଗେଟ୍‌ରେ ଫୁଲ ଓ ଚନ୍ଦନ ଦେଇ ପିଲାଙ୍କୁ କରାଗଲା ସ୍ୱାଗତ, ଗିଫ୍ଟ ଆକାରରେ ମିଳିଲା ସାନିଟାଇଜର୍‌

କରୋନା ସଂକ୍ରମଣ ଥିବାରୁ ବିଦ୍ୟାଳୟ ଗୁଡ଼ିକରେ ପାଠପଢ଼ା ଶୈଳୀ ମଧ୍ୟ ବଦଳିଯାଇଛି। ସରକାରୀ ନିୟମ ଅନୁସାରେ, ପ୍ରତ୍ୟେକ ସ୍କୁଲ୍ ଗେଟ ଗୁଡ଼ିକରେ ପିଲାମାନଙ୍କର ଶରୀରର ତାପମାତ୍ରା ମପାଯାଉଛି। ପରେ ପିଲଙ୍କ ହାତରେ ସାନିଟାଇଜ୍‌ର ଦିଆଯାଉଛି। ଏହାପରେ ଦୀର୍ଘଦିନ ବ୍ୟବଧାନ ପରେ ସ୍କୁଲ ଆସିଥିବା ପିଲାଙ୍କୁ ସ୍ୱାଗତ ଆକାରରେ ମୁଣ୍ଡରେ ଚନ୍ଦନ ଟିପା ଦେବା ସହ ମଥାରେ ପୁଷ୍ପ ବୃଷ୍ଚି ମଧ୍ୟ କରାଯାଉଛି

manidt
କାଲିଠୁ ଖୋଲିବ ଧାର୍ମିକ ସ୍ଥଳ ଓ ସପିଂ ମଲ୍‌, ହେଲେ ଓଡ଼ିଶାରେ...

ଭୁବନେଶ୍ୱର: ଦୀର୍ଘ ୭୦ ଦିନର ବ୍ୟବଧାନ ପରେ କାଲିଠୁ ଦେଶର ବିଭିନ୍ନ ସ୍ଥାନରେ ଖୋଲିବ ଧାର୍ମିକସ୍ଥଳ, ସପିଙ୍ଗ୍ ମଲ, ହୋଟେଲ ଓ ରେଷ୍ଟୁରାଣ୍ଟ। ତେବେ ଓଡ଼ିଶାରେ କିଛି କ୍ଷେତ୍ରରେ ଜାରି ରହିବ କଟକଣା। କେନ୍ଦ୍ର ଗୃହ ମନ୍ତ୍ରାଳୟର ନୂଆ ଗାଇଡଲାଇନ୍ ଅନଲକ୍ ଓ୍ୱାନ୍ ଅନୁସାରେ କଣ୍ଟେନମେଣ୍ଟ ଅଞ୍ଚଳ ହୋଇନଥିଲେ କାଲିଠୁ ସର୍ବସାଧାରଣଙ୍କ ଲାଗି ଧାର୍ମିକସ୍ଥଳ, ସପିଙ୍ଗ୍ ମଲ, ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲି ପାରିବ। କରୋନା ସଂକ୍ରମଣ ରୋକିବାକୁ ଏସବୁ ସ୍ଥାନରେ କର୍ତ୍ତୃପକ୍ଷ ନିର୍ଦ୍ଦିଷ୍ଟ ଗାଇଡଲାଇନ୍ ପାଳନ […]

  • Monday, 26 July 2021
terr
୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର୍‌ କଲା ସେନା

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିପାତ ହୋଇଛନ୍ତି।  ସୋପିଆନରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଏହି ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟରେ ଫାରୁକ ଅସଦ ନାଲି ନାମକ ଜଣେ ହିଜବୁଲ୍ କମାଣ୍ଡର ଏବଂ ଜଣେ ବିଦେଶୀ ନଗରିକ ଥିବା ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲା ରେବାନରେ ଆତଙ୍କବାଦୀ ଲୁଚିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଅଞ୍ଚଳକୁ ଘେରାଉ […]

  • Monday, 26 July 2021
sha
ଅମିତ ଶାହଙ୍କ ଭର୍ଚୁଆଲ୍‌ ରାଲି; ଆଜି ବିହାର ପାଳି ପରେ କାଲି ଓଡ଼ିଶାକୁ ସମ୍ବୋଧନ କରିବେ

ପାଟନା: କରୋନା ଲଢ଼େଇରେ ଲୋକଙ୍କ ମନୋବଳ ବୃଦ୍ଧି ପାଇଁ ଆଜି ଅପରାହ୍ନ ୪ଟାରେ ବିହାରରେ ଭର୍ଚୁଆଲ୍ ରାଲି କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବିହାରରେ ଜନସମ୍ବାଦ ନାଁରେ ଅନ୍‌ଲାଇନ ରାଲି ଆୟୋଜନ କରି ଏହା ନିର୍ବାଚନୀ ରାଲି ନୁହେଁ ବୋଲି କହିବା ସହିତ ବିଜେପିର ୭୨ ହଜାର ବୁଥସ୍ତରୀୟ କର୍ମୀଙ୍କୁ ସମ୍ବୋଧନ କରିଛନ୍ତି ଶାହ। ପ୍ରାୟ ୫ ଲକ୍ଷ ଦଳୀୟ କର୍ମୀ ଶାହଙ୍କ ଭାଷଣ ୟ୍ୟଟ୍ୟୁବ୍, ଫେସବୁକ ଓ ନମୋ ଆପ୍ ମାଧ୍ୟମରେ ଦେଖିବାକୁ ପାଇଥିଲେ। […]

  • Monday, 26 July 2021
opx
ଜମ୍ମୁ-କାଶ୍ମୀର ଓ ହିମାଚଳ ପ୍ରଦେଶରୁ ବିମାନରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର: ଜମ୍ମୁ-କାଶ୍ମୀର ଓ ହିମାଚଳ ପ୍ରଦେଶରୁ ଫେରୁଛନ୍ତି ପ୍ରବାସୀ ଓଡ଼ିଆ। ୩ଟି ଏୟାର୍ ଏସିଆ ବିମାନରେ ସେମାନଙ୍କୁ ଓଡ଼ିଶା ଆଣୁଛନ୍ତି ଓଡ଼ିଶା ସରକାର। ପ୍ରାୟ ୩୫୦ ପ୍ରବାସୀ ଜାମ୍ମୁ ଓ କାଶ୍ମୀରର ଅନନ୍ତନାଗ, ରାଜୌରୀ, ପୁଞ୍ଚ, ଜମ୍ମୁ ଓ ସାମ୍ବା ଅଞ୍ଚଳରେ ଏବଂ ହିମାଚଳ ପ୍ରଦେଶର କାଙ୍ଗ୍ରା ଓ ଉନା ଜିଲ୍ଲାରେ ଫସି ରହିଥିଲେ। ସେମାନଙ୍କୁ ଟ୍ରେନ କିମ୍ବା ସଡ଼କ ପଥରେ ଆଣିବା ସମ୍ଭବ ନହେବାରୁ ୩ଟି ବିମାନରେ ଓଡ଼ିଶା ଫେରାଇ ଅଣାଯାଉଛି। ବିମାନଗୁଡ଼ିକ ଆଜି ଭୁବନେଶ୍ୱର […]

  • Monday, 26 July 2021