• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

ggghj
ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀର ପୁଲ୍‌ଓ୍ୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ ଆହତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଲୁଚିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସୁରକ୍ଷାକର୍ମୀମାନେ ଦକ୍ଷିଣ କଶ୍ମୀର ପୁଲୱାମା ଜିଲ୍ଲାର ସିର୍‌ନୋ ଗାଁରେ କର୍ଡନ ଓ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ। ଏହାପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିଲେ। ଯାହାର ପାଲଟା ଜବାବରେ ଏନ୍‌କାଉଣ୍ଟରରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।    

  • Tuesday, 20 July 2021
rafgel
ସିଏଜି ରିପୋର୍ଟରେ ସ୍ୱଚ୍ଛତା ନେଇ ଆପତ୍ତି ଉଠାଇଲେ ବିରୋଧୀ

ନୂଆଦିଲ୍ଲୀ: ଏନ୍‌ଡିଏ ସରକାରଙ୍କ ରାଫେଲ ଡିଲ୍ ୟୁପିଏ ଠାରୁ ୨.୮୬% ଶସ୍ତା। ଆଜି ରାଜ୍ୟସଭାରେ ଉପସ୍ଥାପିତ ହୋଇଥିବା ରାଫେଲ ଡିଲ୍ ସମ୍ପର୍କିତ ସିଏଜି ରିପୋର୍ଟରେ ଏଭଳି ଉଲ୍ଲେଖ ରହିଛି। ରାଫେଲ୍‌ କ୍ରୟ ଏବଂ ପୂର୍ବ ଡିଲ୍ ସଂପର୍କରେ ରିପୋର୍ଟରେ ବିସ୍ତୃତ ତଥ୍ୟ ଦିଆଯାଇଛି। ୟୁପିଏ ସରକାର ଅମଳଠାରୁ ୯ ପ୍ରତିଶତ ଶସ୍ତାରେ ଏହି  ଚୁକ୍ତି ହୋଇଥିବା ଦାବି କରୁଥିଲେ ଏନ୍‌ଡିଏ ସରକାର। ହେଲେ ତାହା ମାତ୍ର ୨.୮୬% ଶସ୍ତା ବୋଲି ଆଜି ରିପୋର୍ଟରେ ସ୍ପଷ୍ଟ ହୋଇଛି। ତେବେ […]

  • Tuesday, 20 July 2021
dharama
ଧର୍ମେନ୍ଦ୍ରଙ୍କ ଚିଠିର ଉତ୍ତର ରଖିଲେ ମାନେକା

ନୂଅଦିଲ୍ଲୀ:  ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ଓ ଖାଲି ପଦବୀ ପୂରଣ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ମାନେକା ଗାନ୍ଧି । ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ସମ୍ପର୍କିତ ନିଷ୍ପତ୍ତିକୁ ଓଡ଼ିଶା ସମେତ ଅନ୍ୟ ରାଜ୍ୟଙ୍କୁ ଜଣାଇ ଦିଆଯାଇଛି ବୋଲି ମାନେକା ଚିଠିରେ ଲେଖିଛନ୍ତି । ଚଳିତ ଆର୍ଥିକ ବର୍ଷର ତୃତୀୟ ଓ ଚତୁର୍ଥ କ୍ୱାର୍ଟର ଅର୍ଥ ଓଡ଼ିଶାକୁ ଦିଆଯାଇଛି । ଏ ବାବଦରେ ୧୬ ହଜାର ୬ଶହ ୯୪. ୩୮ […]

  • Tuesday, 20 July 2021