• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Fraud Call
+92 ରୁ କଲ ଆସିଲେ ସାବଧାନ, ଏହା ପାକିସ୍ତାନୀ କୋଡ୍‌ !

ସେମାନଙ୍କ ମୁଖ୍ୟ ଉଦ୍ଦେଶ୍ୟ ହେଉଛି କେବଳ ଲୋକମାନଙ୍କୁ ଠକିବା । ତେଣୁ ବିଦେଶୀ ନମ୍ବରରୁ ଆସୁଥିବା କଲ୍‌ ନଉଠାଇବାକୁ ଟେଲିକମ୍ ବିଭାଗ କହିଛି ।

Cake
ଜନ୍ମଦିନର ଖୁସି ନୋହିଲା, କେକ୍ ଖାଇ ୧୦ ବର୍ଷର ଝିଅ ମୃତ

ବିଷ ହେଲା ବାର୍ଥ ଡେ' କେକ୍ । ଜନ୍ମ ଦିନରେ କେକ୍ ଖାଇ ୧୦ ବର୍ଷର ଝିଅ ମୃତ । ଏଭଳି ଅଭାବନୀୟ ଓ ଦୁଃଖଦ ଘଟଣା ଘଟିଛି ପଞ୍ଜାବରେ ।

Russia
ପତ୍ନୀ ଓ ଚାକିରି ଲୋଭ ଦେଖାଇ ଭାରତୀୟଙ୍କୁ ଋଷ ସେନାରେ କରୁଛନ୍ତି ଭର୍ତ୍ତି !

କରନାଲର ବାସିନ୍ଦା ୨୧ ବର୍ଷିୟ ମୁକେଶ ଏବଂ ୨୪ ବର୍ଷିୟ ସନ୍ନିଙ୍କ ଅଙ୍ଗେଲିଭା କଥା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ।

  • Saturday, 30 March 2024
Kalpana meets Sunita Kerjiwal
ସୁନିତା କେଜ୍ରିୱାଲଙ୍କୁ ଭେଟିଲେ ଜେଲ୍‌ରେ ଥିବା ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କୁ ଆଜି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଭେଟିଛନ୍ତି ।

Air India
ଉଡ଼ାଣରେ ବିଳମ୍ବ କଲା ଏୟାର ଇଣ୍ଡିଆ, ଏବେ ଗ୍ରାହକଙ୍କୁ ଗଣିବ ୮୫ ହଜାର ତଣ୍ଡ

ଅନେକ ଚାକିରିଆ ଓ ବ୍ୟବସାୟୀ ଯାତ୍ରା କରୁଥିଲେ । ଏହି ଘଟଣା ୨୦୧୮ ମସିହାର । ବିମାନଟି ବ୍ୟାଙ୍କକରୁ ମୁମ୍ବାଇ ଅଭିମୁଖେ ଯାଉଥିଲା । 

Ramlalla
ଅସହ୍ୟ ହେଲାଣି ତାତି; ହସ୍ତତନ୍ତ ବୁଣା ମଲମଲ କପଡାରେ ଝଲସିଲେଣି ରାମଲାଲା

ତାପମାତ୍ରାକୁ ଦୃଷ୍ଟିରେ ରଖି ଆଜିଠୁ ରାମଲଲ୍ଲାଙ୍କୁ ଏଭଳି ପରିଧାନରେ ଦେଖିବାକୁ ମିଳିବ।

168 roads closed as snow
କଲବଲ କରୁଛି ତୁଷାରପାତ; ବନ୍ଦ ହେଲା ୧୬୮ଟି ରାସ୍ତା...

ଭାରି ବରଫପାତ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିଛି । ହିମାଚଳ ପ୍ରଦେଶରେ ପ୍ରବଳ ମାତ୍ରାରେ ତୁଷାରପାତ ଯୋଗୁଁ ବିଭିନ୍ନ ରାସ୍ତା ମଧ୍ୟ ବନ୍ଦ ରହିଛି ।

BJP announces manifesto committee
୨୭ ଜଣିଆ ନିର୍ବାଚନ ଇସ୍ତାହାର କମିଟି ଘୋଷଣା କଲା ବିଜେପି

୨୪ ସାଧାରଣ ନିର୍ବାଚନ ପାଇଁ ଇସ୍ତାହାର କମିଟି ଘୋଷଣା କଲା ବିଜେପି । ୨୭ ଜଣିଆ ନିର୍ବାଚନ ଇସ୍ତାହାର କମିଟି ଘୋଷଣା କରିଛି ଦଳ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କମିଟିର ଅଧ୍ୟକ୍ଷ ହୋଇଛନ୍ତି ।

  • Saturday, 30 March 2024
  • BJP
Patna HighCourt
ହାଇକୋର୍ଟଙ୍କ ବଡ଼ ରାୟ; ସ୍ତ୍ରୀକୁ ଭୂତ-ପିଶାଚ କହିବା କ୍ରୁରତା ନୁହେଁ..

ଜଷ୍ଟିସ ବିବେକ ଚୌଧୁରୀଙ୍କ ବେଞ୍ଚ ଏହି ରାୟ ଦେଇଛନ୍ତି। ପାଟନା ହାଇକୋର୍ଟ ନାଲନ୍ଦା ମାଜେଷ୍ଟ୍ରିଆଲ କୋର୍ଟର ନିଷ୍ପତ୍ତିକୁ ରଦ୍ଦ କରିଦେଇଛନ୍ତି।

Arvind Kejriwal
ଆଉ ଜଣେ ଆପ୍‌ ନେତା କୈଳାଶ ଗେହଲଟ EDରେ ହାଜର !

ଇଡି ଅଭିଯୋଗ କରିଛି ଯେ ୨୦୨୧-୨୨ରେ ଗେହଲଟ ବାରମ୍ବାର ମୋବାଇଲ୍ ନମ୍ବର ପରିବର୍ତ୍ତନ କରିଥିଲେ।

Tax Notice
ପ୍ୟାନ କାର୍ଡର ଅପବ୍ୟବହାର, କଲେଜ ପଢ଼ୁଆ ଛାତ୍ରଙ୍କୁ ଆସିଲା ଆୟକର ନୋଟିସ

ଟିକସ ଫାଙ୍କିବା ଅଭିଯୋଗରେ କଲେଜ ଛାତ୍ରଙ୍କୁ ନୋଟିସ । ଚାକିରି ନଥିବା ବେଳେ ଟିକସ ପାଇଁ କିପରି ନୋଟିସ ଆସିଲା ତାହାକୁ ନେଇ ଆଶ୍ଚର୍ଯ୍ୟ ହୋଇ ପଡ଼ିଛନ୍ତି ଛାତ୍ରଜଣକ । ଘଟଣାଟି ଘଟିଛି ମଧ୍ୟପ୍ରଦେଶର ଗ୍ୱାଲିଅର ଜିଲ୍ଲାରେ ।

Bharat Ratna Award
ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ସମାରୋହ; ମରଣୋତ୍ତର ଭାବେ ୪ ଜଣଙ୍କୁ ଭାରତରତ୍ନ ପ୍ରଦାନ

ଚଳିତ ବର୍ଷ ଭାରତ ରତ୍ନ ସମ୍ମାନ ପାଇଁ ପାଞ୍ଚ ଜଣଙ୍କ ନାମ ଘୋଷଣା ହୋଇଥିବା ବେଳେ ଆଜି ୪ ଜଣଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି।

Gas Cylinder Blast
ଚା’ ତିଆରି ବେଳେ ସିଲିଣ୍ତରରେ ଲାଗିଲା ନିଆଁ; ଜୀଅନ୍ତା ଜଳିଗଲେ ମା’ ଓ ୩ ଶିଶୁ

ମହିଳା ଜଣକ ଘରେ ଚା’ ଓ ଜଳଖିଆ ତିଆରି କରିବା ବେଳେ ହଠାତ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା କାରଣରୁ ଭୟଙ୍କର ବିସ୍ଫୋରଣ ହୋଇଥିଲା।

Cafe Blast
ରାମେଶ୍ୱରମ କାଫେ ବିସ୍ଫୋରଣ: ୨ ଅଭିଯୁକ୍ତଙ୍କୁ ଧରାଇଲେ ମିଳିବ ୨୦ ଲକ୍ଷ ଟଙ୍କା ପୁରସ୍କାର

ବେଙ୍ଗାଲୁରୁରେ ରାମେଶ୍ୱରମ କାଫେ ବିସ୍ଫୋରଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା ବା NIA ପକ୍ଷରୁ ପୁରସ୍କାର ଘୋଷଣା । ପ୍ରତ୍ୟେକ ଅଭିଯୁକ୍ତଙ୍କ ପିଛା ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଛି । ଦୁଇ ଅଭିଯୁକ୍ତଙ୍କୁ ଧରାଇ ଦେଲେ ପୁରସ୍କାର ସ୍ୱରୂପ ମିଳିବ ୨୦ ଲକ୍ଷ ଟଙ୍କା ।

Mukhtar Ansari
ମୁଖତାର ଅନସାରୀର ଆଜି ଅନ୍ତିମ ସଂସ୍କାର, ପୂରା ଅଞ୍ଚଳରେ କଡା ସୁରକ୍ଷା

ଗ୍ୟାଙ୍ଗଷ୍ଟାରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀର ଆଜି ଅନ୍ତିମ ସଂସ୍କାର ହେବ । ଉତ୍ତରପ୍ରଦେଶର ଗାଜିପୁରରେ ତାଙ୍କର ଅନ୍ତିମ ସଂସ୍କାର ହେବ ।

Indian Navy
୧୨ ଘଣ୍ଟାର ଅପରେସନ; ଭାରତୀୟ ନୌସେନାର ସଫଳତା, ଆତ୍ମସମର୍ପଣ କଲେ ଲୁଟେରା

୧୨ ଘଣ୍ଟାର ଲମ୍ବା ଅପରେସନ ପରେ ସୋମାଲିଆ ଲୁଟେରାଙ୍କଠୁ ଉଦ୍ଧାର ହେଲେ ୨୩ ପାକିସ୍ତାନୀ ନାଗରିକ । ଆରବ ସାଗରରେ ଇରାନର ଫିସିଂ ଭେସଲ ଅପହରଣ ପରେ କ୍ରୁ ମେମ୍ବରଙ୍କୁ ଉଦ୍ଧାର କରିବା ପାଇଁ ବାହାରିଥିଲା ଭାରତୀୟ ନୌସେନା ।

unemployment in india
ILO ରିପୋର୍ଟ କଲା ଖୁଲାସା, ଭାରତରେ ଅଧିକ ଶିକ୍ଷିତ ହେଲେ ଚାକିରି ମିଳିବା ସମ୍ଭାବନା କମ୍

୧୫-୨୯ ବର୍ଷ ବୟସରେ ବେକାରୀ ହାର ୨୦୦୦ ମସିହାରେ ୮୮.୬ ପ୍ରତିଶତ ଥିବାବେଳେ ୨୦୨୨ ବେଳକୁ ଏହା ହ୍ରାସ ପାଇ ୮୨.୯ ପ୍ରତିଶତ ହୋଇଛି।

Techie turned thief
କୋଭିଡ୍‌ରେ ଚାଲିଗଲା ଚାକିରି, ପାଲଟିଗଲେ ଲାପଟପ୍‌ ଚୋର

ବେଙ୍ଗାଲୁରୁର ପିଜିରୁ ୧୦ ଲକ୍ଷରୁ ଅଧିକ ମୂଲ୍ୟର ୨୪ଟି ଲାପଟପ୍‌ ଚୋରି ଅଭିଯୋଗରେ ୨୬ ବର୍ଷ ବୟସ୍କ ଜଣେ ପୂର୍ବତନ IT କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ୍।

Instagram Reels
ଫ୍ଲାଏ ଓଭର ମଝିରେ ରଖିଲେ ଗାଡ଼ି, ସୁଟିଂ କଲେ ରିଲ୍ସ...କାର୍ଯ୍ୟାନୁଷ୍ଠାନ ଦାବି କଲେ ଲୋକେ

ଏହାରି ମଧ୍ୟରେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଜଣ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ତାଙ୍କ ଗାଡ଼ିକୁ ରାସ୍ତା ମଝିରେ ପାର୍କିଂ କରି ଭିଡିଓ କରୁଛନ୍ତି।

Bhagavat Das
ଭାଇରାଲ ହେଉଛନ୍ତି ଶ୍ରୀକୃଷ୍ଣଙ୍କ କୁନି ଭକ୍ତ; ଜାଣନ୍ତୁ କିଏ ଏହି ଭାଗବତ, ମାତ୍ର ୪ ବର୍ଷ ବୟସରେ କେମିତି ଶିଖିଲେ ଶ୍ଳୋକ ? 

ଭାଗବତ ଦାସ ବ୍ରହ୍ମଚାରୀ । ବୟସ ବେଶି ନୁହେଁ, ଏଇ ମାତ୍ର ୪ ବର୍ଷ । ହେଲେ ଏବେ ସବୁଠି ସେ ପରିଚିତ । ଏକ ଘରୋଇ ଟଭି ଚ୍ୟାନେଲର ରିଆଲିଟି ସୋ’ରୁ ଦର୍ଶକଙ୍କ ନଜରକୁ ଆସିଥିବା ଭାଗବତ ଏବେ ସବୁଠି ଚର୍ଚ୍ଚାରେ ।

PM Modi tells Bill Gates about AI
ଡିପଫେକ୍‌ ରୋକିବାକୁ ବିଲ୍‌ ଗେଟସ୍‌ଙ୍କୁ ମୋଦିଙ୍କ ପ୍ରସ୍ତାବ; କହିଲେ, AI କଣ୍ଟେଣ୍ଟରେ ୱାଟରମାର୍କ ରହୁ..

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟସ୍‌ଙ୍କ ମଧ୍ୟରେ ଏକ ଆଲୋଚନା ହୋଇଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI)ର ବ୍ୟବହାରଠୁ ନେଇ ସ୍ୱାସ୍ଥ୍ୟ, ଜଳବାୟୁ ପରିବର୍ତ୍ତନ ଏବଂ ମହିଳା ସଶକ୍ତିକରଣ ଉପରେ ଚର୍ଚ୍ଚା କରିଛନ୍ତି ମୋଦି-ବିଲ୍‌ ଗେଟସ୍‌।

Madhya Pradesh HighCourt
ସ୍ତ୍ରୀର ପରକୀୟା ସମ୍ପର୍କ ଥିଲେ ସ୍ୱାମୀଠୁ ଦାବି କରିପାରିବେନି ଭରଣପୋଷଣ

ଛାଡ଼ପତ୍ର ପରେ ସ୍ତ୍ରୀର ପରକୀୟା ସମ୍ପର୍କ ଥିଲେ ଦେବାକୁ ପଡ଼ିବନି ଭରଣପୋଷଣ ଟଙ୍କା। ଏକ ମାମଲାର ଶୁଣାଣି ବେଳେ ଏହି ରାୟ ଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ ବିଚାରପତି ପ୍ରକାଶ ଚନ୍ଦ୍ର ଗୁପ୍ତା।

Gold Price Today
Gold Price Today 29th March 2024: ସୁନା ଦରରେ ଲାଗୁନି ରୋକ୍, ୬୩ ହଜାର ଛୁଇଁଲା

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୮,୩୧୦ ଟଙ୍କା ହୋଇଛି।

 taxi rolls down gorge
ବାଟରେ ଜଗିଥିଲା ଯମ; ଖାଇକୁ ଖସିଲା ଟ୍ୟାକ୍ସି, ଆଖିବୁଜିଲେ ୧୦ଯାତ୍ରୀ

ଜମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଲାଗି ରହିଛି। ଏହାରି ଭିତରେ ଉଦ୍ଧାରକାରୀ ଟିମ୍ ସମସ୍ତ ମୃତଦେହ ଉଦ୍ଧାର କରିଛନ୍ତି। ମୃତକଙ୍କ ମଧ୍ୟରୁ ୨ଜଣଙ୍କର ପରିଚୟ ସ୍ପଷ୍ଟ ହୋଇଛି।

Mukhtar Ansari
ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ

ଗତ ୧୩ରେ ଅନସାରୀଙ୍କୁ ଆଜୀବନ ସଜା ଶୁଣାଇଥିଲେ କୋର୍ଟ । ମିଥ୍ୟା ଅସ୍ତ୍ରଶସ୍ତ୍ର ଲାଇସେନ୍ସ ମାମଲାରେ ଦଣ୍ଡାଦେଶ ହୋଇଥିଲା ।

  • Thursday, 28 March 2024