• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

cold
ଉତ୍ତର ଭାରତରେ ଜାରି ରହିଛି ଶୀତ ଲହରୀ

ନୂଆଦିଲ୍ଲୀ : ଆଜି ବି ଉତ୍ତର ଭାରତରେ ଜାରି ରହିଛି ଶୀତ ଲହରୀ। ଘନ କୁହୁଡ଼ି ସାଙ୍ଗକୁ ଥଣ୍ଡାର ପ୍ରଭାବ ଅସ୍ତବ୍ୟସ୍ତ କରିଛି ଲୋକଙ୍କୁ। ଲଗାତାର ଚାରି ଦିନ ଧରି ଦିଲ୍ଲୀରେ ଥଣ୍ଡା ସାଙ୍ଗକୁ ପ୍ରଦୂଷଣ ମାତ୍ରା ବଢ଼ିଛି। ଯାହା ପରିସ୍ଥିତିକୁ ଅଧିକ ସଙ୍ଗୀନ କରିଛି। ଗତ କିଛି ଦିନ ଧରି ଦିଲ୍ଲୀରେ ବିମାନ ସେବା ବ୍ୟାପକ ଭାବେ ବାଧାପ୍ରାପ୍ତ ହୋଇଛି। ସେହିପରି ଘନ କୁହୁଡ଼ି ଯୋଗୁ ୩ ଶହରୁ ଅଧିକ ଟ୍ରେନ୍‌କୁ ବାତିଲ କରାଯାଇଛି। ଦିଲ୍ଲୀ […]

  • Tuesday, 20 July 2021
nitin
ଏବେ ପାକିସ୍ତାନକୁ ପାଣି ବନ୍ଦ

ନୂଆଦିଲ୍ଲୀ: ପୁଲଓ୍ୱାମା ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବା ପରେ ଭାରତ ତାର ଆଭିମୁଖ୍ୟକୁ ଆହୁରି କଠୋର କରିଛି। Under the leadership of Hon’ble PM Sri @narendramodi ji, Our Govt. has decided to stop our share of water which used to flow to Pakistan. We will divert water from Eastern rivers and supply it to our people […]

  • Tuesday, 20 July 2021
sp
ଏସ୍‌ପି ଓ ବିଏସ୍‌ପି ମଧ୍ୟରେ ଆସନ ବୁଝାମଣାର ଚିତ୍ର ସ୍ପଷ୍ଟ

ଲକ୍ଷ୍ନୌ: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମଧ୍ୟରେ ଆସନ ବୁଝାମଣାର ଚିତ୍ର ସ୍ପଷ୍ଟ ହୋଇଛି। କେଉଁ ଦଳ କେଉଁ ଆସନରେ ଲଢ଼ିବେ, ତାହା ମିଳିତ ଭାବେ ସେମାନେ ଘୋଷଣା କରିଛନ୍ତି। ବହୁ ଜନ ସମାଜପାର୍ଟି ୩୮ ଟି ଆସନରେ ଲଢ଼ିବ ଓ ସମାଜବାଦୀ ପାର୍ଟି ୩୭ଟି ଆସନରେ ଲଢ଼ିବ। କଂଗ୍ରେସ ପାଇଁ ଆମେଥି ଓ ରାଏବରେଲି ଆସନ ଛଡ଼ା ଯାଇଥିବା ବେଳେ ବାକି ୩ଟି ଆସନ […]

  • Tuesday, 20 July 2021
pm-3
ଦକ୍ଷିଣ କୋରିଆରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୁଇ ଦିନିଆ ଦକ୍ଷିଣ କୋରିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଧାନୀ ସିଓଲ୍‌ରେ ୟୋନସେଲ୍ ୟୁନିଭରସିଟିରେ ମହାତ୍ମା ଗାନ୍ଧିଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସେଠାକାର ରାଷ୍ଟ୍ରପତି ମୁନ୍-ଜାଏ-ଇନ୍ ଓ ମିଳିତ ଜାତିଂସଘର ପୂର୍ବତନ ମହାସଚିବ ବାନ୍ କି ମୁନ୍ ମଧ୍ୟ ଉପସ୍ଥିତ ଥିଲେ। ଏହି  ଅବସରରେ ମହାତ୍ମା ଗାନ୍ଧିଙ୍କ ଆଦର୍ଶକୁ ମନେପକାଇ ମୋଦି କହିଛନ୍ତି, ବିଶ୍ୱ ଏବେ ଦୁଇଟି ସମସ୍ୟାରେ ଜର୍ଜିରିତ, ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ। ମହାତ୍ମା ଗାନ୍ଧିଙ୍କ […]

  • Tuesday, 20 July 2021
Moneycontrol
ବଢ଼ିବ ଇପିଏଫ୍‌ ସୁଧ ହାର

ନୂଆଦିଲ୍ଲୀ: ବଢ଼ିବ ଇପିଏଫ୍‌ ସୁଧ ହାର। ୨୦୧୮-୧୯ରେ ଏହି ସୁଧ ହାରକୁ ଆଠ ଦଶମିକ ଛଅ ପାଞ୍ଚ ପ୍ରତିଶତ ରଖିବାକୁ ଇପିଏଫ୍‌ଓର ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ଟ୍ରଷ୍ଟି ନିଷ୍ପତ୍ତି ନେଇଛନ୍ତି। ଗତ ବର୍ଷ ଏହି ସୁଧ ହାର ଆଠ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ଥିଲା। ତେବେ ସୁଧ ହାର ବଢ଼ିବା ପରେ ୬ କୋଟିରୁ ଅଧିକ କର୍ମଚାରୀ ଉପକୃତ ହେବେ ବୋଲି ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ୱାର କହିଛନ୍ତି। ବର୍ତ୍ତମାନ ଇପିଏଫ୍‌ଓର ଏହି ନିଷ୍ପତ୍ତିକୁ କେନ୍ଦ୍ର ଅର୍ଥମନ୍ତ୍ରଣାଳୟକୁ […]

  • Tuesday, 20 July 2021
vaBK
ପୁଞ୍ଜି ଆବଶ୍ୟକତା ପୂରଣ ପାଇଁ ୧୨ ରାଷ୍ଟ୍ରାୟାତ୍ତ ବ୍ୟାଙ୍କ ପାଇବେ ୪୮,୨୩୯ କୋଟି ପୁଞ୍ଜି

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଦେଶର ୧୨ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ କେନ୍ଦ୍ର ସରକାର ୪୮,୨୩୯ କୋଟି ଟଙ୍କା ପ୍ରଦାନ କରିବେ। ବ୍ୟାଙ୍କଗୁଡ଼ିକର ଆର୍ଥିକ ଅଭିବୃଦ୍ଧି ଯୋଜନା ଏବଂ ପୁଞ୍ଜି ଆବଶ୍ୟକତାକୁ ପୂରଣ କରିବା ପାଇଁ ସରକାର ଏତେ ପରିମାଣର ଅର୍ଥ ପ୍ରଦାନ କରିବେ। ବୁଧବାର ଆର୍ଥିକ ସେବା ସଚିବ ରାଜୀବ କୁମାର ଏହା କହିଛନ୍ତି। ସୂଚନା ଅନୁସାରେ କର୍ପୋରେଶନ ବ୍ୟାଙ୍କକୁ ୯,୦୮୬ କୋଟି ଟଙ୍କା, ଆଲ୍ଲାହାବାଦ୍ ବ୍ୟାଙ୍କକୁ ୬,୮୯୬ କୋଟି ଟଙ୍କା ପ୍ରଦାନ କରାଯବି। ସେହିଭଳି ୪,୬୩୮ କୋଟି ବ୍ୟାଙ୍କ […]

  • Tuesday, 20 July 2021
sc-2
୨୬ରେ ଅଯୋଧ୍ୟା ଜମି ବିବାଦର ଶୁଣାଣି

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦର ଶୁଣାଣି ଆସନ୍ତା ୨୬ ତାରିଖରେ ହେବ। ରାଜନୀତିକ ଦୃଷ୍ଟି କୋଣରୁ ଗୁରୁତ୍ୱ ରଖୁଥିବା ଏହି ମାମଲାର ଶୁଣାଣି ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କରିବେ। ପୂର୍ବରୁ ଏହି ମାମଲାର ଶୁଣାଣି ଜାନୁଆରୀ ୨୯ରେ ହେବାର ଥିଲା। କିନ୍ତୁ ସାମ୍ବିଧାନିକ ଖଣ୍ଡପୀଠରେ ଥିବା ଜଷ୍ଟିସ୍‌ ଏସ୍‌ଏ ବୋବଡେ ଛୁଟିରେ ଚାଲି ଯାଇଥିବାରୁ ଏହାର ଶୁଣାଣି ଘୁଞ୍ଚି ଯାଇଥିଲା। ଆଜି ମିଳିଥିବା ସୂଚନା ଅନୁସାରେ, ଛୁଟିରେ ଥିବା ଜଷ୍ଟିସ୍‌ ବୋବଡେ […]

  • Tuesday, 20 July 2021
isis
ଧରାପଡ଼ିଲା ଆଇଏସ୍‌ଆଇଏସ୍‌ର ଷଡ଼ଯନ୍ତ୍ର, ବିସ୍ଫୋରକ ସାମଗ୍ରୀ ସହିତ ୧୦ ଗିରଫ

ନୂଆଦିଲ୍ଲୀ: ଜାତୀୟ ତଦନ୍ତ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ବଡ଼ ଧରଣର ସର୍ଚ୍ଚ ଅପରେସନ୍ ହୋଇଛି। ଆତଙ୍କବାଦୀ ସଂସ୍ଥା ଆଇ ଏସ୍ଆଇଏସ୍‌ର ନୂଆ ରୂପ ଭାବେ ‘ହରକତ୍ ଉଲ୍ ହର୍ବ ଏ ଇସ୍ଲାମ’ ସଂଠଗନ ଚଳାଉଥିବା ସୁରାକ ପାଇବା ପରେ ଏନ୍ଆଇଏ ପକ୍ଷରୁ  ଛଢ଼ଉ କରାଯାଇଛି। ଏନ୍‌ଆଇଏ ତ୍ତରପ୍ରଦେଶ ଓ ଦିଲ୍ଲୀର ୧୭ଟି ଅଞ୍ଚଳରେ ଚଢ଼ଉ କରି ୧୦ ଜଣଙ୍କୁ ଗିରଫ୍‌ କରିଛି। ଏଥିସହିତ ୭.୫ ଲକ୍ଷର ନଗଦ ଟଙ୍କା, ୧୦୦ଟି ମୋବାଇଲ୍‌ ଫୋନ୍‌, ୧୩୫ ସିମ୍‌କାର୍ଡ, ଲ୍ୟାପ୍‌ଟପ୍‌ ଏବଂ […]

  • Tuesday, 20 July 2021
kumar
ସୁଟ୍ ଆଉଟ୍ ଥିୟୋରୀକୁ ନେଇ ପ୍ରତିକ୍ରିୟା ରଖିଲେ କୁମାରସ୍ୱାମୀ

ବେଙ୍ଗାଲୁରୁ: ସୁଟ୍ ଆଉଟ୍ ଥିୟୋରୀକୁ ନେଇ ଜୋରଦାର ବିରୋଧ ହେବା ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ କୁମାରସ୍ୱାମୀ। କର୍ମୀଙ୍କ ମୃତ୍ୟୁକୁ ନେଇ ଭାବବିହ୍ୱଳ ହୋଇ ସେ ଏପରି କହିଥିବା ସ୍ପଷ୍ଟ କରିଛନ୍ତି। ଏକ ସ୍ୱାଭାବିକ ପ୍ରକ୍ରିୟାରେ ସେ ନିଜ ସହଯୋଗୀ ସହ ଏହି କଥାବାର୍ତ୍ତା ହୋଇଥିବା କହିଛନ୍ତି। ଅଯଥାରେ ଏହାକୁ ବିବାଦୀୟ କରାଯାଉଥିବା କହିଛନ୍ତି କୁମାରସ୍ୱାମୀ। ସେପଟେ ଆଜି ବି ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି ବିରୋଧୀ ବିଜେପି। ଗତକାଲି ଦଳୀୟ କର୍ମୀଙ୍କ […]

  • Tuesday, 20 July 2021
akli
ତେଜିଲା ରାଜୀବ ଗାନ୍ଧିଙ୍କ ଭାରତ ରତ୍ନ ଫେରାଇବା ଦାବି

ନୂଆଦିଲ୍ଲୀ: ଗତକାଲି ଲୁଧିଆନାରେ ରାଜୀବ ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ କଳାବୋଳି ଅସମ୍ମାନ କରିବା ପରେ ଏବେ ଦିଲ୍ଲୀରେ ବିକ୍ଷୋଭ କରିଛି ଅକାଳୀ ଦଳ। ନୂଆଦିଲ୍ଲୀ ରାଜୀବ ଚୌକରେ ଦଳର କର୍ମୀ ଏବଂ ୧୯୮୪ ଶିଖ ଦଙ୍ଗା ପୀଡ଼ିତ ପରିବାର ପକ୍ଷରୁ ବିରୋଧ ହୋଇଛି। କର୍ମୀମାନେ ରାଜୀବ ଚୌକରେ ଥିବା ବିଭିନ୍ନ ବୋର୍ଡରେ କଳା ବୋଳିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ବିରୋଧରେ ନାରାବାଜୀ ସହ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରିଛନ୍ତି। ସ୍ୱର୍ଗତ ରାଜୀବଙ୍କୁ ମିଳିଥିବା ଭାରତ ରତ୍ନ ସମ୍ମାନକୁ […]

  • Tuesday, 20 July 2021
NIA
ଆଇଏସ୍‌ଆଇଏସ୍‌ ସହ ଜଡ଼ିତ ନୂଆ ଆତଙ୍କବାଦୀ ସଂଗଠନର ମିଳିଲା ସୁରାକ୍‌

ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ ସହ ଜଡ଼ିତ ନୂଆ ଆତଙ୍କବାଦୀ ସଂଗଠନ ଦେଶରେ କାର୍ଯ୍ୟ କରୁଥିବା ନେଇ ସୂଚନା ମିଳିବା ପରେ ନୂଆଦିଲ୍ଲୀ ଓ ଉତ୍ତରପ୍ରଦେଶର ବିଭିନ୍ନ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଛି। ଉତ୍ତରପ୍ରଦେଶ ଏବଂ ଦିଲ୍ଲୀର ୧୬ଟି ଅଞ୍ଚଳରେ ଏନ୍ଆଇଏ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ ସହ ଜଡ଼ିତ ଏହି ସଂଗଠନ ‘ହରକତ୍ ଉଲ୍ ହର୍ବ ଏ ଇସଲାମ୍‌’ ବୋଲି ସୂଚନା ମିଳିଛି। ଗତକିଛି ଦିନ ଧରି ଏହି ସଂଗଠନ […]

  • Tuesday, 20 July 2021
namaj
ସର୍ବସାଧାରଣରେ ନମାଜ୍‌ ପାଠ ମନା

ନୂଆଦିଲ୍ଲୀ: ନୋଏଡ଼ା ପୁଲିସ୍‌ର ଅଜବ ନୋଟିସ୍‌କୁ ନେଇ ଏବେ ବିବାଦ ଦେଖାଦେଇଛି। ସର୍ବସାଧାରଣ ତଥା ପାର୍କ୍‌ରେ ନମାଜ୍ ପାଠ ନ କରିବାକୁ ନୋଏଡ଼ା ପୁଲିସ୍‌ ନୋଟିସ୍ ଜାରି କରିଛି। ନୋଏଡ଼ା ସେକ୍ଟର୍ ୫୮ର ଥାନା ଅଧିକାରୀ ଏନେଇ ସମସ୍ତ କମ୍ପାନୀକୁ ଲିଖିତ ଭାବେ ଜଣାଇଛନ୍ତି। ସେହି ଅଞ୍ଚଳରେ ଥିବା କମ୍ପାନୀ ଗୁଡ଼ିକର କର୍ମଚାରୀ ଯେପରି ପାର୍କ କିମ୍ବା ଅନ୍ୟ ଅଞ୍ଚଳରେ ନମାଜ୍‌ ପାଠ ନ କରିବେ ସେନେଇ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ସଜାଗ ରହିବାକୁ କୁହାଯାଇଛି। ଯଦି କୌଣସି କର୍ମଚାରୀ […]

  • Tuesday, 20 July 2021
chokashi
କୋର୍ଟରେ ହାଜର ହେବାକୁ ଅରାଜି ମେହୁଲ

ନୂଆଦିଲ୍ଲୀ: ଭାରତରୁ ଫେରାର ବ୍ୟବସାୟୀ ମେହୁଲ ଚୋକସୀ କୋର୍ଟରେ ହାଜର ହେବାକୁ ରାଜି ନୁହନ୍ତି। କୋଟିକୋଟି ଟଙ୍କାର ବ୍ୟାଙ୍କ ଋଣ ଠକେଇ ସହିତ ସମ୍ପୃକ୍ତ ଏହି ବ୍ୟବସାୟୀଙ୍କ ସ୍ୱାସ୍ଥ୍ୟଗତ କାରଣ ଯୋଗୁ  କୋର୍ଟରେ ହାଜର ହୋଇପାରିବେନି ବୋଲି ଜଣାଇଛନ୍ତି। ୪୧ ଘଣ୍ଟା ଧରି ବିମାନ ଯାତ୍ରା କରିବା ତାଙ୍କ ପକ୍ଷେ ସମ୍ଭବ ନୁହେଁ ବୋଲି ଆଣ୍ଟିଗୁଆରେ ରହୁଥିବା ମେହୁଲ ମୁମ୍ବାଇ ସେସନ୍‌ କୋର୍ଟଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ସେ ଭିଡିଓ କନ୍‌ଫରେସିଂ ଜରିଆରେ ହାଜର ହେବାକୁ କୋର୍ଟ୍‌କୁ […]

  • Tuesday, 20 July 2021
md
ମଧ୍ୟପ୍ରଦେଶରେ ଶପଥ ନେଲେ ୨୮ଜଣ ମନ୍ତ୍ରୀ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶରେ ମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ ଉତ୍ସବରେ ୨୮ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ୧୭ ତାରିଖରେ ଏକୁଟିଆ କମଲନାଥ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ଆଜି ଅନ୍ୟ ୨୮ ଜଣ ମନ୍ତ୍ରୀ ପଦ ପାଇଁ ଶପଥ ନେଇଛନ୍ତି। ଦଳର ବରିଷ୍ଠ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦିଗବିଜୟ ସିଂହଙ୍କ ସହିତ ବିଧାୟକଙ୍କୁ ମନ୍ତ୍ରୀ ପଦ ମିଳିଛି। କମଲନାଥଙ୍କ ୧୧, ଦିଗବିଜୟଙ୍କ ୯ ଏବଂ ସିନ୍ଧିଆଙ୍କ ସହିତ ୭ ଜଣ ବିଧାୟକଙ୍କୁ ମନ୍ତ୍ରୀ ପଦ […]

  • Tuesday, 20 July 2021
Untitled-1
ସିଦ୍ଧୁଙ୍କୁ ଘେରିଲା ବିଜେପି ଯୁବ ମୋର୍ଚ୍ଚା

ଚଣ୍ଡିଗଡ଼: ପଞ୍ଜାବର କ୍ୟାବିନେଟ୍ ମନ୍ତ୍ରୀ ତଥା ପୂର୍ବତନ କ୍ରିକେଟର୍ ନବଜୋତ ସିଂହ ସିଦ୍ଧୁଙ୍କୁ ଘେରିଛି ବିଜେପି ଯୁବ ମୋର୍ଚ୍ଚା। ଅମ୍ରିତସରରେ ସିଦ୍ଧୁଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ତାଙ୍କର କୁଶପୁତ୍ତଳିକା ଦାହ କରିଛି ବିଜେପି ଯୁବ ମୋର୍ଚ୍ଚା। କେବଳ ସେତିକି ନୁହେଁ ସିଦ୍ଧୁଙ୍କ ବିରୋଧରେ ନାରାବାଜି କରିବା ସହ ପ୍ଲାକାର୍ଡ ଧରି ବିକ୍ଷୋଭ ମଧ୍ୟ କରାଯାଇଛି। ପୁଲଓ୍ୱାମା ଆକ୍ରମଣକୁ ନେଇ ସିଦ୍ଧୁ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହି ଆତଙ୍କବାଦୀ ଆକ୍ରମଣକୁ ସିଦ୍ଧୁ କଡ଼ା ନିନ୍ଦା କରିଥିଲେ […]

  • Tuesday, 20 July 2021