ସିଂହଦ୍ୱାରରେ ପ୍ରଥମେ ପ୍ରଭୁ ପତିତପାବନଙ୍କୁ ପ୍ରଣାମ କରି ଭିତରକୁ ପ୍ରବେଶ କରିଥିଲେ ଅନନ୍ତ।
ଇକ୍ରା ହାସନ ହେଉଛନ୍ତି ମୁସଲମାନ ସମ୍ପ୍ରଦାୟର ଜଣେ ଯୁବତୀ । ତାଙ୍କର ବୟସ ମାତ୍ର ୨୮ ବର୍ଷ । ହେଲେ ଉତ୍ତରପ୍ରଦେଶର କେରାନା ଆସନ ହିନ୍ଦୁ ପ୍ରାଧାନ୍ୟ ହୋଇଥିବାବେଳେ ବିଜେପିକୁ ଚ୍ୟାଲେଞ୍ଜ ଦେବାକୁ ସମର୍ଥ ହେବେ କି ଇକ୍ରା ?
ସାଧାରଣ ସଭାରେ ସମ୍ବୋଧିତ କରିବା ପରେ ଏହି ଦିବ୍ୟ ମୁହୂର୍ତ୍ତକୁ ଦେଖିବା ସୌଭାଗ୍ୟ ମୋତେ ପ୍ରାପ୍ତ ହେଲା ବୋଲି କହିଲେ ମୋଦି ।
ଅଭିଯୁକ୍ତ ମୁକେଶ ଏକ ଅଟୋକୁ ଜୋର୍ ଜବରଦସ୍ତ ଅଟକାଇ ଏହା ଭିତରେ ବସିଥିଲା। ସେ ଡ୍ରାଇଭରକୁ ଗୁଳିମାରିବା ପାଇଁ ଧମକ ଦେବା ପରେ ସେ ସେଠାରୁ ଡେଇଁ ପଳାଇଥିଲା। ଏହା ପରେ ଅଟୋ-ରିକ୍ସା ଭିତରେ ବସି ମୁକେଶ ନିଜେ ନିଜ ମୁଣ୍ଡକୁ ଗୁଳି ଚଳାଇଥିଲା।
ସମସ୍ତେ ୟୁପିଏସସି ପରୀକ୍ଷାର୍ଥୀଙ୍କ ବ୍ୟକ୍ତିଗତ ଓ ଶିକ୍ଷାଗତ ଯୋଗ୍ୟତା ଆଦି ଜାଣିବା ପାଇଁ ବେଶ୍ ଆଗ୍ରହ ପ୍ରକାଶ କରନ୍ତି। ତେବେ ଆସନ୍ତୁ ଜାଣିବା ଟପ୍ ୫ରେ ଥିବା ଟପ୍ପରଙ୍କ ବିଷୟରେ।
ଦାଉ ସାଧୁଛି ଖରା । ଦିନକୁ ଦିନ ବଢ଼ିଚାଲିଛି ଦିନ ତାପମାତ୍ରା । ପୂରା ଦେଶରେ ଜାରି ରହିଛି ଗ୍ରୀଷ୍ମ ଲହର.. ଆଉଟୁପାଉଟୁ ହେଉଛନ୍ତି ସାଧାରଣ ଲୋକେ । ଏପରି ସ୍ଥଳରେ ଗ୍ରୀଷ୍ମ ଦାଉରୁ ଲୋକଙ୍କୁ ସୁରକ୍ଷା ଦେବାକୁ ସରକାର ଅନେକ ନିୟମ କରୁଛନ୍ତି ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୧୩୦ ଟଙ୍କା ହୋଇଛି।
ବାଳକ ରାମଙ୍କ ମସ୍ତକରେ ଶୋଭା ପାଇଲା ସୂର୍ଯ୍ୟ ତିଳକ ।
ରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ୍ ମିଡିଆ ଏକ୍ସରେ ସେ ରାମ ନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ଏହି ପବିତ୍ରପର୍ବ ସତ୍ୟ ଓ ଧର୍ମ ମାର୍ଗରେ ଚାଲିବାର ବାର୍ତ୍ତା ଦେଇଥାଏ।
ଆଜି ପବିତ୍ର ରାମ ନବମୀ । ଚଳଚଞ୍ଚଳ ଅଯୋଧ୍ୟା । ବାଲକରାମଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଲାଗି ପାଳନ ହେବ ରାମ ନବମୀ । ରାମ ଲାଲାଙ୍କ ଦର୍ଶନ ଲାଗି ଜମୁଛି ପ୍ରବଳ ଭିଡ । ସୁନ୍ଦର ଆଲୋକମାଳରେ ସଜେଇ ହୋଇଛି ରାମ ମନ୍ଦିର ।
ସୁକମା ଜିଲ୍ଲାରେ ମୋଟ୍ ୪୨ଟି ପୋଲିଂ ଟିମ୍ ପାଇଁ ହେଲିକପଟର ବ୍ୟବସ୍ଥା କରାଯାଇଛି। ତାମଧ୍ୟରୁ ଆଜି ୨୭ଟି ଟିମ୍ ହେଲିକପଟରରେ ଯାଇଥିବାବେଳେ ବଳକା ଟିମ୍ ଆସନ୍ତାକାଲି ଯିବେ।
ଆଖି ତରାଟି ଗଲା ଭଳି ତଥ୍ୟ । ଖବର ପୁରା ଚମକାଇଦେଲା ଭଳି । ମୂଳରୁ ମତଦାନ ଆରମ୍ଭ ହୋଇନି, ଏଣେ ନିର୍ବାଚନ ବେଳର ଗତ ଦେଢ଼ ମାସ ଭିତରେ ଦେଶ ବ୍ୟାପୀ ଚଢ଼ଉ କରି ୪ହଜାର ୬୫୮କୋଟି ଟଙ୍କା ମୂଲ୍ୟର ଭିନ୍ନ ଭିନ୍ନ ଉପହାର ସାମଗ୍ରୀ ଜବତ କରିସାରିଲେଣି ଭାରତୀୟ ନିର୍ବାଚନ କମିଶନ ।
ଆମେ ସାର୍ବଜନୀନ କ୍ଷମାପ୍ରାର୍ଥନା ପାଇଁ ପ୍ରସ୍ତୁତ ବୋଲି ମଧ୍ୟ କହିଥିଲେ ସେମାନଙ୍କ ଓକିଲ । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଏପ୍ରିଲ ୨୩ରେ ହେବ।
ଏଥର ଦେଶରେ ୭ ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ହେଉଛି । ମୂଳରୁ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇନି, ଏଣେ ସାରା ଦେଶରୁ ଜବତ ହେଲାଣି ୪ ହଜାର ୬୫୮ କୋଟି ମୂଲ୍ୟର ବିଭିନ୍ନ ଉପହାର ସାମଗ୍ରୀ । ଯାହାକି ୭୫ବର୍ଷର ଲୋକସଭା ନିର୍ବାଚନ ଇତିହାସରେ ସର୍ବାଧିକ ।
ଆଜି ପ୍ରକାଶ ପାଇଛି UPSC ୨୦୨୩ ପରୀକ୍ଷା ଫଳ । ଓଡ଼ିଶା ପୁଅ ଅନିମେଶ ପ୍ରଧାନ ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ଏହା ସହ ଆଦିତ୍ୟ ଶ୍ରୀବାସ୍ତବ ପୂରା ଦେଶରେ ଟପ୍ପର ହୋଇଛନ୍ତି ।
ଭୟାନକ ଘଟଣା...ବିବାହ ସମୟରେ ଘଟିଲା ବଡ଼ ଅଘଟଣ । ମୁଣ୍ତ ଉପରେ ବାଣ ରଖି ଫୁଟାଇବା ପଡ଼ିଲା ମହଙ୍ଗା ।
ରାମନବମୀରେ ମନ୍ଦିର ଗର୍ଭଗୃହକୁ ଉଦ୍ଭାସିତ କରିବ ଆସ୍ଥା, କଳ୍ପନା ଓ ବିଜ୍ଞାନର ଅଭୂତପୂର୍ବ ସମ୍ମିଶ୍ରଣ । ଏଥିପାଇଁ ରାମ ମନ୍ଦିରରେ ସୂର୍ଯ୍ୟ ତିଳକ ପ୍ରକ୍ରିୟାର ଟ୍ରାଏଲ୍ ବା ପୂର୍ବାଭ୍ୟାସ କରି ସାରିଛନ୍ତି ସେଣ୍ଟ୍ରାଲ୍ ବିଲ୍ଡିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ (CBRI) ରୁରକିର ବୈଜ୍ଞାନିକ ଟିମ୍ । ତେବେ ସବୁଠାରୁ ବଡ଼ କଥା ହେଉଛି ବିନା ବିଜୁଳି ଓ ବ୍ୟାଟେରୀରେ ହେବ ସୂର୍ଯ୍ୟ ତିଳକ । ଜାଣନ୍ତୁ କେମିତି...
ନକ୍ସଲଙ୍କ ପାଲଟା ଆକ୍ରମଣରେ ୩ ଯବାନ ଆହତ ହୋଇଥିବା ସୂଚନା ରହିଛି ।
ଘୋଷଣା ହୋଇଛି ୟୁପିଏସସି ଫଳାଫଳ । ଏଥିରେ AIR ୧ ରାଙ୍କ ପାଇଛନ୍ତି ଆଦିତ୍ୟ ଶ୍ରୀବାସ୍ତବ । ଆଉ ଏହା ଜାଣିବା ପରେ ତାଙ୍କର ପ୍ରତିକ୍ରିୟା ଦେଖିବା ଭଳି ଥିଲା । ଏପରି ଏକ ଭିଡିଓ ବର୍ତ୍ତମାନ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି ।
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାବେଳେ ଅନେକ ମାନ୍ୟଗଣ ବ୍ୟକ୍ତି ଉତ୍ସବରେ ସାମିଲ ହୋଇଥିଲେ। କିନ୍ତୁ ରାମନବମୀ ଅବସରରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଏହା ଉପରେ ରୋକ୍ ଲଗାଯାଇଛି।
ବିହାର ପାଟନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ଦୁର୍ଘଟଣାରେ ସାତଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିହାରର ପାଟନାରେ ଏକ ଅଟୋରିକ୍ସା ବୁଲଡୋଜର ସହ ଧକ୍କା ହେବା ଫଳରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ଘଟିଛି ।
ପ୍ରକାଶ ପାଇଛି UPSC ୨୦୨୩ ପରୀକ୍ଷା ଫଳ । ଓଡ଼ିଶା ପୁଅ ଅନିମେଶ ପ୍ରଧାନ ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ଏହା ସହ ଆଦିତ୍ୟ ଶ୍ରୀବାସ୍ତବ ପୂରା ଦେଶରେ ଟପ୍ପର ହୋଇଛନ୍ତି ।
ବାବା ରାମଦେବଙ୍କ ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ । ଔଷଧୀୟ ଦ୍ରବ୍ୟର ବିଜ୍ଞାପନ ସଂପର୍କରେ ପତଞ୍ଜଳି ଆୟୁର୍ବେଦ ବିରୋଧରେ ହୋଇଥିବା ମାମଲାର ଶୁଣାଣି ବେଳେ ଯୋଗ ଗୁରୁଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୧୩୦ ଟଙ୍କା ହୋଇଛି।
ରନ୍ ବାହାଦୂରଙ୍କର ପରିବାରରେ ମୋଟ ୧୨୦୦ରୁ ଅଧିକ ସଦସ୍ୟ ରହିଛନ୍ତି । ତାଙ୍କ ପୂର୍ବଜଙ୍କର ପ୍ରାୟ ୩୦୦ ପରିବାର ସୋନୀତପୁର ସଂସଦୀୟ ନିର୍ବାଚନମଣ୍ଡଳୀର ଫୁଲୋଗୁରୀ ନେପାଳୀ ପାମ ଅଞ୍ଚଳରେ ବାସ କରନ୍ତି।