• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

pm modi
ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୨ରେ ଉଦ୍‌ଘାଟନ ହେବ ଝାରସୁଗୁଡ଼ା ବିମାନ ବନ୍ଦର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମାନ ବନ୍ଦରର ଉଦ୍‌ଘାଟନ କରିବେ। ବିମାନବନ୍ଦରର ସମୀକ୍ଷା କରିବା ପରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଏହି ସୂଚନା ଦେଇଛନ୍ତି। ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ଝାରସୁଗୁଡ଼ା ବିମାନ ବନ୍ଦର ପରିଦର୍ଶନରେ ଯାଇଥିଲେ । ଝାରସୁଗୁଡା ବିମାନବନ୍ଦରକୁ 4-C Category  ଲାଇସେନ୍ସ ମିଳି ସାରିଥିବା ବେଳେ ଏଠାରୁ Airbus-320 ଓ Boeing 747 ବିମାନ ସେବା ଉପଲ୍ଲବ୍ଧ ହେବ। ଦେଶର ବିଭିନ୍ନ ସହରକୁ […]

  • Tuesday, 20 July 2021
Representational
ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ପୁଲିସ୍‌ ଅଫିସରଙ୍କ ପରିବାର

ଶ୍ରୀନଗର: ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ପୁଲିସ୍‌ ଅଫିସରଙ୍କ ପରିବାର। ଗତକାଲି ସନ୍ଧ୍ୟାରେ ଦକ୍ଷିଣ କାଶ୍ମୀରର ବିଭିନ୍ନ ଅଞ୍ଚଳରୁ ଆତଙ୍କବାଦୀମାନେ ପୁଲିସ୍‌ କର୍ମଚାରୀଙ୍କ ପରିବାରର ୫ଜଣ ସଦସ୍ୟଙ୍କୁ ଅପହରଣ କରି ନେଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଆତଙ୍କବାଦୀମାନେ ପୁଲୱାମା, ଅନନ୍ତନାଗ ଓ କୁଲ୍‌ଗାମ୍‌ ଜିଲ୍ଲାରେ ରହୁଥିବା ପୁଲିସ୍‌ କର୍ମଚାରୀଙ୍କ ଘର ଭିତରକୁ ପ୍ରବେଶ କରି ସେମାନଙ୍କ ପରିବାର ଲୋକଙ୍କୁ ଅପହରଣ କରିଥିଲେ। ଅପହରଣ ହୋଇଥିବା ପରିବାର ଲୋକଙ୍କ ମଧ୍ୟରେ ଜଣେ ପୁଲିସ୍‌ ଅଫିସରଙ୍କ ଭାଇ ଓ ଅନ୍ୟ ଜଣେ […]

  • Tuesday, 20 July 2021
accident
ଗଛରେ ପିଟି ହେଲା କାର୍‌; ସ୍ୱାମୀ, ସ୍ତ୍ରୀ ମୃତ

ଜୟପୁର: ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍‌। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ଟାପଜରି ନିକଟରେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ପୁରୀ ଜିଲ୍ଲା କାକଟପୁରର  ଚୈତନ୍ୟ ପ୍ରସାଦ ମହାନ୍ତି ତାଙ୍କ ପତ୍ନୀ। ସେମାନଙ୍କ ପୁଅକୁ ଗୁରୁତର ଅବସ୍ଥାରେ କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଗାଡ଼ିରେ ୫ ଜଣ […]

  • Tuesday, 20 July 2021
dhenkanal
ହୁତୁହୁତୁ ହୋଇ ଜଳିଗଲା ୧୨ ବଖରା ଘର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଅସୁରବନ୍ଧ ଗାଁରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଗାଁର ୧୨ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଏଥିସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ମଧ୍ୟ ନଷ୍ଟ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଭୁବନ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା।

  • Tuesday, 20 July 2021
lightning
ବର୍ଷା, ବଜ୍ରପାତ ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଜ୍ରପାତ ଓ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା ଓ ଗଜପତି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସକାଳ ୮ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

  • Tuesday, 20 July 2021
salauddin
ହିଜବୁଲ୍‌ ମୁଜାହିଦ୍ଦିନର ମୁଖ୍ୟ ସୟିଦ ସଲାଉଦ୍ଦିନ୍‌ର ପୁଅ ଗିରଫ

ଶ୍ରୀନଗର: କୁଖ୍ୟାତ ଆତଙ୍କବାଦୀ ସଂଗଠନ ହିଜବୁଲ୍‌ ମୁଜାହିଦ୍ଦିନର ମୁଖ୍ୟ ସୟିଦ ସଲାଉଦ୍ଦିନ୍‌ର ପୁଅ ସକିଲକୁ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ଆଜି ଶ୍ରୀନଗରରୁ ଗିରଫ କରିଛି। ସକିଲ୍‌କୁ ୨୦୧୧ ମସିହା ଟେରର୍‌ ଫଣ୍ଡିଂ ମାମଲାରେ ଗିରଫ କରାଯାଇଛି। ସକିଲ ଅନେକ ସମୟରେ ସଲାଉଦ୍ଦିନଠାରୁ ପାଣ୍ଠି ସଂଗ୍ରହ କରୁଥିଲା ବୋଲି ଏନ୍‌ଆଇଏ ପକ୍ଷରୁ କୁହାଯାଇଛି। ଦିଲ୍ଲୀରେ ଏନ୍‌ଆଇଏର ଜଣେ ମୁଖପାତ୍ର ସୂଚନା ଦେଇ କହିଛନ୍ତି, ସକିଲ ବର୍ତ୍ତମାନ ଏକ ପ୍ରତିଷ୍ଠିତ ସରକାରୀ ମେଡିକାଲ୍‌ରେ ଲ୍ୟାବ୍‌ ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। […]

  • Tuesday, 20 July 2021
sc-1-up
ଦାଗୀ ନେତାଙ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ : ଦାଗୀ ନେତା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା। ଅପରାଧ ପୃଷ୍ଠଭୂମି ଥିବା ନେତାଙ୍କ ବିରୋଧରେ ସବିଶେଷ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଦୋଷୀ ଜନପ୍ରତିନିଧି ନିର୍ବାଚନ ଲଢିବା ଉପରେ ଅାଜୀବନ ବାସନ୍ଦ ଲଗାଇବା ପ୍ରସଙ୍ଗରେ ହୋଇଥିବା ଅାବେଦନର ଶୁଣାଣି କରି ସରକାରଙ୍କୁ ରିପୋର୍ଟ ମାଗିଥିଲେ ସର୍ବୋଚ୍ଚ ନ୍ୟାୟାଳୟ। ଅଦାଲତ ପଚାରିଥିଲେ ଯେ, ଅପରାଧିକ ମାମଲାରେ ଜଡିତ ସାଂସଦ ଏବଂ ବିଧାୟକଙ୍କ ବିରୋଧରେ ଶୁଣାଣି ପାଇଁ ସରକାର ବର୍ତ୍ତମାନ ସୁଦ୍ଧା […]

  • Tuesday, 20 July 2021
rahul-up
ପୁଣି କେନ୍ଦ୍ର ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ : ବିଜେପି ନେତୃତ୍ୱାଧିନ ସରକାରଙ୍କୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଟାର୍ଗେଟ୍। ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧି।  ବିମୁଦ୍ରାକରଣ, ରାଫେଲ ଡିଲ୍ ପ୍ରସଙ୍ଗରେ ସରକାରଙ୍କ ଉପରେ ତୀବ୍ରଭାବେ ବର୍ଷିଛନ୍ତି ରାହୁଲ ଗାନ୍ଧୀ। ବିମୁଦ୍ରାକରଣରେ ସାଧାରଣ ଜନତା କ୍ଷତି ସହିଛନ୍ତି। କିଛି ନିର୍ଦ୍ଦିଷ୍ଟ ଉଦ୍ୟୋଗୀଙ୍କୁ ସୁହାଇବା ପାଇଁ ବିମୁଦ୍ରାକରଣକୁ ଲାଗି କରାଯାଇଥିଲା। ରାଫେଲ ଜେଟ୍‌କୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ମୂଲ୍ୟରେ କାହିଁ କିଣାଗଲା, ତାର ଯବାବ ରଖିବେକି ପ୍ରଧାନମନ୍ତ୍ରୀ ବୋଲି କହିଛନ୍ତି କଂଗ୍ରେସ ଅଧ୍ୟକ୍ଷ […]

  • Tuesday, 20 July 2021