• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

bbsr murder
ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ କମିଶନରେଟ ପୁଲିସ୍‌ ଆଜି ମୃତଦେହକୁ ଉଦ୍ଧାର କରିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପୁଲିସ୍‌ ସନ୍ଦେହ କରୁଛି । ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଉକ୍ତ ଯୁବକଙ୍କ ନିକଟରୁ ଟଙ୍କା ଓ ମୋବାଇଲ୍‌ ଜବତ ହୋଇଛି। ପୂର୍ବ […]

  • Tuesday, 20 July 2021
kerala flood
କମୁଛି ପାଣି, ବଢ଼ୁଛି ଦୁର୍ଦ୍ଦଶା

କୋଚି: ପ୍ରଳୟଙ୍କରୀ ବନ୍ୟା ପ୍ରକୋପରୁ ଏଯାଏ ନିସ୍ତାର ପାଇଁ ନାହାନ୍ତି କେରଳବାସୀ। କିଛି ଅଞ୍ଚଳରରେ ପାଣି କମୁଥିବାବେଳେ ଅନେକ ମୃତଦେହ ଉଦ୍ଧାର ହେଉଛି। ତ୍ରିସୁର ଓ ଚେନ୍‌ଗାନ୍ନୁରରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜୋରଦାର ଚାଲିଛି। ଇତି ମଧ୍ୟରେ କେନ୍ଦ୍ର ସରକାର କେରଳର ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ ଏକ ‘ଗୁରୁତର ପ୍ରାକୃତିକ ବିପର୍ଯ୍ୟୟ’ ବୋଲି ଘୋଷଣା କରିଛନ୍ତି। ସେହିପରି ଥିରୁଅନନ୍ତପୁରମ୍‌ର ଏକ ଗାଁରେ ଫସିଥିବା ପ୍ରାୟ ୬୦୦ ଲୋକଙ୍କୁ ଉଦ୍ଧାର କରାଯାଇଛି। ବନ୍ୟା ଓ ବର୍ଷା […]

  • Tuesday, 20 July 2021
mili panda
କଂଗ୍ରେସରେ ଯୋଗଦେଲେ ମାଓବାଦୀ ନେତା ସବ୍ୟସାଚୀଙ୍କ ପତ୍ନୀ ମିଲି ପଣ୍ଡା

ଭୁବନେଶ୍ୱର: କଂଗ୍ରେସରେ ସାମିଲ ହେଲେ ନୀଳଗିରି ରାଣୀ ମନୋଜା ମଞ୍ଜରୀ ଦେବୀ ଏବଂ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ଓରଫ ମିଲି ପଣ୍ଡା। ଗତକାଲି ଏକ ବିଶାଳ ଶୋଭାଯାତ୍ରାରେ ନିଜ ସମର୍ଥକଙ୍କ ସହ କଂଗ୍ରେସ ଭବନରେ ପହଞ୍ଚି  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ ଓ ଦଳର ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଉଭୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ ସାଧାରଣ ନିର୍ବାଚନରେ ମିଲି ରଣପୁର ନିର୍ବାଚନମଣ୍ଡଳୀରୁ ଆମ ଓଡ଼ିଶା […]

  • Tuesday, 20 July 2021
parrikar-manohar
ଆଜି ମନୋହର ପାରିକରଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ: ପାନ୍‌କ୍ରିଆଟିକ୍‌ କ୍ୟାନ୍‌ସର୍‌ରେ ପୀଡ଼ିତ ହୋଇ ବହୁ ଦିନ ଧରି ଯନ୍ତ୍ରଣା ଭୋଗିବା ପରେ ଗତକାଲି ସନ୍ଧ୍ୟାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଦେଶର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ଗୋଆର ମୁଖ୍ୟମନ୍ତ୍ରୀ ମନୋହର ପାରିକର। ୬୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଆଜି ସନ୍ଧ୍ୟାରେ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସଂପନ୍ନ ହେବ। ତାଙ୍କର ଶେଷ ଦର୍ଶନ ପାଇଁ ଗତକାଲିଠାରୁ ପାଣାଜି ସ୍ଥିତ ତାଙ୍କ ବାସଭବନରେ ନେତା, ମନ୍ତ୍ରୀ, ସମର୍ଥକ, ଶୁଭେଚ୍ଛୁ […]

  • Tuesday, 20 July 2021
AKHATI NA ALAGA
ପୁଣି ଜୋର୍ ଧରିଲା ଅାଗୁଅା ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶାରେ କେବେ ହେବ ବିଧାନସଭା ନିର୍ବାଚନ? ଡିସେମ୍ବର-ଜାନୁଆରୀରେ ୪ ରାଜ୍ୟ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼ ଓ ମିଜୋରାମ ବିଧାନସଭା ଅବଧି ପୂରଣ ହେଉଛି। ଏହି ସବୁ ରାଜ୍ୟ ସହ ଆଗୁଆ ଲୋକସଭା ନିର୍ବାଚନ କରାଇବାକୁ କମିଶନ୍ ସକ୍ଷମ ବୋଲି ମୁଖ୍ୟ ନିର୍ବାଚନ କମିଶନର କହିବା ପରେ ଜୋର୍ ଧରିଛି ଚର୍ଚ୍ଚା। ଆଉ ଏଥିଯୋଗୁଁ ଓଡ଼ିଶାର ନିର୍ବାଚନ ଗଣିତ ଓଲଟ ପାଲଟ ହେବା ନେଇ ବି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। CECଙ୍କ ସୂଚନା ପରେ ପ୍ରଶ୍ନ ଉଠୁଛି […]

  • Tuesday, 20 July 2021