ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କଲା ପୋଲିସ୍ । ମେଡିକାଲ କଲେଜ ବାହାରେ ବ୍ୟାପକ ଫୋର୍ସ ମୁତୟନ ।
୨୦୧୪ରୁ ୨୦୨୪ ପର୍ଯ୍ୟନ୍ତ ପ୍ରତି ବର୍ଷ ଭିନ୍ନ ଭିନ୍ନ ପଗଡ଼ି ପିନ୍ଧିଥିବାର ନଜର ଆସିଥାନ୍ତି । ଏ ବର୍ଷ ମଧ୍ୟ ଭିନ୍ନ ଏକ ଅନ୍ଦାଜରେ ନଜର ଆସିଛନ୍ତି ମୋଦି ।
ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୩୬ ଅଲିମ୍ପିକ୍ସ ଭାରତରେ ଆୟୋଜନ କରିବା ଆମର ଲକ୍ଷ୍ୟ ।
ଲଗାତାର ୧୧ ଥର ପାଇଁ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଆଜିର ଦିନରେ ଦେଶ ବିଭାଜନ ହୋଇଥିଲା, ସେ କ୍ଷତ ମନରୁ ଲିଭିନି । ନିକଟରେ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ଶେଷ ହୋଇଛି । ଏଥିପାଇଁ ମତଦାତା, ସୁରକ୍ଷାକର୍ମୀ, ନିର୍ବାଚନ କମିଶନ ପ୍ରଶଂସାର ପାତ୍ର ବୋଲି ସେ କହିଛନ୍ତି ।
ଚୋରି ହୋଇଗଲା ରାମ ଜନ୍ମଭୂମିର ଶୋଭା ବଢ଼ାଉ ଥିବା ଆଲୋକ । ୫୦ ଲକ୍ଷ ଟଙ୍କାର ଆଲୋକ ଚୋରି କରିନେଲେ ଦୁର୍ବୃତ୍ତ । ବାମ୍ବୋ ଲାଇଟ୍ ଓ ପ୍ରୋଜେକ୍ଟର ଲାଇଟ ଲୁଟି ନେଲେ ।
ଜମ୍ମୁ କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ବଡ଼ ଅଘଟଣ । ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ବେଳେ ୪୮ ରାଷ୍ଟ୍ରୀୟ ରାଇଫଲର ଜଣେ କ୍ୟାପଟେନ ସହିଦ୍ ହୋଇଥିବା ସୂଚନା ମିଳିଛି।
କୋର୍ଟ ଶୁଣାଇଲେ ରସୁଣ ରାୟ । ମସଲା ନା ପରିବା ନେଇ ହେଉଥିଲା ବିବାଦ ।
ଦେଶ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବାରୁ ଗାଡ଼ିରୁ ଓହ୍ଲାଇଦେଲେ ଡ୍ରାଇଭର । ଅଧରାତିରେ ପ୍ରେମୀଯୁଗଳ ହଟହଟ୍ଟା ।
ଆସନ୍ତାକାଲି ୭୮ତମ ସ୍ବାଧୀନତା ଦିବସ ପାଳିବ ଦେଶ । ଏନେଇ ପୋଲିସ ପଦକ ଘୋଷଣା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ । ସାହାସିକତା ଓ ବିଶିଷ୍ଟ ସେବା ପାଇଁ ମୋଟ ୧୦୩୭ଜଣଙ୍କୁ ପୋଲିସ ମେଡାଲ ପ୍ରଦାନ କରାଯିବ ।
୨୦୩୬ ସୁଦ୍ଧା ଭାରତ ଜନସଂଖ୍ୟା ୧୫୨ କୋଟିକୁ ଟପିପାରେ । କମିବେ ଶିଶୁ, ବଢ଼ିବେ ବୃଦ୍ଧ । କେନ୍ଦ୍ର ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରାଳୟର ରିପୋର୍ଟ ।
କୋଲକାତାରେ ପହଞ୍ଚିଲା CBIର ସ୍ପେଶାଲ ଟିମ । ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ କରିବ ସିବିଆଇ ।
ମଦୁଆ ସ୍ୱାମୀର ନାରକୀୟ କାଣ୍ଡ । ସ୍ତ୍ରୀକୁ ବାଇକ ପଛରେ ବାନ୍ଧି ଗାଁ ସାରା ଘୋଷାଡ଼ି ଘୋଷାଡ଼ି ନେଲା ସ୍ୱାମୀ ।
ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ସସ୍ପେଣ୍ଡ । ଦେଢ ବର୍ଷ ପାଇଁ ସସ୍ପେଣ୍ଡ କଲା ବିଶ୍ବ ବ୍ୟାଡ୍ମିଣ୍ଟନ ଫେଡେରେସନ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଛି ଲେଖିଛି ଇଣ୍ଡିଆନ ମେଡିକାଲ ଆସୋସିଏସନ । ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି IMA ।
ଗାର୍ଲସ୍ ୱାଶରୁମ୍ରେ ମୋବାଇଲ୍ ଫୋନ୍ ରଖି କରୁଥିଲେ ଭିଡ଼ିଓ ରେକର୍ଡିଂ । ଶୈଚାଳୟର ଡଷ୍ଟବିନ୍ ଭିତରେ ମୋବାଇଲ୍ ଫୋନ୍ ଲୁଚାଇ ରଖି କରୁଥିଲେ ଭିଡ଼ିଓ ରେକର୍ଡିଂ ।
ବାଂଲାଦେଶୀ ସନ୍ଦେହରେ ବେଙ୍ଗଲ ଶ୍ରମିକଙ୍କ ଉପରେ ଅତ୍ୟାଚାର ଅଭିଯୋଗ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଫୋନ୍ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ତେଜୁଛି ଆନ୍ଦୋଳନ।
ମନ୍ଦିରରେ ଘଟିଲା ବଡ଼ ଅଘଟଣ । ଚାଲିଗଲା ଜୀବନ । ମହାଦେବଙ୍କୁ ଜଳଲାଗି ହେଲା ଜୀବନର ଶେଷଯାତ୍ରା । ଏମିତି ଦୁଃଖ ଘଟଣା ଘଟିଛି ବିହାର ଜେହନାବାଦ ଜିଲ୍ଲାର ଏକ ସିଦ୍ଧେଶ୍ୱର ମନ୍ଦିରରେ ।
ବାଂଲାଦେଶରେ ଲାଗି ରହିଥିବା ହିଂସା ଓ ଅସ୍ଥିରତା ପରେ ଦେଶ ତଥା ରାଜ୍ୟକୁ ବଢୁଛି ଅନୁପ୍ରବେଶ ଚିନ୍ତା । ବିଶେଷକରି ପଶ୍ଚିମବଙ୍ଗ ସୀମା ଦେଇ ପଡ଼ୋଶୀ ଦେଶର ବହୁ ନାଗରିକ ଭାରତ ଆସିବାକୁ ଉଦ୍ୟମ କରୁଥିବାରୁ ସୀମାରେ ଶକ୍ତ ତାରବାଡ଼ ସଙ୍ଗକୁ ସଜାଗ ସୀମା ସୁରକ୍ଷା ବାହିନୀ।
ବାଂଲାଦେଶରେ ଲାଗି ରହିଥିବା ହିଂସା ଓ ଅସ୍ଥିରତା ପରେ ଦେଶ ତଥା ରାଜ୍ୟକୁ ବଢୁଛି ଅନୁପ୍ରବେଶ ଚିନ୍ତା । ବିଶେଷକରି ପଶ୍ଚିମବଙ୍ଗ ସୀମା ଦେଇ ପଡ଼ୋଶୀ ଦେଶର ବହୁ ନାଗରିକ ଭାରତ ଆସିବାକୁ ଉଦ୍ୟମ କରୁଥିବାରୁ ସୀମାରେ ଶକ୍ତ ତାରବାଡ଼ ସଙ୍ଗକୁ ସଜାଗ ସୀମା ସୁରକ୍ଷା ବାହିନୀ।
କେରଳ ୱାୟନାଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୁଲି ଦେଖିଲେ ପ୍ରଳୟର କ୍ଷତଚିହ୍ନ। ଭୂସ୍ଖଳନରେ ଛାରଖାର ହୋଇଥିବା ଅଞ୍ଚଳରେ ସ୍ଥିତି ପରଖିଛନ୍ତି।
ଭୂସ୍ଖଳନ ଦ୍ୱାରା ପ୍ରଭାବିତ ଅଞ୍ଚଳର ଉଦ୍ଧାର କାର୍ଯ୍ୟର କରିବେ ଅନୁଧ୍ୟାନ । ରିଲିଫ୍ କ୍ୟାମ୍ପ୍ ଓ ହସ୍ପିଟାଲରେ ମୃତାହତଙ୍କ ପରିବାରକୁ ଭେଟିବେ ।
ବର୍ତ୍ତମାନ ସୁଦ୍ଧା ଭାରତକୁ ମିଳିଛି ୫ ବ୍ରୋଞ୍ଜ, ଗୋଟିଏ ସିଲଭର । ଅମନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
କଥା କଟାକଟି ହେଲେ ଜୟା ବଚ୍ଚନ ଓ ଉପରାଷ୍ଟ୍ରପତି । ରାଜ୍ୟସଭାରେ ସାଂସଦ ଜୟା ବଚ୍ଚନଙ୍କ ଉପରେ ତାତିଲେ ଉପରାଷ୍ଟ୍ରପତି ତଥା ଗୃହର ଅଧ୍ୟକ୍ଷ ଜଗଦୀପ ଧନକଡ ।