ନୁଆଦିଲ୍ଲୀ/ଭୁବନେଶ୍ୱର: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଆଜି ୧୪୪ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ଆଜିର ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି। ଏହା ସହ ସାରା ଦେଶରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଗୁଜରାଟର କେୱଡିୟାରେ ଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍ଙ୍କ STATUE OF UNITYକୁ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାପରେ କେୱଡିୟାରେ ଆୟୋଜିତ ସାସ୍କୃତିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହୋଇଥିଲେ। […]
ଭୁବନେଶ୍ୱର/ପୁଣେ: ଦିନକୁ ଦିନ ବଢ଼ି ଚାଲିଥିଲା ସ୍ୱାମୀଙ୍କ ନିର୍ଯାତନା ଓ ଅକଥନୀୟ ଅତ୍ୟାଚାର। ଶେଷରେ ଦୁଇଟି ଛୋଟ ଛୁଆଙ୍କୁ ମା’ ଛେଉଣ୍ଡ କରି ଜୀବନ ହାରିଲେ ମହିଳା। ଦୁଇ କୋମଳମତି ଶିଶୁ କିଛି ବୁଝିବା ଆଗରୁ ମା’ଙ୍କୁ ହରାଇ ସାରିଥିଲେ। ଘଟଣା ଘଟିଛି ମହାରାଷ୍ଟ୍ରର ପୁଣେରେ। ମୃତ ମହିଳାଙ୍କ ଘର କଟକ ଜିଲ୍ଲା ଖୁଣ୍ଟୁଣୀ ଅଞ୍ଚଳରେ ବୋଲି ଜଣାପଡ଼ିଛି। ତାଙ୍କ ନାଁ ରଶ୍ମିତା ଦାସ। ତାଙ୍କର ଏକ ୧୦ ମାସର ପୁଅ ଓ ୬ ବର୍ଷର ଝିଅ […]
ପାଟନା: ଖୋଲା ପଡ଼ିଆରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ। ଯିଏ ଯେଉଁଠି ପାଇଲା ସେଇଠି ବସି ପରୀକ୍ଷା ଦେଲା। ଖାଲି ଏତିକି ନୁହେଁ ଖୁଲମ୍ଖୁଲା କପି ବି ଚାଲିଥିଲା। ଏଭଳି କିଛି ଦୃଶ୍ୟ ଗତକାଲି ବିହାରର ବେଟିହାରେ ଦେଖିବାକୁ ମିଳିଥିଲା। ରାମ ଲଖନ ସିଂହ ଯାଦବ କଲେଜ (ଆର୍ଏଲ୍ଏସ୍ୱାଇ) ପରିସରରେ ଥିବା କରିଡର୍ ଓ ଖୋଲା ପଡ଼ିଆରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଥିଲା। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଗତକାଲି ଏହି କଲେଜକୁ ଛାତ୍ରଛାତ୍ରୀମାନେ ଆସିଥିଲେ। ହେଲେ ଅଧିକ […]
ଜୟପୁର: କୁହାଯାଏ ଯେ ପାଦେ ପାଦେ ମୃତ୍ୟୁର ଭୟ ଥାଏ। କେତେବେଳେ ଯେ ଅଘଟଣ ଘଟିପାରେ ତାହା କେହି କହିପାରିବେ ନାହିଁ। ଏମତି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ରାଜସ୍ଥାନର ସିରୋହୀରେ। ଜଣେ ବ୍ୟକ୍ତି ରାସ୍ତାରେ ଯାଉଥିବାବେଳେ ହଠାତ୍ ତାଙ୍କ ସହ ଏମିତି କିଛି ଘଟିଲା ଆପଣ ବି ଜାଣିଲେ ବିଶ୍ୱାସ କରିପାରିବେ ନାହିଁ। ସିରୋହୀର ଫୁଟ୍ପାଥ୍ରେ ଜଣେ ବ୍ୟକ୍ତି ଚାଲି ଚାଲି ଯାଉଥିବା ବେଳେ ହଠାତ୍ ତାଙ୍କ ପାଦ ତଳୁ ମାଟି ଖସି ଯାଇଥିଲା […]
ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି। ଏଥିପାଇଁ ଗାଁରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ଲୋକେ ସେମାନଙ୍କ ଘର ଗୁଡ଼ିକୁ ଲିଚୁ ମାଳ ଓ ବିଭିନ୍ନ ପ୍ରକାର ଲାଇଟ୍ରେ ସଜାଇଛନ୍ତି। ଏଥିସହ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡ଼ିକୁ ମଧ୍ୟ ସୁନ୍ଦର ଆଲୋକମାଳାରେ ସଜାଯାଇଛି। ତେବେ ଦୁଇ ଦିନର ଲଗାଣ ବର୍ଷା ଯୋଗୁ ବାଣ ବ୍ୟବସାୟ ମାନ୍ଦା ପଡ଼ିଥିବା ବେଳେ ଗତକାଲିଠାରୁ ବାଣ ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଭୁବନେଶ୍ୱରରେ ପ୍ରାୟ ୩୦୦ ଦୋକାନୀଙ୍କୁ ବାଣ […]
ନୂଆଦିଲ୍ଲୀ: ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟ ସାଇକ୍ଲୋନିକ ଷ୍ଟର୍ମ(ଘୂର୍ଣ୍ଣିଝଡ଼) ‘କ୍ୟାର’ ଭୟଙ୍କର ରୂପ ନେଉଛି। ବାତ୍ୟା ‘କ୍ୟାର’ ଏବେ ଏକ୍ସଟ୍ରିମ୍ଲି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇଛି। ଓଡ଼ିଶାକୁ ବାତ୍ୟା ଭୟ ନାହିଁ ପାଣିପାଗ ବିଭାଗ ସ୍ପଷ୍ଟ କରିସାରିଛି। ହେଲେ ଏହାର ପ୍ରଭାବ ଗୋଆ ଏବଂ କର୍ଣ୍ଣାଟକ ଉପରେ ରହିଛି। ଏବେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଘଣ୍ଟାକୁ ୯ କିଲୋମିଟର ବେଗରେ ଏହା ଗତି କରୁଥିବା ଭାରତୀୟ ପାଣିପାଗ ବିଭାଗ […]
ନୂଆଦିଲ୍ଲୀ: କଥାରେ ଅଛି ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଆରିଜୋନାର ଫୋନିକ୍ସରେ। ଏଠାରେ ଏକ ବ୍ୟସ୍ତବହୁଳ ସଡ଼କରେ ଏଭଳି ଏକ ଘଟଣା ଘଟିଛି ଯାହାକୁ ଦେଖିଲେ ଆପଣଙ୍କ ଲୋମ ଟାଙ୍କୁରି ଉଠିବ। ମୃତ୍ୟୁ ଦୂତ ସାଜି ଆସିଥିବା ଏକ ଜିପ୍ ସହ ଧକ୍କା ହୋଇ କିଭଳି ଭାବରେ ଅନ୍ୟ ଏକ କାର୍ ଦେବଦୂତ ସାଜି ଲୋକଙ୍କ ଜୀବନ ବଞ୍ଚାଇଲା, ଯାହାର ଭିଡିଓକୁ ଦେଖିଲେ ଆପଣ ବି କିଛି […]
ଇସଲାମାବାଦ: ପପୁଲାର୍ ଟିକ୍ଟକ୍ ଷ୍ଟାର୍ ହରୀମ ଶାହଙ୍କ ଭିଡିଓକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ହରୀମଙ୍କୁ ପାକିସ୍ତାନର ବିଦେଶ ମନ୍ତ୍ରାଳୟ ଅଫିସର ଏକ କନ୍ଫରେନ୍ସ ରୁମ୍ ଭିତରେ ଟିକ୍ଟକ୍ କରୁଥିବା ଦେଖିବାକୁ ମିଳିଛି। ସୋଶାଲ୍ ମିଡିଆରେ ଏହାର ଭିଡିଓ ଭାଇରାଲ ହେବାପରେ ଲୋକମାନେ ତାଙ୍କୁ ଖୁବ୍ ସମାଲୋଚନା କରିଛନ୍ତି। ଟିକ୍ଟକ୍ରେ ହରୀମଙ୍କ ଲକ୍ଷାଧିକ ଫ୍ୟାନ୍ସ ଅଛନ୍ତି। ସବୁଠାରୁ ବଡ଼ କଥା, ଅଫିସ ଭିତରେ ସେ ଖୁଲମ୍ଖୁଲା ବୁଲୁଥିବା ଭିଡିଓରେ ଦେଖିବାକୁ ମିଳିଛି। ଖାଲି ଏତିକି ନୁହେଁ ଅଫିସର […]
ନୂଆଦିଲ୍ଲୀ: ସବୁ ପ୍ରସଙ୍ଗରେ କଂଗ୍ରେସର ତୁଣ୍ଡ ସାଜି ବିଜେପି ଓ ମୋଦି ସରକାରଙ୍କୁ ଟାର୍ଗେଟ କରୁଥିବା ବରିଷ୍ଠ ରାଜନେତା ରଣଦୀପ ସୂର୍ଯ୍ୟେୱାଲା ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଛନ୍ତି। ଦଳର ବରିଷ୍ଠ ନେତା ତଥା ରାହୁଲ ଗାନ୍ଧିଙ୍କ ସହଯୋଗୀ କୁହାଯାଉଥିବା ସୂର୍ଯ୍ୟେୱାଲାଙ୍କୁ କଂଗ୍ରେସ ହରିଆଣାର କୈଠାଲରୁ ପ୍ରାର୍ଥୀ କରିଥିଲା। ଏଠାରେ ସେ ବିଜୟୀ ହେବେ ବୋଲି ସମସ୍ତେ ଆଶା ମଧ୍ୟ କରିଥିଲେ। ଭୋଟ ଗଣତି ଆରମ୍ଭରୁ ସୂର୍ଯ୍ୟେୱାଲା ଲିଡ୍ କରୁଥିଲେ। ହେଲେ ୫ମ ରାଉଣ୍ଡ ପରେ ସ୍ଥିତି ବଦଳି […]
ନୂଆଦିଲ୍ଲୀ: ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇବା ପୂର୍ବରୁ ହିଁ ବିଜେପି ହରିଆଣାରେ ସରକାର ଗଠନ କରିପାରିବ ନାହିଁ ବୋଲି ଜାଣି ସାରିଲାଣି। ତେବେ ଗୋଟିଏପଟେ ହରିଆଣାରେ ସରକାର ଗଠନ କରିବା ପାଇଁ ବିଜେପି ଜୋରଦାର କସରତ ଚଲାଇ ଥିବାବେଳେ ଅନ୍ୟପକ୍ଷେ ହରିଆଣା ବିଜେପି ମୁଖ୍ୟ ସୁଭାଷ ବରଲା ଇସ୍ତଫା ଘୋଷଣା କରିଛନ୍ତି। ଟ୍ରେଣ୍ଡ ଅନୁଯାୟୀ, ୯୦ଟି ଆସନରୁ ବିଜେପି ୪୦ଟି ଆସନ ମଧ୍ୟରେ ସୀମିତ ରହିବ ବୋଲି ଜଣାପଡ଼ିଛି। ଏଠାରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ […]
ନୂଆଦିଲ୍ଲୀ: ହରିଆଣା ବିଧାନସଭା ନିର୍ବାଚନ ଫଳାଫଳ ପାଖାପାଖି ସ୍ପଷ୍ଟ ହୋଇଯାଇଛି। ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ, ହରିଆଣା ବିଧାନସଭାର ୯୦ଟି ଆସନରୁ ବିଜେପି ୩୭, କଂଗ୍ରେସ ୩୩, ଜେଜେପି ୧୦, ଆଇଏନଏଲଡି ୨ ଓ ଅନ୍ୟାନ୍ୟ ଦଳ ୮ଟି ଆସନରେ ଆଗୁଆ ଅଛନ୍ତି। ତେବେ ହରିଆଣାରେ ବିଜେପିକୁ ଏକ ପ୍ରକାର ଝଟ୍କା ଲାଗିଥିବା କୁହାଯାଉଛି। କାହିଁକି ନା ବିଜେପିର ଅନେକ ମନ୍ତ୍ରୀ ସମେତ ପ୍ରମୁଖ ଚେହେରା ନିର୍ବାଚନ ହାରିଥିବା ଜଣାପଡ଼ିଛି। ହରିଆଣାର ଆଦମପୁରରୁ ଟିକ୍ଟକ୍ରେ ଷ୍ଟାର ବନିଥିବା ସୋନାଲି […]
ନୂଆଦିଲ୍ଲୀ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ମହାରାଷ୍ଟ୍ରରେ ବିଜେପି ଆଗୁଆ ଥିବାବେଳେ ହରିଆଣାରେ ବିଜେପି-କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ହରିଆଣାରେ କାହାକୁ ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ମିଳିବ ନାହିଁ ବୋଲି ଧୀରେଧୀରେ ସ୍ପଷ୍ଟ ହେବାପରେ ଉଭୟ ବିଜେପି-କଂଗ୍ରେସ ସରକାର ଗଠନ କରିବାକୁ ଜୋରଦାର କସରତ ଆରମ୍ଭ କରିଛନ୍ତି। ବିଜେପି ପୁଣିଥରେ ଏଠାରେ […]
ନୂଆଦିଲ୍ଲୀ: ହରିଆଣା ବିଜେପି ହାତରୁ ଖସି ଯିବାର ସମ୍ଭାବନା ସୃଷ୍ଟି ହେବାରୁ ଏବେ ଏହା ଦଳର ନେତୃବୃନ୍ଦଙ୍କୁ ଚିନ୍ତାରେ ପକାଇଛି। କ୍ରମାଗତ ଦ୍ୱିତୀୟଥର ପାଇଁ ବିଜେପି ଏଠାରେ କ୍ଷମତା ଦଖଲ କରିବାକୁ ଲକ୍ଷ୍ୟ ରଖିଥିଲା। ହେଲେ ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ, ହରିଆଣାରେ କୌଣସି ଦଳ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହାସଲ କରିପାରିବେ ନାହିଁ ବୋଲି ସମ୍ଭାବନା ସୃଷ୍ଟି ହୋଇଛି। ଏଭଳି ଟ୍ରେଣ୍ଡକୁ ଦୃଷ୍ଟିରେ ରଖି ଉଭୟ କଂଗ୍ରେସ ଓ ବିଜେପି ସରକାର ଗଠନ ପାଇଁ […]
ନୂଆଦିଲ୍ଲୀ: ହରିଆଣାରେ କାହାକୁ ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ମିଳିବ ନାହିଁ ବୋଲି ଧୀରେଧୀରେ ସ୍ପଷ୍ଟ ହେଉଛି। ଏଥିପାଇଁ ଏବେ ଠାରୁ କଂଗ୍ରେସ ଆଞ୍ଚଳିକ ଦଳଗୁଡ଼ିକୁ ନେଇ ସରକାର ଗଠନ କରିବାକୁ ଉଦ୍ୟମ ଆରମ୍ଭ କରି ଦେଇଛି। ବିଶେଷ କରି ଦୁଷ୍ୟନ୍ତ ଚୌଟାଲାଙ୍କ ଜନନାୟକ ଜନତା ପାର୍ଟି(ଜେଜେପି) ଉପରେ କଂଗ୍ରେସ ଆଖି ପକାଇଛି। ବର୍ତ୍ତମାନର ଟ୍ରେଣ୍ଡିଂ ଅନୁଯାୟୀ, ବିଜେପି ୩୮, କଂଗ୍ରେସ ୨୯, ଜେଜେପି ୧୨, ଆଇଏନଏଲଡି ୨, ବିଏସ୍ପି ୧ ଓ ଅନ୍ୟାନ୍ୟ ଦଳ […]
ନୂଆଦିଲ୍ଲୀ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ମହାରାଷ୍ଟ୍ରରେ ବିଜେପି ଆଗୁଆ ଥିବାବେଳେ ହରିଆଣାରେ ବିଜେପି-କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଲାଟେଷ୍ଟ୍ ଟ୍ରେଣ୍ଡ୍ ଅନୁଯାୟୀ ହରିଆଣାରେ ୯୦ଟି ଆସନରୁ ବିଜେପି ୪୧ଟି ଆସନ, କଂଗ୍ରେସ ୨୯ଟି, ଜନନାୟକ ଜନତା ପାର୍ଟି(ଜେଜେପି) ୧୦ଟି ଆସନ, ଇଣ୍ଡିଆନ୍ ନ୍ୟାସନାଲ୍ ଲୋକ ଦଳ(ଆଇଏନ୍ଏଲ୍ଡି)୧ଟି ଆସନ ଓ ଅନ୍ୟାନ୍ୟ ଦଳ ୯ଟି […]
ନୂଆଦିଲ୍ଲୀ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ଉଭୟ ରାଜ୍ୟରେ ବିଜେପି ଆଗୁଆ ରହିଥିବା ଜଣାପଡ଼ିଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟ୍ ଗଣତିରୁ ମିଳିଥିବା ଲାଟେଷ୍ଟ୍ ଟ୍ରେଣ୍ଡ୍ ଅନୁଯାୟୀ ବିଜେପି ଆଗୁଆ ରହିଛି । ମହାରାଷ୍ଟ୍ର ୨୮୮ଟି ଆସନରୁ ବିଜେପି-ଶିବସେନା ମେଣ୍ଟ ୧୫୫ଟି ଆସନରେ ଆଗୁଆ ଥିବାବେଳେ କଂଗ୍ରେସ-ଏନ୍ସିପି ମେଣ୍ଟ ୭୯ଟି ଆସନରେ, ଭିବିଏ(ଭନ୍ଚିତ୍ ବହଚଜନ ଅଗାଡ଼ୀ) ୨ଟି […]
ନୂଆଦିଲ୍ଲୀ: ଅନେକ ସମୟରେ ସୋଶାଲ ମିଡିଆରେ ଘୃଣା ମନ୍ତବ୍ୟ, ଫେକ୍ ନ୍ୟୁଜ, ଦେଶ ବିରୋଧୀ କାର୍ଯ୍ୟ ଓ ଅନ୍ୟକୁ ଅପମାନିତ କରିବା ଭଳି ମନ୍ତବ୍ୟ ପୋଷ୍ଟ କରାଯାଉଛି। ଏସବୁ ଉପରେ ରୋକ ଲଗାଇବା ପାଇଁ ୨୦୨୦ ଜାନୁଆରୀ ୧୫ ତାରିଖ ସୁଦ୍ଧା କେନ୍ଦ୍ର ସରକାର ନୂଆ ଆଇନ୍ ପ୍ରଣୟନ କରିବେ। ଅର୍ଥାତ୍ ସୋଶାଲ ମିଡିଆର ଅପବ୍ୟବହାର ଉପରେ ଏଣିକି ରୋକ ଲାଗିବ। ଏନେଇ କେନ୍ଦ୍ର ସରକାର ଆଜି ସୁପ୍ରିମକୋର୍ଟଙ୍କୁ ଏସମ୍ପର୍କରେ ଅବଗତ କରାଇଛନ୍ତି। ଅନ୍ୟପକ୍ଷରେ ସୋଶାଲ ମିଡିଆର […]
ଗୁଆହାଟୀ: ଏଣିକି ଦୁଇରୁ ଅଧିକ ସନ୍ତାନ ଥିଲେ ମିଳିବନି ସରକାରୀ ଚାକିରି। ସୋମବାର ଦିନ ଆସାମ କ୍ୟାବିନେଟ୍ରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୨୦୨୧, ଜାନୁଆରୀ ପହିଲାରୁ ଏହି ନିୟମ ଲାଗୁ ହେବ। ଯେଉଁ ବ୍ୟକ୍ତିଙ୍କର ୨ରୁ ଅଧିକ ସନ୍ତାନ ଥିବ ସେମାନଙ୍କୁ ସରକାରୀ ଚାକିରି ପାଇଁ ବିଚାରକୁ ନିଆଯିବ ନାହିଁ ବୋଲି ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ୍ କହିଛନ୍ତି। ୨୦୧୭ ସେପ୍ଟେମ୍ବରରେ ଆସାମ ବିଧାନସଭାରେ ‘ଆସାମର ଜନସଂଖ୍ୟା ଓ ନାରୀ ସଶକ୍ତିକରଣ ପଲିସି’ ପାରିତ ହୋଇଥିଲା। […]
ମୁମ୍ବାଇ: ଦୁର୍ଗମ ଅଞ୍ଚଳରେ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ଏବଂ ଏଥିପାଇଁ ରୋଗୀଙ୍କ ମୃତ୍ୟୁ ଘଟିବା ଖବର ଅଧିକାଂଶ ସମୟରେ ଶୁଣିବାକୁ ମିଳେ। ହେଲେ ସହରରେ ରହୁଥିବା ଜଣେ ଅଭିନେତ୍ରୀଙ୍କ ସହ ବି ଏମିତି ହୋଇପାରେ ! ହଁ, ଏମିତି ହୋଇଛି ମହାରାଷ୍ଟ୍ରର ଜଣେ ଅଭିନେତ୍ରୀଙ୍କ ସହ। ଠିକ୍ ସମୟରେ ଆମ୍ବୁଲାନ୍ସ ନ ମିଳିବାରୁ ଅଭିନେତ୍ରୀଙ୍କର ମୃତ୍ୟୁ ଘଟିଛି। କଥାଟା ବିଶ୍ୱାସ ହେଉ ନ ଥିଲେ ବି ସତ। ରବିବାର ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲାରେ ଏହି ଅଭାବନୀୟ ଘଟଣା […]
ନୂଆଦିଲ୍ଲୀ: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କୁ ଆଜି ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ଅଗଷ୍ଟ ୨୧ରୁ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଚିଦାମ୍ବରମଙ୍କୁ ଆଜି ସୁପ୍ରିମକୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିଲେ ହେଁ ଚିଦାମ୍ବରମ ଏବେ ଜେଲରୁ ମୁକୁଳି ପାରିବେ ନାହିଁ। କାରଣ ତାଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରୁଜୁ କରିଥିବା ମନି ଲଣ୍ଡରିଂ ମାମଲାରେ ସେ ଗିରଫ ହୋଇଛନ୍ତି। ତାଙ୍କୁ ୨୪ ତାରିଖ ଯାଏ […]
ଆବୁ ଧାବି: ଆବୁ ଧାବିରେ ମିଳିଛି ବିଶ୍ୱର ସର୍ବପୁରାତନ ମୋତି। ଏହି ମୋତି ୮ ହଜାର ବର୍ଷର ପୁରୁଣା ଓ ଏହା ବିଶ୍ୱର ସର୍ବ ପୁରାତନ ମୋତି ବୋଲି ଦାବି କରାଯାଉଛି। ମାରାଓ୍ୱା ଆଇଲ୍ୟାଣ୍ଡରେ ଖନନ ବେଳେ ଏକ ଘର ଭିତରୁ ଏହି ପୁରାତନ ମୋତି ମିଳିଛି। ଅକ୍ଟୋବର ୩୦ରେ ଏହାକୁ ଆବୁ ଧାବିରେ ପ୍ରଦର୍ଶନ କରାଯିବ ବୋଲି ପ୍ରତ୍ନତତ୍ତ୍ୱବିତ୍ କହିଛନ୍ତି। ଖାଲି ଏତିକି ନୁହେଁ ଖନନ ବେଳେ UAEର ସର୍ବପୁରାତନ ସଭ୍ୟତାର ସନ୍ଧାନ ମଧ୍ୟ ମିଳିଛି। […]
ଭୁବନେଶ୍ୱର: ଆଜି ଦିନିକିଆ ବ୍ୟାଙ୍କ ଧର୍ମଘଟ। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମିଶ୍ରଣ ପ୍ରତିବାଦରେ ବ୍ୟାଙ୍କ କର୍ମଚାରୀ ସଂଘ ଏହି ଦିନିକିଆ ଧର୍ମଘଟ ଡାକରା ଦେଇଛନ୍ତି। ସର୍ବ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ (AIBA) ଏବଂ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ (BEFI) ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମିଶ୍ରଣକୁ ବ୍ୟାଙ୍କ କର୍ମଚାରୀ ସଂଘ ବିରୋଧ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ଶ୍ରମ ମନ୍ତ୍ରାଳୟ ସହ ବ୍ୟାଙ୍କ କର୍ମଚାରୀ ସଂଘର […]
ନୂଆଦିଲ୍ଲୀ: ଦୀପାବଳିରେ ଆତଙ୍କବାଦୀମାନେ ବଡ଼ ଧରଣର ଆକ୍ରମଣ କରିପାରନ୍ତି। ନ୍ୟାସନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନ୍ଆଇଏ) ଆଜି ଏହି ସୂଚନା ଦେଇଛି। ଆତଙ୍କବାଦୀମାନେ ନେପାଳ ଏବଂ କାଶ୍ମୀର ଦେଇ ରାଜଧାନୀ ଦିଲ୍ଲୀରେ ଏକାଠି ହୋଇଛନ୍ତି ବୋଲି ଜଣାପଡ଼ିଛି। ଏନେଇ ରାଜଧାନୀ ଦିଲ୍ଲୀ ସମେତ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ହାଇ ଆଲର୍ଟ ଜାରି କରାଯାଇଛି। ଏନ୍ଆଇଏର ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ ନେପାଳ ରାସ୍ତା ଦେଇ ଭାରତରେ ପ୍ରବେଶ କରିଛନ୍ତି। ପାଖାପାଖି ୫ ଜଣ […]
ଇନ୍ଦୋର: ହୁତୁ ହୁତୁ ହୋଇ ଜଳିଗଲା ମଧ୍ୟପ୍ରଦେଶ ଇନ୍ଦୋରର ବିଜୟ ନଗରରେ ଥିବା ଗୋଲଡେନ ହୋଟେଲ। ନିଆଁ ଲାଗିବା ବେଳେ କିଛି ଲୋକ ହୋଟେଲ ମଧ୍ୟରେ ଥିଲେ। ହେଲେ ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି। ତେବେ କୌଣସି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ତେବେ ଭୟାବହ ଅଗ୍ନିକାଣ୍ଡରେ ହୋଟେଲଟି ସମ୍ପୂର୍ଣ୍ଣ ଭାବରେ ପୋଡ଼ି ହୋଇଯାଇଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଦମକାଳ ବାହିନୀ ପହଞ୍ଚି ନିଆଁକୁ […]
ନୂଆଦିଲ୍ଲୀ: ବିବାହ ସମୟରେ ଉଭୟ ପତି, ପତ୍ନୀ ସାତ ଜନ୍ମର ସାଥୀ ହୋଇ ରହିବା ପାଇଁ ଶପଥ ନେଇଥାନ୍ତି। ହେଲେ ସାତ ଜନ୍ମ ତ ଦୂରର କଥା ଗୋଟିଏ ଜନ୍ମର ସାଥୀକୁ ସହ୍ୟ କରିପାରିଲେନି ସ୍ୱାମୀ। ସ୍ତ୍ରୀକୁ ହତ୍ୟା କରିଲା। ଅବଶ୍ୟ ପଶ୍ଚାତାପରେ ହେଉ କିମ୍ବା ବିରହ ଦୁଃଖରେ ପତି ମଧ୍ୟ ଆତ୍ମହତ୍ୟା କରିଛନ୍ତି। କିନ୍ତୁ ସବୁଠୁ ଆଶ୍ଚର୍ଯ୍ୟର କଥା, ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ସ୍ୱାଭାବିକ ଭାବେ ଅଫିସ ଯାଇଥିଲେ। ଉତ୍ତରାଖଣ୍ଡର ଉଧମସିଂହ ନଗର […]