ପ୍ରଥମେ କହିଲେ ସ୍ୱାମୀ ଜୀବିତ, ପରେ ଖବର ମିଳୁଛି କି ମୃତ । କୁଏତ ଟ୍ରାଜେଡିରେ ଯାଇଛି ୪୫ ଭାରତୀୟଙ୍କ ଜୀବନ । ମୃତକଙ୍କ ଭିତରେ କେରଳର ସର୍ବାଧିକ ୨୦ ଜଣ ଅଛନ୍ତି ।
ପୁନଃ ପରୀକ୍ଷା ବଦଳରେ NTA ପକ୍ଷରୁ ଏକ ଏକ୍ସପର୍ଟ କମିଟି ଗଠନ କରାଯାଇ ଗ୍ରେସ ମାର୍କ ବ୍ୟବସ୍ଥା ହୋଇଥିଲା। ଗ୍ରେସ ମାର୍କ ରଦ୍ଦ ସହ ପୁଣି ପରୀକ୍ଷା କରିବାକୁ NTA ନିଷ୍ପତ୍ତି ନେଇଥିଲା।
ଆସନ୍ତା ଜୁଲାଇ୧ରୁ ସାରା ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା। ଏଥି ସହିତ ଉଠିଯିବ ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ ନିୟମ । ଏ ନେଇ ସମସ୍ତ ରାଜ୍ୟର ପୋଲିସ ଡିଜିଙ୍କ ସହ ଆଲୋଚନା କରିଛି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ।
ପୁଣି ହଂକଂ ସେୟାର ମାର୍କେଟକୁ କାଟିଲା ଭାରତୀୟ ସେୟାର ମାର୍କେଟ । BSE ତାଲିକାଭୁକ୍ତ ସମସ୍ତ କମ୍ପାନୀଗୁଡିକର ମୋଟ ବଜାର ମୂଲ୍ୟ ବର୍ତ୍ତମାନ ହଂକଂ ତୁଳନାରେ ଅଧିକ ଅଛି ।
ଉଭୟ ନେତାଙ୍କ ମଧ୍ୟରେ ଏହି ଆଲୋଚନାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ଶକ୍ତି, ଆଫ୍ରିକା ଏବଂ ଭୂମଧ୍ୟ ସାଗର ଅଂଚଳରେ ସହଯୋଗ,ଫୋକସରେ ରହିବ। ଏଥିସହ G-7 ସଦସ୍ୟ ରାଷ୍ଟ୍ର ମୁଖ୍ୟଙ୍କ ସହ ମଧ୍ୟ ମୋଦି, ଦ୍ବିପାକ୍ଷିକ ଆଲୋଚନା କରିବା ସମ୍ଭାବନା ରହିଛି।
୨୩ରେ ପରୀକ୍ଷା , ୩୦ରେ ବାହାରିବ ରେଜଲ୍ଟ । ପେପର ଲିକ୍ ହୋଇନି କହିଲେ ଶିକ୍ଷାମନ୍ତ୍ରୀ ।
ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ପିକେ ମିଶ୍ରଙ୍କୁ ପୁନଃ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଉଭୟଙ୍କ କାର୍ଯ୍ୟକାଳ ଜୁନ ୧୦ରୁ ଆରମ୍ଭ ହୋଇସାରିଛି।
ଆଇସକ୍ରିମ୍ରୁ ବାହାରିଲା କଟା ଆଙ୍ଗୁଠି । ମୁମ୍ବାଇରେ ଘଟିଛି ଏହି ଘଟଣା ।
NEET ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ପେପର ଲିକ୍ ହୋଇନି । ଛାତ୍ରଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ଭାରତ ସରକାର ଓ NTA ପ୍ରତିବଦ୍ଧ ।
ସାରା ଦେଶରୁ ୭୨ ଜଣ ନେତା ମୋଦି ୩.୦ ସରକାରରେ ମନ୍ତ୍ରୀ ଭାବରେ ସ୍ଥାନ ପାଇଥିବାବେଳେ ଏଥିରୁ ୯୯ ପ୍ରତିଶତ ହେଉଛନ୍ତି କୋଟିପତି । ଏମାନଙ୍କ ମଧ୍ୟରୁ ୫ ଜଣ ୧୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ।
ଗତ କିଛିଦିନ ତଳେ ସଲମାନ ଖାନଙ୍କ ଉପରେ ଗୁଳିମାଡ଼ ହୋଇଥିଲା । ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁଜରାଟ ଭୁଜ୍ରୁ ଗିରଫ କରିଛି ମୁମ୍ବାଇ କ୍ରାଇମବ୍ରାଞ୍ଚ ।
ତୃତୀୟ ପାଳିରେ ମୋଦି ସରକାର ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ ହୋଇଛି । 4 ଗୁରୁତ୍ବପୂର୍ଣ୍ଣ ବିଭାଗରେ କୌଣସି ପରିବର୍ତ୍ତନ କରାଯାଇନାହିଁ । କିନ୍ତୁ ଆପଣ କେନ୍ଦ୍ରମନ୍ତ୍ରୀମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଜାଣିଛନ୍ତି କି ? ତେବେ ଚାଲନ୍ତୁ ଜାଣିବା କିଛି ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା।
ପୋଲିସର ସୂଚନା ଅନୁସାରେ, ଚେରିଶ୍ ୨୦୨୨ରେ ଏହି ଗହଣା ଦୋକାନୀଙ୍କ ସହ ଇନଷ୍ଟାଗ୍ରାମ୍ରେ ପରିଚିତ ହୋଇଥିଲେ। ଏହାପରେ ସେ ରୂପାର ଗହଣାରେ ସୁନାର କେଟିଂ ଦେଇ ତାଙ୍କୁ ବିକ୍ରି କରିଥିଲେ।
ଜାମ୍ମୁରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ ଉପରେ ଆତଙ୍କୀ ହମଲା ଘଟଣା। ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି ଜାମ୍ମୁ ପୋଲିସ। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଆଧାରରେ ଆତଙ୍କବାଦୀଙ୍କ ସ୍କେଚ୍ ତିଆରି କରାଯାଇଛି।
ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ। ସ୍ଥଳସେନାର ଉପମୁଖ୍ୟ ଥିବା ଉପେନ୍ଦ୍ର ଦ୍ବିବେଦୀଙ୍କୁ ସରକାର ଏହି ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି।
କାଶ୍ମୀର ଡୋଡାରେ ସେନା କ୍ୟାମ୍ପ ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଆଜି ଜାମ୍ମୁ କାଶ୍ମୀରର ଡୋଡା ଜିଲ୍ଲାର ସେନାର ଅସ୍ଥାୟୀ ଅପରେଟିଂ ବେସ (TOB) ରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ସୂଚନା ମିଳିଛି। ଏଥିରେ ପାଞ୍ଚ ଜଣ ଯବାନ ଏବଂ ଜଣେ ସ୍ପେଶାଲ୍ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି।
ପୋର୍ଟଫୋଲିଓ ବଣ୍ଟନ ପରେ କାର୍ଯ୍ୟାରମ୍ଭ କଲେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀ । ଆଜି ପ୍ରଥମ ଦିନରେ କେଉଁଠି ମନ୍ତ୍ରପାଠ ଶୁଭିଲା, ତ ଆଉ କେଉଁଠି କରତାଳି।
ପୋର୍ଟଫୋଲିଓ ବଣ୍ଟନ ପରେ କାର୍ଯ୍ୟାରମ୍ଭ କଲେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀ । ଆଜି ପ୍ରଥମ ଦିନରେ କେଉଁଠି ମନ୍ତ୍ରପାଠ ଶୁଭିଲା, ତ ଆଉ କେଉଁଠି କରତାଳି।
ମେ ୫ରେ ଅନୁଷ୍ଠିତ ହୋଇଥିବା NEETରେ ଅନିୟମିତତାର ଯାଞ୍ଚ ପାଇଁ ଏକ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ ପାଇଁ ଆବେଦନ କରାଯାଇଛି । ଏଥିସହ ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ ଶେଷ ନହେବା ପର୍ଯ୍ୟନ୍ତ କାଉନସେଲିଂ ନ କରିବା ପାଇଁ ଦାବି କରାଯାଇଛି।
ଆଜି ଦାୟିତ୍ବ ଗ୍ରହଣ କରୁଛନ୍ତି କେନ୍ଦ୍ର ମନ୍ତ୍ରିମଣ୍ଡଳ। ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଆଜି ନିଜ କାର୍ଯ୍ୟାଳୟକୁ ଯାଇ ଦାୟିତ୍ବ ନେଇଛନ୍ତି। ସେହିପରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଦାୟିତ୍ବ ସମ୍ଭାଳିଛନ୍ତି।
ସୀମାନ୍ତ ଜଙ୍ଗଲରେ ସ୍ପାଇକ୍ ହୋଲ୍ ଠାବ କଲେ ସୁରକ୍ଷାବାହିନୀ । ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ସୀମାର ପୁସୁଗୁପା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ସ୍ପାଇକ୍ ହୋଲ୍ କରିଥିଲେ ମାଓବାଦୀ । ଯାହାକୁ ଠାବ କରିଛନ୍ତି ସୁରକ୍ଷାବାହିନୀ।
ମୋଦି କ୍ୟାବିନେଟର ୩ ଓଡ଼ିଆ ମନ୍ତ୍ରୀଙ୍କୁ ମିଳିଲା ବଡ଼ ବିଭାଗ । ରେଳ ସହ ସୂଚନା ପ୍ରସାରଣ ମନ୍ତ୍ରାଳୟ ପାଇଲେ ଅଶ୍ବିନୀ ବୈଷ୍ଣବ । ଶିକ୍ଷା ବିଭାଗ ବଜାୟ ରଖିଲେ ଧର୍ମେନ୍ଦ୍ର ପ୍ରଧାନ ।
ମୋଦି କ୍ୟାବିନେଟର ୩ ଓଡ଼ିଆ ମନ୍ତ୍ରୀଙ୍କୁ ମିଳିଲା ବଡ଼ ବିଭାଗ । ରେଳ ସହ ସୂଚନା ପ୍ରସାରଣ ମନ୍ତ୍ରାଳୟ ପାଇଲେ ଅଶ୍ବିନୀ ବୈଷ୍ଣବ । ଶିକ୍ଷା ବିଭାଗ ବଜାୟ ରଖିଲେ ଧର୍ମେନ୍ଦ୍ର ପ୍ରଧାନ ।
ଜଣାପଡ଼ିଲା କେନ୍ଦ୍ର କ୍ୟାବିନେଟର ରୂପରେଖ । ସାମ୍ନାକୁ ଆସୁଛି ଗୋଟେ ପରେ ଗୋଟେ ମନ୍ତ୍ରୀ ପଦ । ଏନେଇ ଜାତୀୟ ଗଣମାଧ୍ୟମରୁ ସୂଚନା ମିଳୁଛି ।
ତୃତୀୟ ପାଳିରେ ଦ୍ବିତୀୟ ବଡ଼ ଘୋଷଣା କଲେ ମୋଦି ସରକାର । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆଉ ୩ କୋଟି ଘର ନିର୍ମାଣ ଲକ୍ଷ୍ୟ ।