ଜାମିନ ବିରୋଧରେ ଇଡି ଜୋରଦାର ଯୁକ୍ତି ଉପସ୍ଥାପନ କରିଥିଲା। ଜାମିନ ନିର୍ଦ୍ଦେଶ ଉପରେ ୪୮ ଘଣ୍ଟାର ରୋକ ଲଗାଇବାକୁ ମଧ୍ୟ ତଦନ୍ତକାରୀ ସଂସ୍ଥା କହିଥିଲା।
ପାଟନା ପୋଲିସ୍ ଖୁବଶୀଘ୍ର ବିସ୍ତୃତ ରିପୋର୍ଟ ପଠାଇବ। ପ୍ରାଥମିକ ସୂଚନା ଅନୁସାରେ ତ୍ରୁଟି କେବଳ କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୀମିତ ରହିଛି।’
ପରୀକ୍ଷା ବାତିଲ ପରେ ତାତିଲେ ଛାତ୍ର ସଂଗଠନ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଘର ଓ ମନ୍ତ୍ରାଳୟ ଆଗରେ ବିକ୍ଷୋଭ ।
ଏଥିରେ ବିନିଯୋଗ ହୋଇଥିବା ଟଙ୍କା କଳାଧନ ବୋଲି ଅଭିଯୋଗ କରିଛି ଟିଡିପି। ଗତଥର ଜଗନ୍ କ୍ଷମତାକୁ ଆସିବା ପରେ ଚନ୍ଦ୍ରବାବୁଙ୍କ ଘରକୁ ବେଆଇନ ଦର୍ଶାଇ ଭଙ୍ଗା ଯାଇଥିଲା ତେଣୁ ଏଥର ଜଗନଙ୍କ ଘର କଣ ହେବ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି।
ସାଙ୍ଗଲଡାନରୁ ରିଆସି ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳର ସଫଳ ପରୀକ୍ଷଣ ପରେ ଲୋକଙ୍କ ମଧ୍ୟରେ, ବିଶେଷକରି ଯୁବକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ରବିବାର ପ୍ରଥମ ଥର ପାଇଁ ଏକ ଇଲେକ୍ଟ୍ରିକ୍ ଇଞ୍ଜିନ୍ ରିଆସି ଷ୍ଟେସନରେ ପରୀକ୍ଷାମୂଳକ ଭାବରେ ଗଡିଥିଲା। ଏହାକୁ ଦେଖିବା ପାଇଁ ରିଆସି ଷ୍ଟେସନରେ ଯୁବକଙ୍କ ଭିଡ ଲାଗିଥିଲା।
ଆନ୍ଦୋଳନକାରୀ ଛାତ୍ର ନକଲି ଟଙ୍କା ଉଡ଼ାଇ ବିରୋଧ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା । ସେମାନଙ୍କୁ ପୋଲିସ ଅଟକ ରଖିଛି ।
ଗତ ମାର୍ଚ୍ଚ ୩୧ତାରିଖରେ ଆଇଆଇଟି ବମ୍ୱେରେ ଆର୍ଟ ଫେଷ୍ଟିଭାଲ୍ ଆୟୋଜିତ ହୋଇଥିଲା। ଏଥିରେ ରାମାୟଣ ଉପରେ ଆଧାରିକ ଏକ ନାଟକ ‘ରାହୋବନ’ ପରିବେଷଣ କରିଥିଲେ କିଛି ଛାତ୍ର
ଏହା ଦେଖି ଯାତ୍ରୀ ଭୟଭୀତ ହୋଇପଡିଥିଲେ। ତେବେ ହାଇଦ୍ରାବାଦ ରାଜୀବ ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରେ ଭୋର୍ ପ୍ରାୟ ୩ଟାରେ ବିମାନଟି ଏମର୍ଜେନ୍ସି ଲ୍ୟାଣ୍ଡିଂ କରିଥିଲା।
ଅନଲାଇନରେ ମଗାଇଥିଲେ ଜିନିଷ... ଆମାଜନରୁ ଆସିଥିଲା ପାର୍ସଲ। କିନ୍ତୁ ବକ୍ସ ଖୋଲୁ ଖୋଲୁ ବାହାରିଲା ବିଷଧର ନାଗ ସାପ । ପାର୍ସଲ ଭିତରେ ଜୀଅନ୍ତା ନାଗ ସାପ ଦେଖି ଦମ୍ପତ୍ତି ଛାନିଆ ।
ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ସୋସିଆଲ୍ ମିଡିଆ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ଯଦି ରାଜ୍ୟରେ ଯେଉଁଠି ବେଆଇନ ଭାବେ ମଦ ତିଆରି ହେଉଛି, ତେବେ ତୁରନ୍ତ ପୋଲିସ ନିକଟରେ ଅଭିଯୋଗ କରନ୍ତୁ । ଲୋକଙ୍କ ସୂଚନା ଆଧାରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ।
କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୮ ମସିହାଠାରୁ ଚାଷୀଙ୍କ ପାଇଁ ଏହି ଯୋଜନା ଲାଗୁ କରାଯାଇଛି । କ୍ଷୁଦ୍ର ଓ ନାମମାତ୍ର ଚାଷୀ ଯେଉଁମାନଙ୍କ ନାମରେ ଅଳ୍ପ ଜମି ଅଛି ସେମାନଙ୍କ ସୁବିଧା ପାଇଁ କେନ୍ଦ୍ର ସରକାର ଏହି ସୁନ୍ଦର ଯୋଜନା ପ୍ରଣୟନ କରିଛନ୍ତି ।
ୟୁଜିସି ନେଟ୍ ପରୀକ୍ଷାରେ ଘୋଟାଲା ହୋଇଥିବା ନେଇ ଇଣ୍ଡିଆନ୍ ସାଇବର କ୍ରାଇମ୍ କୋଅର୍ଡିନେସନ୍ ସେଣ୍ଟର ପକ୍ଷରୁ ସୂଚନା ମିଳିଥିଲା।
ଚଳିତ ଖରିଫ ଋତୁ ପାଇ ଧାନର ଏହି ଏମଏସପି ଧାର୍ଯ୍ୟ କରାଯାଇଛି। କେନ୍ଦ୍ର କ୍ୟାବିନେଟର ଏ ନିଷ୍ପତ୍ତି ନେଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।
ଗତ କିଛିଦିନ ତଳେ ଆଇସକ୍ରିମରୁ ଆଙ୍ଗୁଠି ବାହାରିଥିବା ଖବର ତ ଆପଣମାନଙ୍କର ମନେ ଥିବ । ଆଇସକ୍ରିମଟି ଅନଲାଇନ ମଗାଯାଇଥିବା ବେଳେ ଖାଇବା ବେଳେ ସେଥିରୁ ଗୋଟେ ମଣିଷ ଆଙ୍ଗୁଠି ବାହାରିଥିଲା ।
ଏହି ସମୟରେ ନୀତୀଶ କୁମାର ହଠାତ୍ ପିଏମ ମୋଦୀଙ୍କ ହାତ ଧରୁଛନ୍ତି । ଆଉ ତାଙ୍କ ଆଙ୍ଗୁଠି ଦେଖୁଛନ୍ତି ।
ବିମାନରେ ଚାଲିଲାନି AC, ଝାଳରେ ଭିଜିଲେ ଲୋକେ । ଏଭଳି କିଛି ଘଟଣା ଘଟିଛି ଦିଲ୍ଲୀରୁ ଦରଭଙ୍ଗା ଯାଉଥିବା ସ୍ପାଇସ୍ଜେଟ୍ ବିମାନରେ ।
କ୍ୟାମ୍ପସରେ ଇଣ୍ଟରନ୍ୟାସନାଲ୍ ସେଣ୍ଟର୍ । ୨୦ରୁ ଅଧିକ ରାଷ୍ଟ୍ରର ଛାତ୍ରଛାତ୍ରୀ ଆଡମିଶନ୍ ନେଲେଣି ।
ପତ୍ନୀଙ୍କ ମୃତ୍ୟୁ ସହିପାରିଲେନି ଆସାମ ଗୃହ ସଚିବ । ହସ୍ପିଟାଲ ଭିତରେ ହିଁ ନିଜକୁ ଗୁଳି କରିଦେଲେ ବରିଷ୍ଠ IPS ଅଫିସର ।
ନୂଆ ସରକାରର ପ୍ରଥମ କାମ, ଚାଷୀଙ୍କୁ ସମ୍ମାନ । ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ଆଜି ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ବରଗଡ଼ରେ ସିଏମ୍ ମୋହନ ମାଝୀ ଦେଲେ ସହାୟତା । ବଦଳିବ କି କାଳିଆ ଯୋଜନା, ବଢ଼ିଲା ଚର୍ଚ୍ଚା।
ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ଆସିବ।
ଆଜି ସୁନା ଦର ସାମାନ୍ୟ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ଆଜି ଟ୍ୱିନ୍ସିଟିରେ ସୁନା ଦର ପରିବର୍ତ୍ତନ ଅଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।
ମୋଦି ପଠାଇବେ 'ପିଏମ୍ କିଷାନ' କିସ୍ତି । ଆଜି ପ୍ରଦାନ କରାଯିବ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି । ମୋଟ ୯ କୋଟି ୩୦ ଲକ୍ଷ ଚାଷୀଙ୍କୁ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ।
ପୁଷ୍ପା ଝୁକେଗା ନହିଁ ହେଲେ ଏବେ ପୁଷ୍ପା ଖାଲି ନଇନି ବରଂ ୪ ମାସ ଘୁଞ୍ଚି ଯାଇଛି । ଯାହା ଅନୁମାନ କରାଯାଉଥିଲା ତାହା ସତ ହୋଇଛି । ପୁଷ୍ପା-୨ର ରିଲିଜ୍ ଡେଟକୁ ଘୁଞ୍ଚାଇଛିପ୍ରଯୋଜନା ସଂସ୍ଥା ।